ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆଉ ଜଣେ ‘କରୋନା’ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ତାଙ୍କ ଘର ଭୁବନେଶ୍ୱର ଅଞ୍ଚଳର। ଆଜି ସୁଦ୍ଧା ରାଜ୍ୟରେ ୩୮ ଜଣ ସୁସ୍ଥ ହୋଇଛନ୍ତି। ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଟ୍ୱିଟ୍ କରି ଏନେଇ ସୂଚନା ଦେଇଛି।
ରାଜ୍ୟରେ ‘କରୋନା’ରେ ୧୧୮ ଜଣ ଆକ୍ରାନ୍ତ ହୋଇଥିଲେ। ସେଥିରୁ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୩୮ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏବେ ୭୯ ଜଣ ବିଭିନ୍ନ କୋଭିଡ୍ ମେଡିକାଲ୍ରେ ଚିକିତ୍ସିତ ହେଉଛନ୍ତି। ଏହାଛଡ଼ା ଅନେକ କ୍ୱାରେଣ୍ଟାଇନ୍ରେ ଅଛନ୍ତି।
https://twitter.com/HFWOdisha/status/1255096752040001542?s=20
ସୂଚନାଯୋଗ୍ୟ, ପଶ୍ଚିମବଙ୍ଗ ଫେରନ୍ତା ଏବେ ରାଜ୍ୟ ସରକାରଙ୍କ ଚିନ୍ତା ବଢ଼ାଇଛି। ପ୍ରତିଦିନ ଚିହ୍ନଟ ହେଉଥିବା ଆକ୍ରାନ୍ତଙ୍କର ପଶ୍ଚିମବଙ୍ଗ ଲିଙ୍କ୍ ଥିବା ଦେଖିବାକୁ ମିଳୁଛି। ତେବେ ଯେତେ ଶୀଘ୍ର ସମ୍ଭବ ସେମାନଙ୍କୁ ଚିହ୍ନଟ କରି କ୍ୱାରେଣ୍ଟାଇନ୍ରେ ରଖିବାକୁ ଜିଲ୍ଲାପାଳମାନଙ୍କୁ ରାଜ୍ୟ ସରକାର ନିର୍ଦ୍ଦେଶ ଦେଇଛନ୍ତି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Health
ବାୟୁ ପ୍ରଦୂଷଣ କରିପାରେ ଏହି ସବୁ ଜଟିଳ ରୋଗ
ପ୍ରଦୂଷିତ ବାୟୁ ଅଞ୍ଚଳରେ ରହିବା ଦ୍ୱାରା କେଉଁ କେଉଁ ସ୍ୱାସ୍ଥ୍ୟ ସମସ୍ୟା ହୁଏ, ଜାଣନ୍ତୁ...
Health
କେଉଁମାନେ ଚିଆ ସିଡ୍ସ ଖାଇବା ଅନୁଚିତ୍, ଜାଣନ୍ତୁ
ଶରୀରରେ କିଛି ସମସ୍ୟା ଥିଲେ ଚିଆ ସିଡ୍ସ ସେବନ ହାନିକାରକ ହୋଇପାରେ।
Health
ମଧୁମେହ ହେଲେ ଦେଖାଯାଏ ଏହି ସବୁ ପ୍ରାରମ୍ଭିକ ଲକ୍ଷଣ
ମଧୁମେହ ହେଲେ ଶରୀରରେ ପ୍ରଥମେ କେଉଁ ସବୁ ଲକ୍ଷଣ ଦେଖାଯାଏ, ଜାଣନ୍ତୁ...
Health
ଭାରତୀୟମାନେ ଦିନକୁ କେତେଥର ଖାଇବା ଉଚିତ?
ଆମ ଭାରତୀୟମାନଙ୍କ ପାଇଁ ଖାଇବା ହେଉଛି ଉପଭୋଗ କରିବାର ଏକ ସାମଗ୍ରୀ। ଯେତେବେଳେ ମନ ହୁଏ, ଆମେ ଖାଇନେଉ। ହେଲେ ଖାଦ୍ୟ ନିୟନ୍ତ୍ରଣ କରିବା ଆମ ପାଇଁ ଅତ୍ୟନ୍ତ କଷ୍ଟକର।
Health
ଅଧିକ ଲୁଣ ଖାଉଛନ୍ତି କି? ହୋଇପାରେ ପେଟ କ୍ୟାନ୍ସର୍
WHO ଅନୁଯାୟୀ, ଜଣେ ବୟସ୍କ ବ୍ୟକ୍ତି ପ୍ରତିଦିନ ୫ ଗ୍ରାମରୁ ଅଧିକ ଲୁଣ ଖାଇବା ଉଚିତ୍ ନୁହେଁ, ଏଥିରେ ୨ ଗ୍ରାମ ସୋଡିୟମ୍ ଏବଂ ୩.୫ ଗ୍ରାମ ପୋଟାସିୟମର ମିଶ୍ରଣ ରହିବା ଉଚିତ୍।