ଦାନା ବାନ୍ଧୁଛି ବାତ୍ୟା ; ଆଜି ସନ୍ଧ୍ୟା ସୁଦ୍ଧା ନେବ ଅବପାତର ରୂପ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ବଙ୍ଗୋପସାଗର ପରେ ଆରବ ସାଗରରେ ଦାନା ବାନ୍ଧୁଛି ଆଉ ଏକ ବାତ୍ୟା । ଦକ୍ଷିଣ ପୂର୍ବ ଓ ମଧ୍ୟ ପୂର୍ବ ଆରବ ସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଆଜି ସନ୍ଧ୍ୟା ସୁଦ୍ଧା ଅବପାତର ରୂପ ନେବ। ପରବର୍ତ୍ତୀ ୨୪ ଘଣ୍ଟା ମଧ୍ୟରେ ଏହା ସାଇକ୍ଲୋନିକ ଷ୍ଟର୍ମ ବା ବାତ୍ୟାର ରୂପ ନେବା ଆଶଙ୍କା ରହିଛି । ଜୁନ୍ ୨ ତାରିଖ ସକାଳ ପର୍ଯ୍ୟନ୍ତ ଏହା ଉତ୍ତର ଦିଗକୁ ଗତି କରିବ । ଏହାପରେ ଦିଗ […]

STROM-1--1

STROM-1--1

Niharika Rout
  • Published: Monday, 01 June 2020
  • Updated: 01 June 2020, 08:12 AM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ବଙ୍ଗୋପସାଗର ପରେ ଆରବ ସାଗରରେ ଦାନା ବାନ୍ଧୁଛି ଆଉ ଏକ ବାତ୍ୟା । ଦକ୍ଷିଣ ପୂର୍ବ ଓ ମଧ୍ୟ ପୂର୍ବ ଆରବ ସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଆଜି ସନ୍ଧ୍ୟା ସୁଦ୍ଧା ଅବପାତର ରୂପ ନେବ। ପରବର୍ତ୍ତୀ ୨୪ ଘଣ୍ଟା ମଧ୍ୟରେ ଏହା ସାଇକ୍ଲୋନିକ ଷ୍ଟର୍ମ ବା ବାତ୍ୟାର ରୂପ ନେବା ଆଶଙ୍କା ରହିଛି ।

ଜୁନ୍ ୨ ତାରିଖ ସକାଳ ପର୍ଯ୍ୟନ୍ତ ଏହା ଉତ୍ତର ଦିଗକୁ ଗତି କରିବ । ଏହାପରେ ଦିଗ ପରିବର୍ତ୍ତନ କରି ଉତ୍ତର ଓ ଉତ୍ତରପୂର୍ବ ଦିଗରେ ଗତି କରିବ । ୩ ତାରିଖ ସକାଳ ସୁଦ୍ଧା ଏହା ଉତ୍ତର ମହାରାଷ୍ଟ୍ର ଓ ଦକ୍ଷିଣ ଗୁଜରାଟ ଉପକୂଳ ଛୁଇଁବା ନେଇ ପୂର୍ବାନୁମାନ କରିଛି ଭାରତୀୟ ପାଣିପାଗ ବିଭାଗ ।

ଏହା ପ୍ରଭାବରେ ଲାକ୍ଷାଦ୍ୱୀପ, କେରଳ, କର୍ଣ୍ଣାଟକ ଉପକୂଳରେ ସାମାନ୍ୟ କିମ୍ବା ମଧ୍ୟମ ଧରଣର ବର୍ଷା ହୋଇପାରେ । ସେପଟେ ଅବପାତ ଯୋଗୁଁ ଚଳିତବର୍ଷ ମୌସୁମୀ ଅନୁକୂଳ ରହିବ ବୋଲି ଭାରତୀୟ ପାଣିପାଗ ବିଭାଗ ଡିଜି ମୃତ୍ୟୁଞ୍ଜୟ ମହାପାତ୍ର କହିଛନ୍ତି ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story