ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): କରୋନାରେ ଆକ୍ରାନ୍ତ ହୋଇଥିବା ଖୋର୍ଦ୍ଧା ଜିଲ୍ଲାର ଜଣେ ବ୍ୟକ୍ତିଙ୍କର ମୃତ୍ୟୁ ହୋଇଥିବା ଜଣାଯାଇଛି। ରାଜ୍ୟରେ ପୂର୍ବରୁ କରୋନାରେ ଆକ୍ରାନ୍ତ ହୋଇ ୭ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ଏବେ ଏହି ସଂଖ୍ୟା ୮ ଛୁଇଁଛି।
ମୃତକ ଖୋର୍ଦ୍ଧା ଜିଲ୍ଲାର ୬୩ ବର୍ଷୀୟ ବ୍ୟକ୍ତି ବୋଲି ସୂଚନା ମିଳିଛି। ସେ ପୂର୍ବରୁ ଡାଇବେଟିସ ସମେତ ବିଭିନ୍ନ ରୋଗରେ ପୀଡ଼ିତ ଥିବା ଜଣାଯାଇଛି। ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି।
Regret to inform that a 63 year old male patient of Khordha district who had tested positive for Covid, passed away while under treatment in hospital.
He was a chronic patient of diabetes and other underlying comorbidities.
— H & FW Dept Odisha (@HFWOdisha) June 5, 2020
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Health
ରାତ୍ର ଭୋଜନ ପରେ ମିଠା ଖାଉଛନ୍ତି କି ? ହୋଇଯାଆନ୍ତୁ ସାବଧାନ
ରାତ୍ର ଭୋଜନ ପରେ ମିଠାଖାଇବା ଦ୍ୱାରା ହୃଦଘାତ ହେବାର ସମ୍ଭାବନା ରହିଛି।
Health
ଭଲ ହୋଇଯିବ ଓଠ ଫଟା; ଆପଣାନ୍ତୁ ଏହି ଘରୋଇ ଉପଚାର
ଲିପବାମ୍ ବ୍ୟବହାର କରିବା ପରିବର୍ତ୍ତେ ଘରୋଇ ଉପଚାର ମାଧ୍ୟମରେ ଆମେ ଓଠ ଫାଟିବାରୁ ମୁକ୍ତି ପାଇ ପାରିବା।
Health
କ୍ୟାନ୍ସର ପାଇଁ ଆସିଲା ଟିକା, ନୂଆବର୍ଷରୁ ମାଗଣା ମିଳିବ
ନୂଆବର୍ଷରୁ ଏହା ସମସ୍ତ ନାଗରିକଙ୍କ ପାଇଁ ମାଗଣାରେ ଉପଲବ୍ଧ ହେବ। ତେବେ ଏହି ଟିକାର ନା' କ'ଣ ରହିଛି ତାହା ଏପର୍ଯ୍ୟନ୍ତ ଜଣାପଡିନାହିଁ।
Health
ଭୁବନେଶ୍ୱର AIIMSରେ ୩ ମାସରେ ୩୧ ଏଚ୍ଆଇଭି ପଜିଟିଭ୍ ଚିହ୍ନଟ
ଭାରତରେ ଏଚଆଇଭି ସର୍ଭିଲାନ୍ସ ପାଇଁ ଥିବା ୮ଟି ଆଞ୍ଚଳିକ ପ୍ରତିଷ୍ଠାନ ମଧ୍ୟରୁ ଭୁବନେଶ୍ୱର ଏମ୍ସ ଅନ୍ୟତମ।
Health
ଅଟୋ ପାର୍ଟସ ଦୋକାନ ଭିତରେ ଚାଲିଥିଲା ନକଲି ଚା’ କାରଖାନା; ଚଢାଉ କଲା ପୁଲିସ୍
ନାମିଦାମୀ କମ୍ପାନୀର ଲୋଗୋ ଲଗାଇ ବିକ୍ରି ହେଉଥିଲା ନକଲି ଚା'।