ଏସ୍‌ସିବିରେ ଜଣେ ଡେଙ୍ଗୁ ରୋଗୀ ମୃତ

କଟକ/ନୟାଗଡ଼(ଓଡ଼ିଶା ରିପୋର୍ଟର): ପୁଣି ଡେଙ୍ଗୁରେ ଜଣଙ୍କ ଜୀବନ ଯାଇଛି। ସେ ହେଲେ ଜଗତସିଂହପୁର ଜିଲ୍ଲା କୁଜଙ୍ଗର ସୌମ୍ୟରଞ୍ଜନ ନାୟକ। ସେ କଟକ ବଡ଼ ମେଡିକାଲରେ ଚିକିତ୍ସାଧୀନ ଥିଲେ। ଗତ ୨୦ ତାରିଖରେ ତାଙ୍କୁ କଟକ ବଡ଼ ମେଡିକାଲର ଡେଙ୍ଗୁ ୱାର୍ଡରେ ଭର୍ତ୍ତି କରାଯାଇଥିଲା। ପରେ ତାଙ୍କ ଅବସ୍ଥା ଗୁରୁତର ହେବାରୁ ମେଡିସିନ୍ ବିଭାଗର ଆଇସିୟୁରେ ଭର୍ତ୍ତି କରାଯାଇଥିଲା। ହେଲେ ଚିକିତ୍ସାଧୀନ ଅବସ୍ଥାରେ ଆଜି ସକାଳେ ତାଙ୍କର ମୃତ୍ୟୁ ଘଟିଥିବା ମେଡିକାଲ ପକ୍ଷରୁ ସୂଚନା ଦିଆଯାଇଛି। ଏହାକୁ ମିଶାଇ […]

scb

scb

Jyoshna Pradhan
  • Published: Sunday, 23 September 2018
  • Updated: 23 September 2018, 09:07 AM IST

Sports

Latest News

କଟକ/ନୟାଗଡ଼(ଓଡ଼ିଶା ରିପୋର୍ଟର): ପୁଣି ଡେଙ୍ଗୁରେ ଜଣଙ୍କ ଜୀବନ ଯାଇଛି। ସେ ହେଲେ ଜଗତସିଂହପୁର ଜିଲ୍ଲା କୁଜଙ୍ଗର ସୌମ୍ୟରଞ୍ଜନ ନାୟକ। ସେ କଟକ ବଡ଼ ମେଡିକାଲରେ ଚିକିତ୍ସାଧୀନ ଥିଲେ।

ଗତ ୨୦ ତାରିଖରେ ତାଙ୍କୁ କଟକ ବଡ଼ ମେଡିକାଲର ଡେଙ୍ଗୁ ୱାର୍ଡରେ ଭର୍ତ୍ତି କରାଯାଇଥିଲା। ପରେ ତାଙ୍କ ଅବସ୍ଥା ଗୁରୁତର ହେବାରୁ ମେଡିସିନ୍ ବିଭାଗର ଆଇସିୟୁରେ ଭର୍ତ୍ତି କରାଯାଇଥିଲା। ହେଲେ ଚିକିତ୍ସାଧୀନ ଅବସ୍ଥାରେ ଆଜି ସକାଳେ ତାଙ୍କର ମୃତ୍ୟୁ ଘଟିଥିବା ମେଡିକାଲ ପକ୍ଷରୁ ସୂଚନା ଦିଆଯାଇଛି।

ଏହାକୁ ମିଶାଇ ଗତ ୬ ମାସ ଭିତରେ ଡେଙ୍ଗୁ ମୃତ୍ୟୁ ସଂଖ୍ୟା ୫କୁ ବୃଦ୍ଧି ପାଇଛି।

ଅନ୍ୟପକ୍ଷରେ ନୟାଗଡ଼ ଜିଲ୍ଲାରେ ଦିନକୁ ଦିନ ଡେଙ୍ଗୁ ରୋଗୀଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ପ୍ରତିଦିନ ଜିଲ୍ଲାର ବିଭିନ୍ନ ଅଞ୍ଚଳରୁ ୧୦ରୁ ଅଧିକ ଡେଙ୍ଗୁ ରୋଗୀ ଡାକ୍ତରଖାନାରେ ଭର୍ତ୍ତି ହେଉଛନ୍ତି।

ସରକାରୀ ରିପୋର୍ଟ ଅନୁସାରେ ବର୍ତ୍ତମାନ ସୁଦ୍ଧା ୧୨୫ ଜଣ ଡେଙ୍ଗୁ ରୋଗୀଙ୍କୁ ଚିହ୍ନଟ କରାଯାଇଛି। ସେଥିମଧ୍ୟରୁ ଭାପୁର ବ୍ଳକ୍‌ ମାଣିତ୍ରୀ ଗାଁରୁ ସର୍ବାଧିକ ୪୫ ଜଣ ରୋଗୀ ଚିହ୍ନଟ ହୋଇଛନ୍ତି। ସେହିପରି ନୟାଗଡ଼ ବ୍ଳକ୍‌ ବିରୁଡ଼ା ଗାଁରୁ ୧୦ରୁ ଅଧିକ ରୋଗୀ ଚିହ୍ନଟ ହୋଇଛନ୍ତି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story