ରାଜଧାନୀ ରାସ୍ତାରେ ଯୁବତୀଙ୍କୁ ଦୁର୍ବ୍ୟବହାର; ଯୁବକ ଗିରଫ

ଭୁବନେଶ୍ୱର: ରାଜଧାନୀ ରାସ୍ତାରେ ଯୁବତୀଙ୍କୁ ଟଣାଓଟରା କରାଯାଇଥିବା ଅଭିଯୋଗ ହୋଇଛି। ଏହାର ପ୍ରତିବାଦ କରିବାରୁ ଯୁବତୀଙ୍କ ବାପାଙ୍କୁ ଦୁର୍ବୃତ୍ତ ଛୁରାମାଡ଼ କରିଛି। ମଞ୍ଚେଶ୍ୱର କେନାଲ ରୋଡ ନିକଟରେ ଏହି ଘଟଣା ଘଟିଛି।  ଏନେଇ  ମଞ୍ଚେଶ୍ୱର ଥାନାରେ ଅଭିଯୋଗ କରାଯାଇଛି। ପୋଲିସ ଅଭିଯୁକ୍ତ ଯୁବକକୁ ଗିରଫ କରିଛି। ସୂଚନାଯୋଗ୍ୟ-ଯୁବତୀ ଜଣକ ରାସ୍ତାରେ ଯାଉଥିବା ବେଳେ ଜଣେ ଯୁବକ ତାଙ୍କୁ ଦୁର୍ବ୍ୟବହାର କରିଥିଲେ। ଯୁବତୀଙ୍କ ବାପା ଏହାର ପ୍ରତିବାଦ କରିବାରୁ ଅଭିଯୁକ୍ତ ତାଙ୍କୁ ଛୁରା ମାଡ଼ କରିଥିବା ଅଭିଯୋଗ ହୋଇଛି।

arrested-=

Rakesh Mallick
  • Published: Tuesday, 14 November 2017
  • , Updated: 14 November 2017, 10:58 AM IST

ଭୁବନେଶ୍ୱର: ରାଜଧାନୀ ରାସ୍ତାରେ ଯୁବତୀଙ୍କୁ ଟଣାଓଟରା କରାଯାଇଥିବା ଅଭିଯୋଗ ହୋଇଛି। ଏହାର ପ୍ରତିବାଦ କରିବାରୁ ଯୁବତୀଙ୍କ ବାପାଙ୍କୁ ଦୁର୍ବୃତ୍ତ ଛୁରାମାଡ଼ କରିଛି। ମଞ୍ଚେଶ୍ୱର କେନାଲ ରୋଡ ନିକଟରେ ଏହି ଘଟଣା ଘଟିଛି।  ଏନେଇ  ମଞ୍ଚେଶ୍ୱର ଥାନାରେ ଅଭିଯୋଗ କରାଯାଇଛି। ପୋଲିସ ଅଭିଯୁକ୍ତ ଯୁବକକୁ ଗିରଫ କରିଛି।

ସୂଚନାଯୋଗ୍ୟ-ଯୁବତୀ ଜଣକ ରାସ୍ତାରେ ଯାଉଥିବା ବେଳେ ଜଣେ ଯୁବକ ତାଙ୍କୁ ଦୁର୍ବ୍ୟବହାର କରିଥିଲେ। ଯୁବତୀଙ୍କ ବାପା ଏହାର ପ୍ରତିବାଦ କରିବାରୁ ଅଭିଯୁକ୍ତ ତାଙ୍କୁ ଛୁରା ମାଡ଼ କରିଥିବା ଅଭିଯୋଗ ହୋଇଛି।

Related story