ଭୁବନେଶ୍ୱର( ଓଡ଼ିଶା ରିପୋର୍ଟର): ଭୁବନେଶ୍ୱରରେ ଆଜି ପୁଣି ଜଣେ କରୋନାରେ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ତାଙ୍କ ଘର ୟୁନିଟ୍ ୪ ମଧୁସୂଦନ ନଗରରେ। ଏନେଇ ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ଟ୍ୱିଟ୍ କରାଯାଇଛି। ଯୁବକ ଜଣକ ବୟସ ୪୫ ବର୍ଷ।
ତେବେ ଆଜିର କରୋନା ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ଏଯାଏଁ ୪୧ ଛୁଇଁଛି। ସମ୍ପୃକ୍ତ ଯୁବକ ଜଣକଙ୍କ ସଂସ୍ପର୍ଶରେ କିଏ କିଏ ଆସିଛନ୍ତି ତାହା ସ୍ପଷ୍ଟ କରାଯାଇପାରିନାହିଁ। ପ୍ରକାଶଥାଉକି, କରୋନାରେ ସବୁଠାରୁ ଅଧିକ ଆକ୍ରାନ୍ତ ଭୁବନେଶ୍ୱରରେ ହୋଇଛନ୍ତି।
ଗତକାଲି କେନ୍ଦ୍ରାପଡ଼ା ଜିଲ୍ଲାର ଜଣେ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିଲେ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Health
ବାୟୁ ପ୍ରଦୂଷଣ କରିପାରେ ଏହି ସବୁ ଜଟିଳ ରୋଗ
ପ୍ରଦୂଷିତ ବାୟୁ ଅଞ୍ଚଳରେ ରହିବା ଦ୍ୱାରା କେଉଁ କେଉଁ ସ୍ୱାସ୍ଥ୍ୟ ସମସ୍ୟା ହୁଏ, ଜାଣନ୍ତୁ...
Health
କେଉଁମାନେ ଚିଆ ସିଡ୍ସ ଖାଇବା ଅନୁଚିତ୍, ଜାଣନ୍ତୁ
ଶରୀରରେ କିଛି ସମସ୍ୟା ଥିଲେ ଚିଆ ସିଡ୍ସ ସେବନ ହାନିକାରକ ହୋଇପାରେ।
Health
ମଧୁମେହ ହେଲେ ଦେଖାଯାଏ ଏହି ସବୁ ପ୍ରାରମ୍ଭିକ ଲକ୍ଷଣ
ମଧୁମେହ ହେଲେ ଶରୀରରେ ପ୍ରଥମେ କେଉଁ ସବୁ ଲକ୍ଷଣ ଦେଖାଯାଏ, ଜାଣନ୍ତୁ...
Health
ଭାରତୀୟମାନେ ଦିନକୁ କେତେଥର ଖାଇବା ଉଚିତ?
ଆମ ଭାରତୀୟମାନଙ୍କ ପାଇଁ ଖାଇବା ହେଉଛି ଉପଭୋଗ କରିବାର ଏକ ସାମଗ୍ରୀ। ଯେତେବେଳେ ମନ ହୁଏ, ଆମେ ଖାଇନେଉ। ହେଲେ ଖାଦ୍ୟ ନିୟନ୍ତ୍ରଣ କରିବା ଆମ ପାଇଁ ଅତ୍ୟନ୍ତ କଷ୍ଟକର।
Health
ଅଧିକ ଲୁଣ ଖାଉଛନ୍ତି କି? ହୋଇପାରେ ପେଟ କ୍ୟାନ୍ସର୍
WHO ଅନୁଯାୟୀ, ଜଣେ ବୟସ୍କ ବ୍ୟକ୍ତି ପ୍ରତିଦିନ ୫ ଗ୍ରାମରୁ ଅଧିକ ଲୁଣ ଖାଇବା ଉଚିତ୍ ନୁହେଁ, ଏଥିରେ ୨ ଗ୍ରାମ ସୋଡିୟମ୍ ଏବଂ ୩.୫ ଗ୍ରାମ ପୋଟାସିୟମର ମିଶ୍ରଣ ରହିବା ଉଚିତ୍।