ଆନନ୍ଦ ବଜାରରେ ସେବାୟତଙ୍କ ମାଡ଼ରେ ସେବାୟତ ଆହତ

ପୁରୀ (ଓଡ଼ିଶା ରିପୋର୍ଟର): ଶ୍ରୀମନ୍ଦିରର ଆନନ୍ଦ ବଜାରରେ ସୋମବାର ଘଟିଛି ଏକ ଅଭାବନୀୟ ଘଟଣା। ଜଣେ ସେବାୟତଙ୍କ ଆକ୍ରମଣରେ ଆହତ ହୋଇଛନ୍ତି ଆଉ ଜଣେ ସେବାୟତ। ଆହତ ସେବାୟତଙ୍କ ନାଁ ହରେକୃଷ୍ଣ ସୁଆର। ତାଙ୍କୁ ପୁରୀ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି। ସେବାୟତ ବୁଲୁ ପଣ୍ତାଙ୍କ ଆକ୍ରମଣରେ ସେ ଆହତ ହୋଇଥିବା ଅଭିଯୋଗ କରିଛନ୍ତି ହରେକୃଷ୍ଣ। ଏହି ଘଟଣା ନେଇ ସିଂହଦ୍ୱାର ଥାନାରେ ଅଭିଯୋଗ ହେବା ପରେ ପୁଲିସ୍ ତଦନ୍ତ ଆରମ୍ଭ କରିଥିବା ନେଇ ସୂଚନା […]

Victim

Victim

Niharika Rout
  • Published: Monday, 10 May 2021
  • Updated: 10 May 2021, 12:49 PM IST

ପୁରୀ (ଓଡ଼ିଶା ରିପୋର୍ଟର): ଶ୍ରୀମନ୍ଦିରର ଆନନ୍ଦ ବଜାରରେ ସୋମବାର ଘଟିଛି ଏକ ଅଭାବନୀୟ ଘଟଣା। ଜଣେ ସେବାୟତଙ୍କ ଆକ୍ରମଣରେ ଆହତ ହୋଇଛନ୍ତି ଆଉ ଜଣେ ସେବାୟତ।

ଆହତ ସେବାୟତଙ୍କ ନାଁ ହରେକୃଷ୍ଣ ସୁଆର। ତାଙ୍କୁ ପୁରୀ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି।

ସେବାୟତ ବୁଲୁ ପଣ୍ତାଙ୍କ ଆକ୍ରମଣରେ ସେ ଆହତ ହୋଇଥିବା ଅଭିଯୋଗ କରିଛନ୍ତି ହରେକୃଷ୍ଣ। ଏହି ଘଟଣା ନେଇ ସିଂହଦ୍ୱାର ଥାନାରେ ଅଭିଯୋଗ ହେବା ପରେ ପୁଲିସ୍ ତଦନ୍ତ ଆରମ୍ଭ କରିଥିବା ନେଇ ସୂଚନା ଦେଇଛନ୍ତି ପୁରୀ ଏସପି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story