ଚିକିତ୍ସା ଅବହେଳାରୁ ଅବସରପ୍ରାପ୍ତ ସେନା କର୍ମଚାରୀଙ୍କ ମୃତ୍ୟୁ!

ଭଦ୍ରକ(ପାର୍ଥସାରଥୀ ନାୟକ): ଚିକିତ୍ସା ଅବହେଳାରୁ ଜଣେ ଅବସରପ୍ରାପ୍ତ ସେନା କର୍ମଚାରୀଙ୍କ ମୃତ୍ୟୁ ଘଟିଥିବା ଅଭିଯୋଗ ହୋଇଛି। ଏପରି ଅଭିଯୋଗ ଭଦ୍ରକ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରୁ ଆସିଛି। ଏହାକୁ ନେଇ ମେଡିକାଲ୍‌ ପରିସରରେ ଉତ୍ତେଜନା ପ୍ରକାଶ ପାଇଛି। ଉତ୍ତ୍ୟକ୍ତ ଲୋକେ ଓ ମେଡିକାଲ୍‌ କର୍ମଚାରୀ ଠେଲାପେଲା ହୋଇଛନ୍ତି। ଧୂଷୁରୀ ଥାନା ଠାକୁରପାଟଣା ଗାଁର ଅବସରପ୍ରାପ୍ତ ସେନା କର୍ମଚାରୀ ସତ୍ୟେନ୍ଦୁ ମଲ୍ଲିକ ଗାଡ଼ିଆରୁ ପଡି ଗୁରୁତର ହୋଇଥିଲେ। ତାଙ୍କୁ ସଙ୍ଗେ ସଙ୍ଗେ ଧୂଷୁରୀ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା। […]

sena-person-death-in-bhadrak-medical

sena-person-death-in-bhadrak-medical

Manoranjan Sial
  • Published: Friday, 02 October 2020
  • Updated: 02 October 2020, 06:57 PM IST

Sports

Latest News

ଭଦ୍ରକ(ପାର୍ଥସାରଥୀ ନାୟକ): ଚିକିତ୍ସା ଅବହେଳାରୁ ଜଣେ ଅବସରପ୍ରାପ୍ତ ସେନା କର୍ମଚାରୀଙ୍କ ମୃତ୍ୟୁ ଘଟିଥିବା ଅଭିଯୋଗ ହୋଇଛି। ଏପରି ଅଭିଯୋଗ ଭଦ୍ରକ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରୁ ଆସିଛି। ଏହାକୁ ନେଇ ମେଡିକାଲ୍‌ ପରିସରରେ ଉତ୍ତେଜନା ପ୍ରକାଶ ପାଇଛି। ଉତ୍ତ୍ୟକ୍ତ ଲୋକେ ଓ ମେଡିକାଲ୍‌ କର୍ମଚାରୀ ଠେଲାପେଲା ହୋଇଛନ୍ତି।

ଧୂଷୁରୀ ଥାନା ଠାକୁରପାଟଣା ଗାଁର ଅବସରପ୍ରାପ୍ତ ସେନା କର୍ମଚାରୀ ସତ୍ୟେନ୍ଦୁ ମଲ୍ଲିକ ଗାଡ଼ିଆରୁ ପଡି ଗୁରୁତର ହୋଇଥିଲେ। ତାଙ୍କୁ ସଙ୍ଗେ ସଙ୍ଗେ ଧୂଷୁରୀ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା। ସେଠାରେ ତାଙ୍କର ସ୍ୱାସ୍ଥ୍ୟ ଅବସ୍ଥା ଗୁରୁତର ହେବାରୁ ଭଦ୍ରକ ମୁଖ୍ୟ ଡାକ୍ତରଖାନାକୁ ସ୍ଥାନାନ୍ତରିତ କରାଯାଇଥିଲା। ସେଠାରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କ ମୃତ୍ୟୁ ହୋଇଥିଲା। ଏହାକୁ ନେଇ ମେଡିକାଲ ପରିସରରେ ଉତ୍ତେଜନା ଦେଖାଦେଇଥିଲା। ମୃତକଙ୍କ ପରିବାର ଲୋକ ଓ ମେଡିକାଲ କର୍ମଚାରୀଙ୍କ ମଧ୍ୟରେ ଧସ୍ତାଧସ୍ତି ହୋଇଥିଲା। ଏପରିକି ମେଡିକାଲ୍‌ ଆଉଟ୍‌ଡୋରରେ ରୋଗୀଙ୍କ ସମ୍ପର୍କୀୟମାନେ ପଶି ହଟ୍ଟଗୋଳ କରିଥିଲେ। ପରେ ମେଡିକାଲ୍‌ରେ ପୁଲିସ ପହଞ୍ଚି ସ୍ଥିତିକୁ ନିୟନ୍ତ୍ରଣ କରିଥିଲା।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story