କୁକୁଡ଼ା ମୃତ୍ୟୁକୁ ନେଇ ହତ୍ୟାକାଣ୍ଡ, ଜଣେ ମୃତ

ଆନନ୍ଦପୁର (ଓଡ଼ିଶା ରିପୋର୍ଟର):  କୁକୁଡ଼ା ମୃତ୍ୟୁକୁ ନେଇ ଗାଁର ଜଣେ ବ୍ୟକ୍ତିଙ୍କୁ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। ଏହି ଦୁଃଖଦ ଘଟଣା ଘଟିଛି କେନ୍ଦୁଝର ଜିଲ୍ଲା ନନ୍ଦିପଦା ଥାନା ଅଁରା ଗାଁରେ। ମୃତ ବ୍ୟକ୍ତି ଜଣଙ୍କ ହେଲେ ଆନନ୍ଦ ନାୟକ। ପୁଲିସ୍‌ ମୃତଦେହକୁ ବ୍ୟବଚ୍ଛେଦ କରି ପରିବାର ଲୋକଙ୍କୁ ହସ୍ତାନ୍ତର କରିଛି। ମିଳିଥିବା ସୂଚନା ଅନୁସାରେ, ଭିମା ଖଣ୍ଡେଇଙ୍କ ପରିବାର ତାଙ୍କ ବାଡିରେ କରିଥିବା ଶାଗ କିଆରିରେ ବିଷ ପକାଇଥିଲେ। ଗାଁର ଲକ୍ଷ୍ମଣ ମଲ୍ଲିକଙ୍କ କୁକୁଡ଼ା ଏହି […]

keonjhar

keonjhar

Tapaswini Nayak
  • Published: Sunday, 22 November 2020
  • Updated: 22 November 2020, 09:45 AM IST

Sports

Latest News

ଆନନ୍ଦପୁର (ଓଡ଼ିଶା ରିପୋର୍ଟର):  କୁକୁଡ଼ା ମୃତ୍ୟୁକୁ ନେଇ ଗାଁର ଜଣେ ବ୍ୟକ୍ତିଙ୍କୁ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। ଏହି ଦୁଃଖଦ ଘଟଣା ଘଟିଛି କେନ୍ଦୁଝର ଜିଲ୍ଲା ନନ୍ଦିପଦା ଥାନା ଅଁରା ଗାଁରେ। ମୃତ ବ୍ୟକ୍ତି ଜଣଙ୍କ ହେଲେ ଆନନ୍ଦ ନାୟକ। ପୁଲିସ୍‌ ମୃତଦେହକୁ ବ୍ୟବଚ୍ଛେଦ କରି ପରିବାର ଲୋକଙ୍କୁ ହସ୍ତାନ୍ତର କରିଛି।

ମିଳିଥିବା ସୂଚନା ଅନୁସାରେ, ଭିମା ଖଣ୍ଡେଇଙ୍କ ପରିବାର ତାଙ୍କ ବାଡିରେ କରିଥିବା ଶାଗ କିଆରିରେ ବିଷ ପକାଇଥିଲେ। ଗାଁର ଲକ୍ଷ୍ମଣ ମଲ୍ଲିକଙ୍କ କୁକୁଡ଼ା ଏହି ଶାଗ ଖାଇବା ପରେ ମରିଯାଇଥିଲା। ଏହାପରେ ଉଭୟ ପରିବାର ପକ୍ଷରୁ ଶୁକ୍ରବାର ଦିନ ଗାଁର ୨ଜଣ ଭଦ୍ର ଲୋକ ବାବନ ବେହେରା ଓ ଆନନ୍ଦ ନାୟକଙ୍କୁ ଡାକି ଘଟଣାର ଆପୋସ ସମାଧାନ କରିବାକୁ ଚେଷ୍ଟା କରାଯାଇଥିଲା।

ଘଟଣାର ମୀମାଂସା ବେଳେ ବାବନ ଓ ଆନନ୍ଦଙ୍କ ମଧ୍ୟରେ ଯୁକ୍ତିତର୍କ ହୋଇଥିଲା। ଏଥିରେ ଉତ୍‌କ୍ଷିପ୍ତ ହୋଇ ବାବନଙ୍କ ପୁଅ ଏକ କ୍ରିକେଟ୍ ବ୍ୟାଟରେ ଆନନ୍ଦଙ୍କୁ ମୁଣ୍ଡକୁ ପିଟିଦେବାରୁ ତାଙ୍କର ମୃତ୍ୟୁ ହୋଇଥିଲା।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story