ଝାରସୁଗୁଡ଼ା(ଭାଗିରଥୀ ସାହୁ): ପୁଣି ପଥରଖାଦାନରେ ଅଘଟଣ ଘଟିଛି। ଜୟପୁରରେ ପରେ ଏବେ ଝାରସୁଗୁଡ଼ା ଜିଲ୍ଲାରେ ବ୍ଲାଷ୍ଟିଂ ବେଳେ ଯାଇଛି ଜଣେ ଶ୍ରମିକଙ୍କ ଜୀବନ। ଗୌରମାଲ ପଞ୍ଚାୟତ ରନକଟା ଠାରେ ଏହି ଅଘଟଣ ଘଟିଛି। ଗତକାଲି ସନ୍ଧ୍ୟାରେ ପଥରଖାଦାନରେ ବିସ୍ଫୋରଣ କରୁଥିବା ବେଳେ ଅସାବଧାନତା କାରଣରୁ ସୁରେଶ କିଶାନ(୫୫) ନାମକ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଛି।
ଏଥିସହିତ ଏହି ଘଟଣାରେ ରାମବିଳାଶ ରୋହିଦାସ(୨୫) ନାମକ ଅନ୍ୟ ଜଣେ ବ୍ୟକ୍ତି ଗୁରୁତର ଆହତ ହୋଇଛନ୍ତି। ଆହତ ବ୍ୟକ୍ତିଙ୍କୁ ସ୍ଥାନୀୟ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Miscellaneous
ଉଦୟଗିରି ଓ ରତ୍ନଗିରିରେ ଏକାଠୀ ହେଲେ ୧୭ ଦେଶର ୧୫୦୦ ବୌଦ୍ଧ ଧର୍ମାବଲମ୍ବୀ
ଆସନ୍ତା ୧୬ ତାରିଖରେ ଏହି କାର୍ଯ୍ୟକ୍ରମ ଉଦ୍ଯାପିତ ହେବ। ଏଥିରେ ବାଚସ୍ପତି ସୁରମା ପାଢୀ ଓ ଉପମୁଖ୍ୟ ମନ୍ତ୍ରୀ ପ୍ରଭାତୀ ପରିଡା ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି।
Entertainment
ମଞ୍ଚରେ ଚଢ଼ିବେନି ସାହୁ ଭାଉଜ, ନିଶା ମହାରଣାଙ୍କ ଭଳି ନୃତ୍ୟାଙ୍ଗନା
ଯାତ୍ରା ମହାକୁମ୍ଭରେ ହେବନି ଅଶ୍ଲୀଳ ନୃତ୍ୟ। ଆଜି ଖଣ୍ଡଗିରି ଥାନା ପରିସରରେ ବସିଥିବା ବୈଠକରେ ଏଭଳି ନିଷ୍ପତ୍ତି ନିଆଯାଇଛି। ବାରମ୍ବାର ଅଭିଯୋଗ ପରେ ମଧ୍ୟ ଯାତ୍ରା ଜଗତକୁ କଳଙ୍କିତ କରୁଥିଲେ କିଛି ନୃତ୍ୟଶିଳ୍ପୀ।
Miscellaneous
ଭାରତ ସରକାରଙ୍କ କ୍ୟାଲେଣ୍ଡରରେ ମୋଦିଙ୍କ ସହ ତୁଳା ମାଉସୀଙ୍କ ଫଟୋ
କ୍ୟାଲେଣ୍ଡରରେ ଫଟୋ ଆସିବା ପରେ ତୁଳା ମାଉସୀ ବହୁତ ଖୁସି ପ୍ରକାଶ କରିଛନ୍ତି। ଏଥିପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଧନ୍ୟବାଦ ଜଣାଇଛନ୍ତି।