ଆଖି ବୁଜିଲେ କରୋନା ଆକ୍ରାନ୍ତ; ମୃତ୍ୟୁ ସଂଖ୍ୟା ୮ ଛୁଇଁଲା

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର):  କରୋନାରେ ଆକ୍ରାନ୍ତ ହୋଇଥିବା ଖୋର୍ଦ୍ଧା ଜିଲ୍ଲାର ଜଣେ ବ୍ୟକ୍ତିଙ୍କର ମୃତ୍ୟୁ ହୋଇଥିବା ଜଣାଯାଇଛି।  ରାଜ୍ୟରେ ପୂର୍ବରୁ କରୋନାରେ ଆକ୍ରାନ୍ତ ହୋଇ ୭ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ଏବେ ଏହି ସଂଖ୍ୟା ୮ ଛୁଇଁଛି। ମୃତକ ଖୋର୍ଦ୍ଧା ଜିଲ୍ଲାର ୬୩ ବର୍ଷୀୟ ବ୍ୟକ୍ତି ବୋଲି ସୂଚନା ମିଳିଛି। ସେ ପୂର୍ବରୁ ଡାଇବେଟିସ ସମେତ ବିଭିନ୍ନ ରୋଗରେ ପୀଡ଼ିତ ଥିବା ଜଣାଯାଇଛି।  ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି  ସୂଚନା ଦିଆଯାଇଛି। […]

corona

corona

Niharika Rout
  • Published: Friday, 05 June 2020
  • Updated: 05 June 2020, 11:02 AM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର):  କରୋନାରେ ଆକ୍ରାନ୍ତ ହୋଇଥିବା ଖୋର୍ଦ୍ଧା ଜିଲ୍ଲାର ଜଣେ ବ୍ୟକ୍ତିଙ୍କର ମୃତ୍ୟୁ ହୋଇଥିବା ଜଣାଯାଇଛି।  ରାଜ୍ୟରେ ପୂର୍ବରୁ କରୋନାରେ ଆକ୍ରାନ୍ତ ହୋଇ ୭ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ଏବେ ଏହି ସଂଖ୍ୟା ୮ ଛୁଇଁଛି।

ମୃତକ ଖୋର୍ଦ୍ଧା ଜିଲ୍ଲାର ୬୩ ବର୍ଷୀୟ ବ୍ୟକ୍ତି ବୋଲି ସୂଚନା ମିଳିଛି। ସେ ପୂର୍ବରୁ ଡାଇବେଟିସ ସମେତ ବିଭିନ୍ନ ରୋଗରେ ପୀଡ଼ିତ ଥିବା ଜଣାଯାଇଛି।  ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି  ସୂଚନା ଦିଆଯାଇଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos