ଭୁବନେଶ୍ୱରକୁ ପଛରେ ପକାଇଲା ଯାଜପୁର, ଆକ୍ରାନ୍ତଙ୍କ ସଂଖ୍ୟା ୪୮ ଛୁଇଁଲା

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆଉ ଜଣେ ‘କରୋନା’ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ତାଙ୍କ ଘର ଯାଜପୁର ଜିଲ୍ଲା ବରୀ ବ୍ଲକ ଅଞ୍ଚଳ। ସେ ଜଣେ ପୁରୁଷ ଓ ବୟସ ୬୨ ବର୍ଷ। ତାଙ୍କର କୋଲକାତା ଲିଙ୍କ ରହିଛି। ଏମାନଙ୍କୁ ମିଶାଇ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୧୫୭ରେ ପହଞ୍ଚିଛି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ଟ୍ୱିଟ୍‌ କରି ସୂଚନା ଦେଇଛି। ଆକ୍ରାନ୍ତଙ୍କ ଭିତରେ କେବଳ ଯାଜପୁର ଜିଲ୍ଲାରେ ୪୮ ଜଣ ଅଛନ୍ତି। ଆଜି ସକାଳେ ଯାଜପୁର […]

coronanaaaaa

coronanaaaaa

Manoranjan Sial
  • Published: Saturday, 02 May 2020
  • Updated: 02 May 2020, 06:33 PM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆଉ ଜଣେ ‘କରୋନା’ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ତାଙ୍କ ଘର ଯାଜପୁର ଜିଲ୍ଲା ବରୀ ବ୍ଲକ ଅଞ୍ଚଳ। ସେ ଜଣେ ପୁରୁଷ ଓ ବୟସ ୬୨ ବର୍ଷ। ତାଙ୍କର କୋଲକାତା ଲିଙ୍କ ରହିଛି। ଏମାନଙ୍କୁ ମିଶାଇ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୧୫୭ରେ ପହଞ୍ଚିଛି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ଟ୍ୱିଟ୍‌ କରି ସୂଚନା ଦେଇଛି। ଆକ୍ରାନ୍ତଙ୍କ ଭିତରେ କେବଳ ଯାଜପୁର ଜିଲ୍ଲାରେ ୪୮ ଜଣ ଅଛନ୍ତି।

ଆଜି ସକାଳେ ଯାଜପୁର ଜିଲ୍ଲାରେ ୭ ଜଣ ‘କରୋନା’ ଆକ୍ରାନ୍ତ ଚିହ୍ନଟ ହୋଇଥିଲେ। ଅପରାହ୍ନରେ ଆଉ ଜଣେ ଚିହ୍ନଟ ହୋଇଛନ୍ତି। ଏବେ ସମସ୍ତଙ୍କୁ ବିଭିନ୍ନ କୋଭିଡ୍‌ ହସ୍ପିଟାଲ୍‌ରେ ଚିକିତ୍ସା କରାଯାଉଛି। ଅପରାହ୍ନରେ ଚିହ୍ନଟ ହୋଥିବା ରୋଗୀଙ୍କଠାରେ ‘କରୋନା’ ଲକ୍ଷଣ ନଥିଲା। ତେବେ ରକ୍ତ ଓ ସ୍ୱାବ ପରୀକ୍ଷାରୁ ‘କରୋନା’ରେ ଆକ୍ରାନ୍ତ ହୋଇଥିବା ସ୍ପଷ୍ଟ ହୋଇଛି। ଏହାକୁ ମିଶାଇ ଜିଲ୍ଲାରେ ୪୮ ଜଣ କରୋନାରେ ଆକ୍ରାନ୍ତ ହୋଇନ୍ତି। ଏବେ ଯାଜପୁର ଜିଲ୍ଲା ରେଡ୍‌ ଜୋନ୍‌ରେ ରହିଛି।

https://twitter.com/IPR_Odisha/status/1256558456624033792?s=20

ଆଜି ସୁଦ୍ଧା ରାଜ୍ୟରେ ‘କରୋନା’ରେ ୧୫୭ ଜଣ ଆକ୍ରାନ୍ତ ହୋଇଛନ୍ତି। ସେଥିରୁ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୫୬ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ୧୦୦ ଜଣ ବିଭିନ୍ନ କୋଭିଡ୍‌ ମେଡିକାଲ୍‌ରେ ଚିକିତ୍ସିତ ହେଉଛନ୍ତି। ଏହାଛଡ଼ା ଅନେକ କ୍ୱାରେଣ୍ଟାଇନରେ ରହିଛନ୍ତି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story