ରାଜଧାନୀରୁ ଆଜି ୧୩୭ ଜଣ ଚିହ୍ନଟ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଭୁବନେଶ୍ୱର ମହାନଗର ଅଞ୍ଚଳରେ ଆଉ ୧୩୭ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୧୧୩ ଜଣ କ୍ୱାରେଣ୍ଟାଇନ, ୨୪ ଲୋକାଲ କଣ୍ଟା କେସ୍ ରହିଛି। ସାଲିଆସାହିରୁ ଆଉ ୧୦ ଜଣ  କରୋନା ଆକ୍ରାନ୍ତ ଚିହ୍ନଟ ହୋଛନ୍ତି। ଭୀମପୁରରୁ ୯, ଗଙ୍ଗନଗର ବସ୍ତିରୁ ୮, ଓସିସି ବସ୍ତିରୁ ୭ ଚିହ୍ନଟ ହୋଇଛନ୍ତି। ବଡ଼ଗଡ଼ରୁ ୬, ଚନ୍ଦ୍ରଶେଖରପୁର ବିଡିଏ କଲୋନିରୁ ୫ ଚିହ୍ନଟ ହୋଇଛନ୍ତି। ୟୁନିଟ-୯ରୁ ୫, ଗଙ୍ଗନଗରରୁ ୪, ସତ୍ୟନଗରରୁ ୪ ଚିହ୍ନଟ ହୋଇଛନ୍ତି। […]

corona--v-9-1

Tapas Behera
  • Published: Wednesday, 05 August 2020
  • , Updated: 05 August 2020, 04:47 PM IST

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଭୁବନେଶ୍ୱର ମହାନଗର ଅଞ୍ଚଳରେ ଆଉ ୧୩୭ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୧୧୩ ଜଣ କ୍ୱାରେଣ୍ଟାଇନ, ୨୪ ଲୋକାଲ କଣ୍ଟା କେସ୍ ରହିଛି। ସାଲିଆସାହିରୁ ଆଉ ୧୦ ଜଣ  କରୋନା ଆକ୍ରାନ୍ତ ଚିହ୍ନଟ ହୋଛନ୍ତି। ଭୀମପୁରରୁ ୯, ଗଙ୍ଗନଗର ବସ୍ତିରୁ ୮, ଓସିସି ବସ୍ତିରୁ ୭ ଚିହ୍ନଟ ହୋଇଛନ୍ତି।

ବଡ଼ଗଡ଼ରୁ ୬, ଚନ୍ଦ୍ରଶେଖରପୁର ବିଡିଏ କଲୋନିରୁ ୫ ଚିହ୍ନଟ ହୋଇଛନ୍ତି। ୟୁନିଟ-୯ରୁ ୫, ଗଙ୍ଗନଗରରୁ ୪, ସତ୍ୟନଗରରୁ ୪ ଚିହ୍ନଟ ହୋଇଛନ୍ତି। ଏକ ଘରୋଇ ହସ୍ପିଟାଲର ୪ କର୍ମଚାରୀ ମଧ୍ୟ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଭୁବନେଶ୍ୱରରେ ଆଜି ଆଉ ୧୧୮ ଆକ୍ରାନ୍ତ ସୁସ୍ଥ ହୋଇଥିବା ସୂଚନା ମିଳିଛି।

Related story