ବାଲେଶ୍ୱରରେ ଫୁଟିଲା ଗୁଳି

Ordigital Desk
  • Published: Wednesday, 15 August 2018
  • , Updated: 15 August 2018, 11:06 AM IST
<p>ବାଲେଶ୍ୱର(ରଞ୍ଜିତ ପାକଳ): ବାଲେଶ୍ୱର ଜିଲ୍ଲା ସହଦେବଖୁଣ୍ଟା ଗୋଶାଳାପଦାରେ ଗୋଷ୍ଠୀ ସଂଘର୍ଷରୁ ଗୁଳିମାଡ଼ ହୋଇଛି।</p> <p>ଏଥିରେ ଜଣେ ଯୁବକ ଆହତ ହୋଇଛନ୍ତି। ତାଙ୍କ ବାମ ଗୋଡ଼ରେ ଗୁଳି ବାଜିଛି। ତାଙ୍କୁ ଜିଲ୍ଲା ମୁଖ୍ୟ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।</p> <p>ପୂର୍ବ ଶତ୍ରୁତାକୁ ନେଇ ଗୋଷ୍ଠୀ ସଂଘର୍ଷ ହୋଇଥିବା ଜଣାପଡ଼ିଛି। ପୁଲିସ୍ ଘଟଣାର ତଦନ୍ତ କରୁଛି।</p>

Related story