ବରଗଡ଼(ଦୀପକ ଶର୍ମା): ବରଗଡ ଜିଲ୍ଲାରେ ପୁଣି ଜଣେ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ପଜିଟିଭ ଚିହ୍ନଟ ହୋଇଥିବା ଆକ୍ରାନ୍ତଜଣଙ୍କ ବରପାଲି ବ୍ଲକର ବୋଲି ବରଗଡ ଜିଲ୍ଲାପାଳ ସୂଚନା ଦେଇଛନ୍ତି । ଏହି ଆକ୍ରାନ୍ତଙ୍କ ବୟସ ୪୦ ବର୍ଷ ହୋଇଥିବା ବେଳେ କିଛି ଦିନ ତଳେ ସେ ମୁମ୍ବାଇରୁ ଫେରିଥିଲେ । ପୂର୍ବରୁ ବରଗଡ ଜିଲ୍ଲାରେ ଜଣେ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଏବେ ଏହି ସଂଖ୍ୟା ୨ରେ ପହଞ୍ଚିଛି।
ବରଗଡ଼ ଜିଲ୍ଲାକୁ ଏ ପର୍ଯ୍ୟନ୍ତ ୬ ହଜାର ପ୍ରବାସୀ ବାହାର ରାଜ୍ୟରୁ ଆସିଲେଣି। ଆହୁରି ୨୯ ହଜାର ପ୍ରବାସୀ ଆସିବା ନିମନ୍ତେ ରେଜିଷ୍ଟ୍ରେଶନ କରିଛନ୍ତି। ତେଣୁ ଜିଲ୍ଲାରେ ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବା ଆଶଙ୍କା ଦେଖାଦେଇଛି।
ରାଜ୍ୟରେ ସମୁଦାୟ ଆକ୍ରାନ୍ତଙ୍କ ସଂଖ୍ୟା ୧୫୯୪ରେ ପହଞ୍ଚିଥିବା ବେଳେ ସେମାନଙ୍କ ମଧ୍ୟରୁ ୭୭୫ ଜଣ ବିଭିନ୍ନ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି। ୮୧୨ ଜଣ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ କରୋନା ଯୋଗୁ ରାଜ୍ୟରେ ୭ ଜଣଙ୍କ ମୃତ୍ୟୁ ହୋଇ ସାରିଲାଣି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Politics
ସହଦେବ ହତ୍ୟାକାଣ୍ଡ: ବିଜେଡି-ବିଜେପି ତୁତୁମେଁମେଁ, ସନ୍ଦେହ ଘେରରେ ମେୟରଙ୍କ ଭୂମିକା, ଫସିଯିବେ କି ଅନନ୍ତ
ସହଦେବଙ୍କ ପରିବାରକୁ ନ୍ୟାୟ ଦାବିରେ ସଫେଇ କର୍ମଚାରୀମାନେ ଦୁଇଦିନ ଧରି କାର୍ଯ୍ୟବନ୍ଦ ଆନ୍ଦୋଳନ ଓ ଆଜି ପ୍ରତ୍ୟାହାର ପରେ ଭୁବନେଶ୍ୱର ମେୟର ବିଜେଡି ନେତ୍ରୀ ସୁଲୋଚନା ଦାସଙ୍କ ଭୂମିକା ମଧ୍ୟ ସନ୍ଦେହଘେରକୁ ଆସିଛି ।
Politics
ବିଶାଲ ଦାସଙ୍କ ସମେତ ୧୪ ଜଣଙ୍କ ନାଁରେ ମାମଲା
ଆଇଜି କହିଥିଲେ, ନିଖୋଜ ମାମଲାର ଚାଲିଛି ଖୋଳତାଡ଼। ଏହାର କିଛି ଘଣ୍ଟା ପରେ ଅର୍ଥାତ ବିଳମ୍ବିତ ରାତିରେ କେତେକ ସରପଞ୍ଚ, ସମିତି ସଭ୍ୟ ଛତିଶଗଡ଼ ମହାସମୁନ୍ଦ ଜିଲ୍ଲା ସରାଇପାଲିର ହୋଟେଲରେ ଥିବା ବେଳେ ନିଜେ ସମର୍ଥକଙ୍କ ସହ ପହଞ୍ଚିଥିଲେ ବିଶାଲ ଦାସ।
Crime
ହଂସିକା ଓ ଅନୀଲଙ୍କ ସମ୍ପତ୍ତି ଶହେ କୋଟି ପାର୍ କଲାଣି!
ପୂର୍ବରୁ ପୋର୍ସେ, ଜାଗୁଆର, BMW ଭଳି ୬ଟି ଦାମୀ କାର୍ ପରେ ଆଜି ୩କୋଟି ଟଙ୍କାର ଏକ ମର୍ସିଡିଜ କାର ଜବତ କରିଛି କମିସନ୍ରେଟ୍ ପୁଲିସ୍। ଏକ ପରିତ୍ୟକ୍ତ ସ୍ଥାନରେ କାରଟି ଲୁଚାଇ ରଖାଯାଇଥିଲା।
Crime
୮ ବର୍ଷ ତଳେ ଗିରଫ ହୋଇଥିଲେ, ତଥାପି ସୁଧୁରିଲେନି; ପୁଣି ଲାଞ୍ଚ ନେଇ ବନ୍ଧା ହେଲେ
ଲାଞ୍ଚ ନେଇ ଧରାପଡ଼ିବା ପରେ ଏଆରଆଇ ଶ୍ରୀ ବେହେରାଙ୍କ ଦୁଇଟି ଠିକଣାରେ ଭିଜିଲାନ୍ସ ପକ୍ଷରୁ ଚଢ଼ାଉ କରାଯାଇଥିଲା।
Crime
ମିଛ ଚିଠି ଦେଖାଇଥିଲେ, ଭାଙ୍ଗିପାରେ ବୈକୁଣ୍ଠଧାମ ଆଶ୍ରମ
ଭୁବନେଶ୍ୱର ଘାଟିକିଆ ମୌଜାର ଖାତା ନଂ 2333ର ପ୍ଲଟ ନଂ 1215 ଉପରେଥିବା ବୈକୁଣ୍ଠ ଧାମ ଆଶ୍ରମର ନିର୍ମାଣ ହୋଇଛି। ଏହା ଉପରେ କୌଣସି କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ ନକରିବାକୁ ଗତ ନଭେମ୍ବର ମାସ 21 ତାରିଖରେ ହାଇକୋର୍ଟ ଅନ୍ତରୀଣ ନିର୍ଦ୍ଦେଶ ଜାରୀ କରିଥିଲେ।