କପାତୁଟି ଜଙ୍ଗଲରେ ପୋଲିସ୍-ମାଓବାଦୀ ଗୁଳିବିନିମୟ; ଜଣେ ମାଓ ନେତା ମୃତ

ମାଲକାନଗିରି: ମାଲକାନଗିରି ଜିଲ୍ଲାର ଆନ୍ଧ୍ର-ଓଡ଼ିଶା ସୀମାନ୍ତ ଚିତ୍ରକୋଣ୍ଡା କପାତୁଟି ଜଙ୍ଗଲରେ ପୋଲିସ୍-ମାଓବାଦୀ ଗୁଳିବିନିମୟ ହୋଇଛି।  ଏନ୍‌କାଉଣ୍ଟରେ ଜଣେ ମାଓ ନେତାଙ୍କ ମୃତ୍ୟୁ ଘଟିଛି । ଏଥିସହ  ବିପୁଳ ପରିମାଣର ମାଓ ସାମଗ୍ରୀ ଜବତ ହୋଇଛି।  ଘଟଣା ପରେ ଉକ୍ତ ଅଞ୍ଚଳରେ ସର୍ଚ୍ଚ ଅପରେସନକୁ ଜୋରଦାର୍ କରାଯାଇଛି।

mao leader

mao leader

Rakesh Mallick
  • Published: Saturday, 03 June 2017
  • Updated: 03 June 2017, 07:48 PM IST

Sports

Latest News

ମାଲକାନଗିରି: ମାଲକାନଗିରି ଜିଲ୍ଲାର ଆନ୍ଧ୍ର-ଓଡ଼ିଶା ସୀମାନ୍ତ ଚିତ୍ରକୋଣ୍ଡା କପାତୁଟି ଜଙ୍ଗଲରେ ପୋଲିସ୍-ମାଓବାଦୀ ଗୁଳିବିନିମୟ ହୋଇଛି।  ଏନ୍‌କାଉଣ୍ଟରେ ଜଣେ ମାଓ ନେତାଙ୍କ ମୃତ୍ୟୁ ଘଟିଛି ।

ଏଥିସହ  ବିପୁଳ ପରିମାଣର ମାଓ ସାମଗ୍ରୀ ଜବତ ହୋଇଛି।  ଘଟଣା ପରେ ଉକ୍ତ ଅଞ୍ଚଳରେ ସର୍ଚ୍ଚ ଅପରେସନକୁ ଜୋରଦାର୍ କରାଯାଇଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos