ଜମ୍ମୁ-କାଶ୍ମୀର ଆତଙ୍କୀ ଆକ୍ରମଣରେ ସହିଦଙ୍କ ମଧ୍ୟରେ ଜଣେ ଓଡ଼ିଆ

<p>ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଜାମ୍ମୁ-କାଶ୍ମୀର ଆତଙ୍କବାଦୀ ଆକ୍ରମଣରେ ସହିଦ ୫ ଯବାନଙ୍କ ମଧ୍ୟରେ ଅଛନ୍ତି ଜଣେ ଓଡ଼ିଆ। ସହିତ ଯବାନ ଜଣଙ୍କ ହେଲେ ପ୍ରଦୀପ ପଣ୍ଡା। ପ୍ରଦୀପଙ୍କ ଘର ସୁନ୍ଦରଗଡ଼ ଜିଲ୍ଲା ରାଜଗାଙ୍ଗପୁର ଅନ୍ତର୍ଗତ ଲିପିଲୋଇ ଗାଁରେ।</p> <p>ପ୍ରଦୀପ ୨୦୦୬ରେ ସିଆରପିଏଫ୍&zwnj;ରେ ଭର୍ତ୍ତି ହୋଇଥିଲେ। ଗତକାଲି ରାତିରେ ହୋଇଥିବା ପୁଲୱାମାରେ ଥିବା ସିଆରପିଏଫ୍&zwnj; ଟ୍ରେନିଂ ସେଣ୍ଟର ଉପରେ ହୋଇଥିବା ଆତଙ୍କବାଦୀ ଆକ୍ରମଣରେ ଅନ୍ୟ ୪ ଯବାନ୍&zwnj; ସହ ପ୍ରଦୀପ ସହିଦ୍ ହୋଇଛନ୍ତି। ଏହି ଘଟଣା ସୁନ୍ଦରଗଡ଼ ଜିଲ୍ଲାରେ ଶୋକର ଛାୟା ଖେଳାଇ ଦେଇଛି।</p>

Ordigital Desk
  • Published: Sunday, 31 December 2017
  • Updated: 31 December 2017, 09:57 PM IST

Sports

Latest News

<p>ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଜାମ୍ମୁ-କାଶ୍ମୀର ଆତଙ୍କବାଦୀ ଆକ୍ରମଣରେ ସହିଦ ୫ ଯବାନଙ୍କ ମଧ୍ୟରେ ଅଛନ୍ତି ଜଣେ ଓଡ଼ିଆ। ସହିତ ଯବାନ ଜଣଙ୍କ ହେଲେ ପ୍ରଦୀପ ପଣ୍ଡା। ପ୍ରଦୀପଙ୍କ ଘର ସୁନ୍ଦରଗଡ଼ ଜିଲ୍ଲା ରାଜଗାଙ୍ଗପୁର ଅନ୍ତର୍ଗତ ଲିପିଲୋଇ ଗାଁରେ।</p><p>ପ୍ରଦୀପ ୨୦୦୬ରେ ସିଆରପିଏଫ୍&zwnj;ରେ ଭର୍ତ୍ତି ହୋଇଥିଲେ। ଗତକାଲି ରାତିରେ ହୋଇଥିବା ପୁଲୱାମାରେ ଥିବା ସିଆରପିଏଫ୍&zwnj; ଟ୍ରେନିଂ ସେଣ୍ଟର ଉପରେ ହୋଇଥିବା ଆତଙ୍କବାଦୀ ଆକ୍ରମଣରେ ଅନ୍ୟ ୪ ଯବାନ୍&zwnj; ସହ ପ୍ରଦୀପ ସହିଦ୍ ହୋଇଛନ୍ତି। ଏହି ଘଟଣା ସୁନ୍ଦରଗଡ଼ ଜିଲ୍ଲାରେ ଶୋକର ଛାୟା ଖେଳାଇ ଦେଇଛି।</p>

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos