ଦୁଇଟି ବାଇକ୍‌ ମୁହାଁମୁହିଁ ଧକ୍କା, ଜଣେ ମୃତ

କେନ୍ଦୁଝର( ପ୍ରଣୟ ପାଣି): କେନ୍ଦୁଝର ଜିଲ୍ଲା ତୁରୁମୁଙ୍ଗା ଥାନା ଅନ୍ତର୍ଗତ ୪୯ ନମ୍ବର ଜାତୀୟ ରାଜପଥର ଖୁରେଇଟାଙ୍ଗିରୀ ଟୋଲଗେଟ ନିକଟରେ ସଡ଼କ ଦୁର୍ଘଟଣା ଘଟିଛି। ଦୁଇଟି ବାଇକ୍ ମୁହାଁମୁହିଁ ଧକ୍କା ହେବାରୁ ଜଣେ ବାଇକ୍‌ ଚାଳକଙ୍କ ମୃତ୍ୟୁ ଘଟିଥିବା ବେଳେ  ଅନ୍ୟ ଜଣେ ଗୁରୁତର ଆହତ ହୋଇଛନ୍ତି। ମୃତ ବ୍ୟକ୍ତି ଜଣଙ୍କ ହେଲେ ଖୁରେଇଟାଙ୍ଗିରୀ ଗ୍ରାମର ଜେମ୍ସ ନାଏକ। ଆହତ ବ୍ୟକ୍ତି ଜଣଙ୍କ ହେଲେ କରଞ୍ଜିଆ ଥାନା ଚିତ୍ରପଶି ଗ୍ରାମର ସୁବାସ ନାଏକ। ତାଙ୍କୁ ଡାକ୍ତରଖାନାରେ ଭର୍ତ୍ତି […]

accident

accident

Tapaswini Nayak
  • Published: Wednesday, 25 May 2022
  • Updated: 25 May 2022, 01:18 PM IST

Sports

Latest News

କେନ୍ଦୁଝର( ପ୍ରଣୟ ପାଣି): କେନ୍ଦୁଝର ଜିଲ୍ଲା ତୁରୁମୁଙ୍ଗା ଥାନା ଅନ୍ତର୍ଗତ ୪୯ ନମ୍ବର ଜାତୀୟ ରାଜପଥର ଖୁରେଇଟାଙ୍ଗିରୀ ଟୋଲଗେଟ ନିକଟରେ ସଡ଼କ ଦୁର୍ଘଟଣା ଘଟିଛି। ଦୁଇଟି ବାଇକ୍ ମୁହାଁମୁହିଁ ଧକ୍କା ହେବାରୁ ଜଣେ ବାଇକ୍‌ ଚାଳକଙ୍କ ମୃତ୍ୟୁ ଘଟିଥିବା ବେଳେ  ଅନ୍ୟ ଜଣେ ଗୁରୁତର ଆହତ ହୋଇଛନ୍ତି।

ମୃତ ବ୍ୟକ୍ତି ଜଣଙ୍କ ହେଲେ ଖୁରେଇଟାଙ୍ଗିରୀ ଗ୍ରାମର ଜେମ୍ସ ନାଏକ। ଆହତ ବ୍ୟକ୍ତି ଜଣଙ୍କ ହେଲେ କରଞ୍ଜିଆ ଥାନା ଚିତ୍ରପଶି ଗ୍ରାମର ସୁବାସ ନାଏକ। ତାଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।

ଦୁର୍ଘଟଣା ପରେ ଘଟଣାସସ୍ଥଳରେ ଉତ୍ତେଜନା ପ୍ରକାଶ ପାଇଛି। ଉତ୍ତ୍ୟକ୍ତ ଲୋକମାନେ ୪୯ ନମ୍ବର ଜାତୀୟ ରାଜପଥକୁ ଅବରୋଧ କରିଛନ୍ତି। ଫଳରେ ଯାତାୟତ ବାଧାପ୍ରାପ୍ତ ହୋଇଛି। ଉଭୟ ପାର୍ଶ୍ୱରେ ଗାଡ଼ିମଟର ଅଟକି ରହିଛି। ପୁଲିସ ପହଞ୍ଚି ଉତ୍ତ୍ୟକ୍ତ ଲୋକଙ୍କୁ ବୁଝାସୁଝା କରିଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story