ଗ୍ୟାସ୍ ଟାଙ୍କି ଫାଟି ସ୍ତ୍ରୀ ମୃତ, ସ୍ୱାମୀ ଗୁରୁତର

ନୟାଗଡ଼ (ଆର୍ତ୍ତତ୍ରାଣ ପ୍ରଧାନ): ରୋଷେଇ କଲାବେଳେ ଫାଟିଗଲା ଗ୍ୟାସ୍ ଟାଙ୍କି l ଜୀବନ୍ତ ଦଗ୍ଧ ହୋଇଗଲେ ଜଣେ ମହିଳା। ତାଙ୍କୁ ଉଦ୍ଧାର କରିବାକୁ ଯାଇ ତାଙ୍କ ସ୍ୱାମୀ ଗୁରୁତର ଭାବେ ପୋଡ଼ି ଯାଇଛନ୍ତି। ଏଭଳି ଏକ ଦୁଃଖଦ ଘଟଣା ଘଟିଯାଇଛି ନୟାଗଡ ଜିଲ୍ଲା ଖଣ୍ଡପଡ଼ା ଥାନା ରାଣୀପଡ଼ା ପଞ୍ଚାୟତ ବିରିଡ଼ିହି ଗାଁରେ। ମୃତ ମହିଳାଙ୍କ ନାଁ ମିଞ୍ଜା ଜେନା। ତାଙ୍କୁ ମାତ୍ର ୨୨ ବର୍ଷ ହୋଇଥିଲା। ତାଙ୍କ ସ୍ୱାମୀଙ୍କ ନାଁ ସିଲୁ ଜେନା। ସିଲୁଙ୍କ ଅବସ୍ଥା ଗୁରୁତର […]

Blast

Blast

Jitendra Garnayak
  • Published: Tuesday, 31 August 2021
  • Updated: 31 August 2021, 01:04 PM IST

Sports

Latest News

ନୟାଗଡ଼ (ଆର୍ତ୍ତତ୍ରାଣ ପ୍ରଧାନ): ରୋଷେଇ କଲାବେଳେ ଫାଟିଗଲା ଗ୍ୟାସ୍ ଟାଙ୍କି l ଜୀବନ୍ତ ଦଗ୍ଧ ହୋଇଗଲେ ଜଣେ ମହିଳା। ତାଙ୍କୁ ଉଦ୍ଧାର କରିବାକୁ ଯାଇ ତାଙ୍କ ସ୍ୱାମୀ ଗୁରୁତର ଭାବେ ପୋଡ଼ି ଯାଇଛନ୍ତି। ଏଭଳି ଏକ ଦୁଃଖଦ ଘଟଣା ଘଟିଯାଇଛି ନୟାଗଡ ଜିଲ୍ଲା ଖଣ୍ଡପଡ଼ା ଥାନା ରାଣୀପଡ଼ା ପଞ୍ଚାୟତ ବିରିଡ଼ିହି ଗାଁରେ।

ମୃତ ମହିଳାଙ୍କ ନାଁ ମିଞ୍ଜା ଜେନା। ତାଙ୍କୁ ମାତ୍ର ୨୨ ବର୍ଷ ହୋଇଥିଲା। ତାଙ୍କ ସ୍ୱାମୀଙ୍କ ନାଁ ସିଲୁ ଜେନା।

ସିଲୁଙ୍କ ଅବସ୍ଥା ଗୁରୁତର ରହିଛି। ନିଆଁ ସଂସ୍ପର୍ଶରେ ଆସି ସେ ପୋଡ଼ି ହୋଇଛନ୍ତି। ତାଙ୍କୁ ପ୍ରଥମେ ଖଣ୍ଡପଡ଼ା ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା। ପରେ ତାଙ୍କୁ ନୟାଗଡ଼ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତର କରାଯାଇଛି।

ଗ୍ୟାସ୍ ଟାଙ୍କି ଫାଟିବା ସଂପର୍କରେ ଖବର ପାଇ ଖଣ୍ଡପଡ଼ା ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚି ଥିଲା ଓ ନିଆଁକୁ ଆୟତ୍ତ କରିଥିଲା। ଏହା ସହିତ ପୁଲିସ୍ ବି ସେଠାରେ ପହଞ୍ଚିଥିଲା।

ସୂଚନାଯୋଗ୍ୟ, ଖୋର୍ଦ୍ଧା ଜିଲ୍ଲା ବାଣପୁର ଥାନା ଗମ୍ଭାରୀମୁଣ୍ଡା ଗାଁର ରବୀନ୍ଦ୍ର ସାହୁଙ୍କ ଘରେ ଅଗଷ୍ଟ ୧୯ ତାରିଖ ସକାଳେ ରୋଷେଇ କଲା ବେଳେ ଗ୍ୟାସ୍ ଟାଙ୍କିରେ ନିଆଁ ଲାଗି ଯାଇଥିଲା। ନିଆଁ ଲିଭାଇବାକୁ ପାଖ ପଡ଼ୋଶୀମାନେ ଧାଇଁ ଆସିଥିଲେ। ତେବେ ସେମାନେ ନିଆଁ ଲିଭାଇବାକୁ ପ୍ରୟାସ କଲା ବେଳେ ଗ୍ୟାସ୍ ଟାଙ୍କି ଫାଟି ଯାଇଥିଲା। ଏଥିରେ ୪ ଜଣଙ୍କ ମୃତ୍ୟୁ ଘଟିଥିଲା।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story