ସମବାୟ ନିର୍ବାଚନକୁ ନେଇ ଗୋଷ୍ଠୀ ସଂଘର୍ଷ, ଜଣେ ମୃତ, ଜଣେ ଗୁରୁତର

ପୋଲସରା(ଓଡ଼ିଶା ରିପୋର୍ଟର): ଗଞ୍ଜାମ ଜିଲ୍ଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ଜାମୁନି ଗାଁରେ ଗୋଷ୍ଠୀ ସଂଘର୍ଷ ଘଟି ଜଣେ ବ୍ୟକ୍ତିଙ୍କର ମୃତ୍ୟୁ ଘଟିଥିବା ବେଳେ ଜଣେ ଗୁରୁତର ଆହତ ହୋଇଛନ୍ତି।  ମୃତ ବ୍ୟକ୍ତି ଜଣଙ୍କ ହେଲେ ଜାମୁନୀ ଗାଁର ଯୋଗେଶ ବେହେରା। ଗୁରୁତର ବ୍ୟକ୍ତି ଜଣଙ୍କ ହେଲେ ଅଜିତ ପାଣିଗ୍ରାହୀ। ତାଙ୍କୁ ପ୍ରଥମେ ବ୍ରହ୍ମପୁର ଏମ୍‌କେସିଜିରେ ଭର୍ତ୍ତି କରାଯାଇଥିଲା। ପରେ ତାଙ୍କ ଅବସ୍ଥା ଗୁରୁତର ହେବାରୁ ତାଙ୍କୁ ବିଶାଖାପାଟଣା ସ୍ଥାନାନ୍ତର କରାଯାଇଛି। ସମବାୟ ନିର୍ବାଚନ ନେଇ ଗତକାଲି ରାତିରେ […]

group clash

group clash

Tapaswini Nayak
  • Published: Wednesday, 08 June 2022
  • Updated: 08 June 2022, 11:15 AM IST

Sports

Latest News

ପୋଲସରା(ଓଡ଼ିଶା ରିପୋର୍ଟର): ଗଞ୍ଜାମ ଜିଲ୍ଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ଜାମୁନି ଗାଁରେ ଗୋଷ୍ଠୀ ସଂଘର୍ଷ ଘଟି ଜଣେ ବ୍ୟକ୍ତିଙ୍କର ମୃତ୍ୟୁ ଘଟିଥିବା ବେଳେ ଜଣେ ଗୁରୁତର ଆହତ ହୋଇଛନ୍ତି।  ମୃତ ବ୍ୟକ୍ତି ଜଣଙ୍କ ହେଲେ ଜାମୁନୀ ଗାଁର ଯୋଗେଶ ବେହେରା। ଗୁରୁତର ବ୍ୟକ୍ତି ଜଣଙ୍କ ହେଲେ ଅଜିତ ପାଣିଗ୍ରାହୀ। ତାଙ୍କୁ ପ୍ରଥମେ ବ୍ରହ୍ମପୁର ଏମ୍‌କେସିଜିରେ ଭର୍ତ୍ତି କରାଯାଇଥିଲା। ପରେ ତାଙ୍କ ଅବସ୍ଥା ଗୁରୁତର ହେବାରୁ ତାଙ୍କୁ ବିଶାଖାପାଟଣା ସ୍ଥାନାନ୍ତର କରାଯାଇଛି।

ସମବାୟ ନିର୍ବାଚନ ନେଇ ଗତକାଲି ରାତିରେ ଜାମୁନି ଗାଁରେ ଦୁଇ ଗୋଷ୍ଠୀ ମଧ୍ୟରେ ପ୍ରଥମେ କଥା କଟାକଟି ହୋଇଥିଲା। ଏହା ଉଗ୍ର ରୂପ ଧାରଣ କରିଥିଲା ଦୁଇ ଗୋଷ୍ଠୀ ମାରପିଟ୍‌ରେ ଯୋଗେଶଙ୍କର ମୃତ୍ୟୁ ଘଟିଥିବା ବେଳେ ଅଜିତ ଗୁରୁତର ଆହତ ହୋଇଥିଲେ। ପୁଲିସ ଘଟଣାସ୍ଥଳରେ ପହଞ୍ଚିବା ପରେ ପରିସ୍ଥିତି ଶାନ୍ତ ପଡ଼ିଥିଲା। କୌଣସି ବିଶୃଙ୍ଖଳା ପରିସ୍ଥିତି ନ ଘଟିବା ପାଇଁ  ଗାଁରେ ପୁଲିସ ଫୋର୍ସ ମୁତୟନ କରାଯାଇଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story