ଓଲଟି ପଡ଼ିଲା ଯାତ୍ରୀବାହୀ ବସ୍‌

ବଲାଙ୍ଗିର (ଘଟେଶ୍ୱର ମିଶ୍ର): ବଲାଙ୍ଗିର-ସୋନପୁର ରାସ୍ତାର ମଳମୁଣ୍ଡା ନିକଟରେ ଏକ ଯାତ୍ରୀବାହୀ ଘରୋଇ ବସ୍‌ ଓଲଟି ପଡ଼ିବାରୁ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୬ ଜଣ ଆହତ ହୋଇଛନ୍ତି। ମୃତ ବ୍ୟକ୍ତିଙ୍କ ନାଁ ଅରୁଣ ପାତ୍ର। ତାଙ୍କ ଘର ଡୁମେରବାହାଲ୍ ଗାଁରେ। ସେ ଜଣେ ଡ୍ରାଇଭର। ବସ୍‌ଟି ଓଲଟି ପଡ଼ିବା ପରେ ସେ ଚାପି ହୋଇଯାଇଥିଲେ ଓ ଘଟଣାସ୍ଥଳରେ ତାଙ୍କର ମୃତ୍ୟୁ ଘଟିଥିଲା। ଅନ୍ୟପକ୍ଷରେ ଆହତମାନଙ୍କୁ ବଲାଙ୍ଗିର ଭୀମଭୋଇ ମେଡିକାଲ୍ କଲେଜ୍ ଓ ହସ୍‌ପିଟାଲ୍‌ରେ ପ୍ରାଥମିକ ଚିକିତ୍ସା […]

bus

bus

Jitendra Garnayak
  • Published: Friday, 19 April 2019
  • Updated: 19 April 2019, 09:51 AM IST

Sports

Latest News

ବଲାଙ୍ଗିର (ଘଟେଶ୍ୱର ମିଶ୍ର): ବଲାଙ୍ଗିର-ସୋନପୁର ରାସ୍ତାର ମଳମୁଣ୍ଡା ନିକଟରେ ଏକ ଯାତ୍ରୀବାହୀ ଘରୋଇ ବସ୍‌ ଓଲଟି ପଡ଼ିବାରୁ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୬ ଜଣ ଆହତ ହୋଇଛନ୍ତି।

ମୃତ ବ୍ୟକ୍ତିଙ୍କ ନାଁ ଅରୁଣ ପାତ୍ର। ତାଙ୍କ ଘର ଡୁମେରବାହାଲ୍ ଗାଁରେ। ସେ ଜଣେ ଡ୍ରାଇଭର। ବସ୍‌ଟି ଓଲଟି ପଡ଼ିବା ପରେ ସେ ଚାପି ହୋଇଯାଇଥିଲେ ଓ ଘଟଣାସ୍ଥଳରେ ତାଙ୍କର ମୃତ୍ୟୁ ଘଟିଥିଲା।

ଅନ୍ୟପକ୍ଷରେ ଆହତମାନଙ୍କୁ ବଲାଙ୍ଗିର ଭୀମଭୋଇ ମେଡିକାଲ୍ କଲେଜ୍ ଓ ହସ୍‌ପିଟାଲ୍‌ରେ ପ୍ରାଥମିକ ଚିକିତ୍ସା କରାଯାଇ ଘରକୁ ପଠାଇ ଦିଆଯାଇଛି।

bus1‘ଶ୍ରୀରାମ’ ନାମକ ଏହି ବସ୍‌ଟି ଭୁବନେଶ୍ୱରରୁ ବଲାଙ୍ଗିର ଆସୁଥିବା ବେଳେ ଭୋର ପ୍ରାୟ ୪ଟା ବେଳେ ଭାରସାମ୍ୟ ହରାଇ ରାସ୍ତାକଡ଼କୁ ଓଲଟି ପଡ଼ିଥିଲା। ସେତେବେଳେ ବସ୍ ଭିତରେ ପ୍ରାୟ ୧୦ ଜଣ ଯାତ୍ରୀ ଥିଲେ। ମିଳିଥିବା ସୂଚନା ଅନୁଯାୟୀ, ବସ୍‌ଟି ଓଲଟିବା ବେଳେ ରାସ୍ତାକଡ଼ରେ ଥିବା ବିଦ୍ୟୁତ୍ ତା’ର ସଂସ୍ପର୍ଶରେ ମଧ୍ୟ ଆସିଥିଲା। ଏମିତିକି ତା’ର ଛିଣ୍ଡି ଯାଇଥିଲା। କିନ୍ତୁ ଗତକାଲି ରାତିରେ ଉକ୍ତ ଅଞ୍ଚଳରେ ବର୍ଷା ଓ ଝଡ଼ତୋଫାନ ହୋଇଥିବାରୁ ବିଦ୍ୟୁତ୍ ସଂଯୋଗ ବିଚ୍ଛିନ୍ନ କରି ଦିଆଯାଇଥିଲା। ନ ହେଲେ ଆହୁରି ବଡ଼ ଅଘଟଣ ଘଟିଥାଆନ୍ତା ବୋଲି କୁହାଯାଉଛି।

bus2ଅଗ୍ନିଶମ କର୍ମଚାରୀମାନେ ଘଟଣାସ୍ଥଳରେ ଆସି ଆହତମାନଙ୍କୁ ଉଦ୍ଧାର କରିବା ସହ ଡାକ୍ତରଖାନାରେ ଭର୍ତ୍ତି କରିଥିଲେ।

ମୃତ ଅରୁଣଙ୍କ ପରିବାରକୁ ସରକାରୀ ସାହାଯ୍ୟ ଯୋଗାଇ ଦେବା ପାଇଁ ତାଙ୍କ ସଂପର୍କୀୟମାନେ ଦାବି କରିଛନ୍ତି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story