ଗଞ୍ଜେଇ ବେପାରକୁ ନେଇ ଗୋଷ୍ଠୀ ସଂଘର୍ଷ; ଜଣେ ମୃତ, ଜଣେ ଆହତ

ନରସିଂହପୁର (ଦିଲ୍ଲୀପ ପଣ୍ଡା): ଗଞ୍ଜେଇ ବେପାରକୁ ନେଇ କଟକ ଜିଲ୍ଲା ବଡ଼ମ୍ବା ଥାନା ଅନ୍ତର୍ଗତ ମାଣିଆବନ୍ଧରେ ଗୋଷ୍ଠୀ ସଂଘର୍ଷ ହୋଇଛି। ଏଥିରେ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ଜଣେ ଗୁରୁତର ଆହତ ହୋଇଛନ୍ତି। ମୃତ ବ୍ୟକ୍ତି ଜଣଙ୍କ ହେଲେ ବିକାଶ ସାହୁ। ଆହତ ଇନ୍ଦ୍ରମଣି ସିଠଙ୍କୁ କଟକ ବଡ଼ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ଏହି ଘଟଣାରେ ୪ ଜଣଙ୍କୁ ଗିରଫ କରିଛି ପୁଲିସ୍‌। ସୂଚନା ଅନୁସାରେ, ଗତକାଲି ବିଳମ୍ବିତ ରାତିରେ ନୂଆପାଟଣାରେ ଗଞ୍ଜେଇ ବେପାର କରୁଥିବା ଦୁଇ […]

dead-body,,,..

dead-body,,,..

Tapaswini Nayak
  • Published: Monday, 03 September 2018
  • Updated: 03 September 2018, 07:54 AM IST

Sports

Latest News

ନରସିଂହପୁର (ଦିଲ୍ଲୀପ ପଣ୍ଡା): ଗଞ୍ଜେଇ ବେପାରକୁ ନେଇ କଟକ ଜିଲ୍ଲା ବଡ଼ମ୍ବା ଥାନା ଅନ୍ତର୍ଗତ ମାଣିଆବନ୍ଧରେ ଗୋଷ୍ଠୀ ସଂଘର୍ଷ ହୋଇଛି। ଏଥିରେ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ଜଣେ ଗୁରୁତର ଆହତ ହୋଇଛନ୍ତି।

ମୃତ ବ୍ୟକ୍ତି ଜଣଙ୍କ ହେଲେ ବିକାଶ ସାହୁ। ଆହତ ଇନ୍ଦ୍ରମଣି ସିଠଙ୍କୁ କଟକ ବଡ଼ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।

ଏହି ଘଟଣାରେ ୪ ଜଣଙ୍କୁ ଗିରଫ କରିଛି ପୁଲିସ୍‌।

ସୂଚନା ଅନୁସାରେ, ଗତକାଲି ବିଳମ୍ବିତ ରାତିରେ ନୂଆପାଟଣାରେ ଗଞ୍ଜେଇ ବେପାର କରୁଥିବା ଦୁଇ ଗୋଷ୍ଠୀଙ୍କ ମଧ୍ୟରେ ବଚସା ହୋଇଥିଲା। ପରେ ଉଭୟ ଗୋଷ୍ଠୀ ମାଣିଆବନ୍ଧରେ ମୁହାଁମୁହିଁ ହୋଇଥିଲେ। ସେଠାରେ ଗଣ୍ଡଗୋଳ ଉଗ୍ର ରୂପ ନେଇଥିଲା। ଗୋଟିଏ ଗୋଷ୍ଠୀ ବୋମା ମାଡ଼ କରିଥିଲା। ଏଥିରେ ଇନ୍ଦ୍ରମଣି ଆହତ ହୋଇଥିଲେ। ଏହା ପରେ ଇନ୍ଦ୍ରମଣି ଓ ତାଙ୍କ ଗୋଷ୍ଠୀ ସେଠାରୁ ପଳାଇ ଯାଇଥିଲା। ତେବେ ତାଙ୍କ ଗୋଷ୍ଠୀର ବିକାଶ ସାହୁ ସେଠାରେ ରହି ଯାଇଥିଲେ। ଲୋକେ ତାଙ୍କୁ ଠେଙ୍ଗାରେ ପିଟି ମାରି ଦେଇଥିବା ଅଭିଯୋଗ ହୋଇଛି।

ବିକାଶଙ୍କ ମୃତଦେହକୁ ବ୍ୟବଚ୍ଛେଦ ପାଇଁ ବଡ଼ମ୍ବା ଡାକ୍ତରଖାନା ପଠାଯାଇଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story