ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): କରୋନାକୁ ନେଇ ଆସିଲା ଆଉ ଏକ ଉଦ୍ବେଗଜନକ ଖବର। ଯାଜପୁର ଜିଲ୍ଲାରେ ଆଉ ଜଣେ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେ ହେଲେ ୩୮ ବର୍ଷ ବୟସ୍କ ଯୁବକ। ଆକ୍ରାନ୍ତ ଜଣକ ପଶ୍ଚିମବଙ୍ଗରୁ ଫେରିଥିବା ଜଣାପଡ଼ିଛି। ତେବେ ଏହି ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ କରୋନା ପଜିଟିଭ୍ଙ୍କ ସଂଖ୍ୟା ୮୩ରେ ପହଞ୍ଚିଛି । ଅଦ୍ୟାବଧି ସେମାନଙ୍କ ମଧ୍ୟରୁ ୩୧ ଜଣ ଆରୋଗ୍ୟ ଲାଭ କଲେଣି।
2nd Health Update 22nd April, 2020
One New Positive case in Jajpur
38 Yrs Male
(Returned from West Bengal)Total Positive Cases Detected: 83
— I & PR Department, Odisha (@IPR_Odisha) April 22, 2020
ତେବେ ଜଣେ କରୋନା ରୋଗୀଙ୍କ ମୃତ୍ୟୁ ଘଟିଥିବା ବେଳେ ଅନ୍ୟ ଜଣେ କରୋନାରେ ଆକ୍ରାନ୍ତ ହୋଇ ତାଙ୍କ ରିପୋର୍ଟ ନେଗେଟିଭ୍ ଆସିଥିଲା। ଗତକାଲି ସମ୍ପୃକ୍ତ ବ୍ୟକ୍ତିଙ୍କ କର୍କଟ ରୋଗରେ ମୃତ୍ୟୁ ଘଟିଥିବା ସୂଚନା ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ୱିଟ୍ କରାଯାଇଥିଲା।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Health
ରାତ୍ର ଭୋଜନ ପରେ ମିଠା ଖାଉଛନ୍ତି କି ? ହୋଇଯାଆନ୍ତୁ ସାବଧାନ
ରାତ୍ର ଭୋଜନ ପରେ ମିଠାଖାଇବା ଦ୍ୱାରା ହୃଦଘାତ ହେବାର ସମ୍ଭାବନା ରହିଛି।
Health
ଭଲ ହୋଇଯିବ ଓଠ ଫଟା; ଆପଣାନ୍ତୁ ଏହି ଘରୋଇ ଉପଚାର
ଲିପବାମ୍ ବ୍ୟବହାର କରିବା ପରିବର୍ତ୍ତେ ଘରୋଇ ଉପଚାର ମାଧ୍ୟମରେ ଆମେ ଓଠ ଫାଟିବାରୁ ମୁକ୍ତି ପାଇ ପାରିବା।
Health
କ୍ୟାନ୍ସର ପାଇଁ ଆସିଲା ଟିକା, ନୂଆବର୍ଷରୁ ମାଗଣା ମିଳିବ
ନୂଆବର୍ଷରୁ ଏହା ସମସ୍ତ ନାଗରିକଙ୍କ ପାଇଁ ମାଗଣାରେ ଉପଲବ୍ଧ ହେବ। ତେବେ ଏହି ଟିକାର ନା' କ'ଣ ରହିଛି ତାହା ଏପର୍ଯ୍ୟନ୍ତ ଜଣାପଡିନାହିଁ।
Health
ଭୁବନେଶ୍ୱର AIIMSରେ ୩ ମାସରେ ୩୧ ଏଚ୍ଆଇଭି ପଜିଟିଭ୍ ଚିହ୍ନଟ
ଭାରତରେ ଏଚଆଇଭି ସର୍ଭିଲାନ୍ସ ପାଇଁ ଥିବା ୮ଟି ଆଞ୍ଚଳିକ ପ୍ରତିଷ୍ଠାନ ମଧ୍ୟରୁ ଭୁବନେଶ୍ୱର ଏମ୍ସ ଅନ୍ୟତମ।
Health
ଅଟୋ ପାର୍ଟସ ଦୋକାନ ଭିତରେ ଚାଲିଥିଲା ନକଲି ଚା’ କାରଖାନା; ଚଢାଉ କଲା ପୁଲିସ୍
ନାମିଦାମୀ କମ୍ପାନୀର ଲୋଗୋ ଲଗାଇ ବିକ୍ରି ହେଉଥିଲା ନକଲି ଚା'।