ମରିଗଲା ଆନାକୋଣ୍ଡା

ଭୁବନେଶ୍ୱର:(ଓଡ଼ିଶା ରିପୋର୍ଟର): ଭୁବନେଶ୍ୱରର ନନ୍ଦନକାନନ ପ୍ରାଣୀ ଉଦ୍ୟାନରେ ଆନାକୋଣ୍ଡା ଏବେ ବିପଦରେ। ନନ୍ଦନକାନନ ପ୍ରାଣୀ ଉଦ୍ୟାନରେ ପୁଣି ଏକ ଆନାକୋଣ୍ଡା ମୃତ। ୮ଟି ହଳଦିଆ ଆନାକୋଣ୍ଡାରୁ ଏଯାବତ ୩ଟିର ମୃତ୍ୟୁ ଘଟିଲାଣି। ବ୍ୟାକ୍ଟେରିଆ ନା ରକ୍ତ ସଂକ୍ରମଣ ଯୋଗୁ ଆନାକୋଣ୍ଡାଙ୍କ ମୃତ୍ୟୁ ହୋଇଛି କି ନାହିଁ ତାହା ଏ ଯାଏ ଜଣାପଡ଼ିନି। ୨୦୧୯ ଅକ୍ଟୋବରରେ ୮ ଆନାକୋଣ୍ଡା ଚେନ୍ନାଇ ଚିଡିଆଖାନାରୁ ଆସିଥିଲେ। ଆନାକୋଣ୍ଡା ଆସିବାର ଶହେ ଦିନ ନପୁରୁଣୁ ୨ଟି ଆନାକୋଣ୍ଡାଙ୍କ ମୃତ୍ୟୁ ହୋଇଥିଲା। ସେତେବେଳେ ଓୟୁଏଟିର ଡାକ୍ତରୀ […]

7mn-1

7mn-1

Tapas Behera
  • Published: Friday, 28 August 2020
  • Updated: 28 August 2020, 05:24 PM IST

ଭୁବନେଶ୍ୱର:(ଓଡ଼ିଶା ରିପୋର୍ଟର): ଭୁବନେଶ୍ୱରର ନନ୍ଦନକାନନ ପ୍ରାଣୀ ଉଦ୍ୟାନରେ ଆନାକୋଣ୍ଡା ଏବେ ବିପଦରେ। ନନ୍ଦନକାନନ ପ୍ରାଣୀ ଉଦ୍ୟାନରେ ପୁଣି ଏକ ଆନାକୋଣ୍ଡା ମୃତ। ୮ଟି ହଳଦିଆ ଆନାକୋଣ୍ଡାରୁ ଏଯାବତ ୩ଟିର ମୃତ୍ୟୁ ଘଟିଲାଣି। ବ୍ୟାକ୍ଟେରିଆ ନା ରକ୍ତ ସଂକ୍ରମଣ ଯୋଗୁ ଆନାକୋଣ୍ଡାଙ୍କ ମୃତ୍ୟୁ ହୋଇଛି କି ନାହିଁ ତାହା ଏ ଯାଏ ଜଣାପଡ଼ିନି।

୨୦୧୯ ଅକ୍ଟୋବରରେ ୮ ଆନାକୋଣ୍ଡା ଚେନ୍ନାଇ ଚିଡିଆଖାନାରୁ ଆସିଥିଲେ। ଆନାକୋଣ୍ଡା ଆସିବାର ଶହେ ଦିନ ନପୁରୁଣୁ ୨ଟି ଆନାକୋଣ୍ଡାଙ୍କ ମୃତ୍ୟୁ ହୋଇଥିଲା।

ସେତେବେଳେ ଓୟୁଏଟିର ଡାକ୍ତରୀ ଟିମ୍ ନନ୍ଦନକାନନ ଆସି ଆନାକୋଣ୍ଡାଙ୍କ ସ୍ୱାସ୍ଥ୍ୟ ପରୀକ୍ଷା କରିଥିଲେ। ଏହାସହ ଚେନ୍ନାଇରୁ ଆନାକୋଣ୍ଡାଙ୍କୁ ଅଣା ଯାଇଥିବାରୁ ସେଠିକାର ଚିଡ଼ିଆଖାନାର ବିଶେଷଜ୍ଞ ଡାକ୍ତରଙ୍କୁ ଡକାଯାଇଥିଲା। ବଂଶବୃଦ୍ଧି କରିବାକୁ ଅଣାଯାଇଥିବା ଏହି ଆନାକୋଣ୍ଡା ଏବେ ଲୋପ ପାଇବାକୁ ଯାଉଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story