Advertisment

ବୋଲେରୋ ଦୁର୍ଘଟଣାରେ ଜଣେ ମୃତ

ବାଲେଶ୍ୱର (ରଶ୍ମିରଞ୍ଜନ ଦାସ): ବାଲେଶ୍ୱର ଜିଲ୍ଲା ୧୬ ନମ୍ୱର ଜାତୀୟ ରାଜପଥରେ ଏକ ବୋଲେରୋ ଦୁର୍ଘଟଣାର ସମ୍ମୁଖୀନ ହେବା ଫଳରେ ଡ୍ରାଇଭରଙ୍କ ମୃତ୍ୟୁ ଘଟିଛି। ଦୁର୍ଘଟଣାରେ ଅନ୍ୟ ୪ ଜଣ ଗୁରୁତର ଆହତ ହୋଇଛନ୍ତି। ଆହତମାନଙ୍କୁ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି। ମୃତକ ଜଣଙ୍କ ହେଲେ ଖୋର୍ଦ୍ଧା ଜିଲ୍ଲା ବେଗୁନିଆ ଅଞ୍ଚଳର ସାହାଜାନ୍‌ ଖାନ୍‌। ମୃତାହତମାନେ ଆସୁଥିବା ବେଳେ କୌଣସି ଏକ ଗାଡ଼ି ସେମାନଙ୍କ ବୋଲେରୋକୁ ଧକ୍କା ଦେଇ ଚାଲି ଯାଇଥିଲା।

author-image
Rakesh Mallick
ବୋଲେରୋ ଦୁର୍ଘଟଣାରେ ଜଣେ ମୃତ

balasore,,,,,,

ବାଲେଶ୍ୱର (ରଶ୍ମିରଞ୍ଜନ ଦାସ): ବାଲେଶ୍ୱର ଜିଲ୍ଲା ୧୬ ନମ୍ୱର ଜାତୀୟ ରାଜପଥରେ ଏକ ବୋଲେରୋ ଦୁର୍ଘଟଣାର ସମ୍ମୁଖୀନ ହେବା ଫଳରେ ଡ୍ରାଇଭରଙ୍କ ମୃତ୍ୟୁ ଘଟିଛି। ଦୁର୍ଘଟଣାରେ ଅନ୍ୟ ୪ ଜଣ ଗୁରୁତର ଆହତ ହୋଇଛନ୍ତି। ଆହତମାନଙ୍କୁ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି। ମୃତକ ଜଣଙ୍କ ହେଲେ ଖୋର୍ଦ୍ଧା ଜିଲ୍ଲା ବେଗୁନିଆ ଅଞ୍ଚଳର ସାହାଜାନ୍‌ ଖାନ୍‌।

Advertisment

ମୃତାହତମାନେ ଆସୁଥିବା ବେଳେ କୌଣସି ଏକ ଗାଡ଼ି ସେମାନଙ୍କ ବୋଲେରୋକୁ ଧକ୍କା ଦେଇ ଚାଲି ଯାଇଥିଲା।