Advertisment

୧୯ରେ ଆଉ ଏକ ଲଘୁଚାପ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆସନ୍ତା ୨୪ ଘଣ୍ଟା ଯାଏ ରାଜ୍ୟର ଆଭ୍ୟନ୍ତରୀଣ ଜିଲ୍ଲା ସମେତ ଉପକୂଳ ଜିଲ୍ଲାର ବହୁ ଅଞ୍ଚଳରେ ହାଲ୍‌କାରୁ ମଧ୍ୟମ ଧରଣର ବର୍ଷା ହୋଇପାରେ। ଏହାପରେ ଆସନ୍ତା ୧୯ ତାରିଖରେ ଆଉ ଏକ ଲଘୁଚାପ ହେବାର ସମ୍ଭାବନା ରହିଛି। ଏନେଇ ଭୁବନେଶ୍ୱର ପାଣିପାଗ ବିଭାଗ ପକ୍ଷରୁ ସର୍ତକ ସୂଚନା ଦିଆଯାଇଛି। ପାଣିପାଗ ବିଶେଷଜ୍ଞ ଅଜୟ କୁମାର ନାୟକ କହିଛନ୍ତି,“ ନୂଆପଡ଼ା, ବରଗଡ଼, ବଲାଙ୍ଗିର, ଝାରସୁଗୁଡ଼ା, ସମ୍ୱଲପୁର ଓ ସୁନ୍ଦରଗଡ଼ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ଅଧିକ […]

ସକାଳ ସାଢ଼େ ଆଠଟା ଯାଏ ସତର୍କ ରୁହନ୍ତୁ

rain

Advertisment

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆସନ୍ତା ୨୪ ଘଣ୍ଟା ଯାଏ ରାଜ୍ୟର ଆଭ୍ୟନ୍ତରୀଣ ଜିଲ୍ଲା ସମେତ ଉପକୂଳ ଜିଲ୍ଲାର ବହୁ ଅଞ୍ଚଳରେ ହାଲ୍‌କାରୁ ମଧ୍ୟମ ଧରଣର ବର୍ଷା ହୋଇପାରେ। ଏହାପରେ ଆସନ୍ତା ୧୯ ତାରିଖରେ ଆଉ ଏକ ଲଘୁଚାପ ହେବାର ସମ୍ଭାବନା ରହିଛି। ଏନେଇ ଭୁବନେଶ୍ୱର ପାଣିପାଗ ବିଭାଗ ପକ୍ଷରୁ ସର୍ତକ ସୂଚନା ଦିଆଯାଇଛି।

Advertisment

ପାଣିପାଗ ବିଶେଷଜ୍ଞ ଅଜୟ କୁମାର ନାୟକ କହିଛନ୍ତି,“ ନୂଆପଡ଼ା, ବରଗଡ଼, ବଲାଙ୍ଗିର, ଝାରସୁଗୁଡ଼ା, ସମ୍ୱଲପୁର ଓ ସୁନ୍ଦରଗଡ଼ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ଅଧିକ ବର୍ଷା ହେବାର ସମ୍ଭାବନା ରହିଛି। ମତ୍ସଜୀବୀଙ୍କୁ ସମୁଦ୍ର ଭିତରକୁ ଯିବାକୁ ବାରଣ କରାଯାଇଛି। ଏହାସହ ୪୫ରୁ ୫୫ କିମି ଭିତରେ ପବନ ବୋହିବାର ଆଶଙ୍କା ରହିଛି। ”

Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe