ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ମଧ୍ୟପ୍ରଦେଶର କାହ୍ନା ଜାତୀୟ ଉଦ୍ୟାନରୁ ଓଡ଼ିଶା ଆସୁଛି ଗୋଟିଏ ମହାବଳ ବାଘ। ଏକ ସ୍ୱତନ୍ତ୍ର ଗାଡ଼ିରେ ବାଘଟିକୁ ଅଣାଯାଉଛି। ଗାଡିରେ ଫ୍ୟାନ୍ ଓ ପାଣି ସିଞ୍ଚନ ବ୍ୟବସ୍ଥା କରାଯାଇଛି। ସୁରକ୍ଷା ପାଇଁ ସାଙ୍ଗରେ ବନବିଭାଗ ଅଧିକାରୀ ଓ ଡାକ୍ତରୀ ଦଳ ମଧ୍ୟ ଆସୁଛନ୍ତି। ବାଘଟି ଅନୁଗୋଳର ସାତକୋଶିଆରେ ରହିବ। ସନ୍ଧ୍ୟା ସୁଦ୍ଧା ବାଘ ପହଞ୍ଚି ଯିବ ବୋଲି ବିଭାଗୀୟ କର୍ତ୍ତୃପକ୍ଷ କହିଛନ୍ତି।
ପ୍ରଥମ ପର୍ଯ୍ୟାୟରେ ଆଜି ଗୋଟିଏ ଅଣ୍ଡିରା ବାଘ ଅଣାଯାଉଛି। ପରବର୍ତ୍ତୀ ପର୍ଯ୍ୟାୟରେ ଆଉ ୫ଟି ବାଘ ଅଣାଯିବାର ଯୋଜନା ରହିଛି। ଏଥିପାଇଁ ସାତକୋଶିଆର କୋର୍ ଅଞ୍ଚଳରୁ ଜନବସତିକୁ ସ୍ଥାନାନ୍ତର କରାଯାଇଛି। ବାଘଙ୍କ ରହିବା ପାଇଁ ସ୍ୱତନ୍ତ୍ର ଜାଲିଯୁକ୍ତ ଏନ୍କ୍ଲୋଜର ମଧ୍ୟ ନିର୍ମାଣ ହୋଇଛିା
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Miscellaneous
ଉଦୟଗିରି ଓ ରତ୍ନଗିରିରେ ଏକାଠୀ ହେଲେ ୧୭ ଦେଶର ୧୫୦୦ ବୌଦ୍ଧ ଧର୍ମାବଲମ୍ବୀ
ଆସନ୍ତା ୧୬ ତାରିଖରେ ଏହି କାର୍ଯ୍ୟକ୍ରମ ଉଦ୍ଯାପିତ ହେବ। ଏଥିରେ ବାଚସ୍ପତି ସୁରମା ପାଢୀ ଓ ଉପମୁଖ୍ୟ ମନ୍ତ୍ରୀ ପ୍ରଭାତୀ ପରିଡା ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି।
Entertainment
ମଞ୍ଚରେ ଚଢ଼ିବେନି ସାହୁ ଭାଉଜ, ନିଶା ମହାରଣାଙ୍କ ଭଳି ନୃତ୍ୟାଙ୍ଗନା
ଯାତ୍ରା ମହାକୁମ୍ଭରେ ହେବନି ଅଶ୍ଲୀଳ ନୃତ୍ୟ। ଆଜି ଖଣ୍ଡଗିରି ଥାନା ପରିସରରେ ବସିଥିବା ବୈଠକରେ ଏଭଳି ନିଷ୍ପତ୍ତି ନିଆଯାଇଛି। ବାରମ୍ବାର ଅଭିଯୋଗ ପରେ ମଧ୍ୟ ଯାତ୍ରା ଜଗତକୁ କଳଙ୍କିତ କରୁଥିଲେ କିଛି ନୃତ୍ୟଶିଳ୍ପୀ।
Miscellaneous
ଭାରତ ସରକାରଙ୍କ କ୍ୟାଲେଣ୍ଡରରେ ମୋଦିଙ୍କ ସହ ତୁଳା ମାଉସୀଙ୍କ ଫଟୋ
କ୍ୟାଲେଣ୍ଡରରେ ଫଟୋ ଆସିବା ପରେ ତୁଳା ମାଉସୀ ବହୁତ ଖୁସି ପ୍ରକାଶ କରିଛନ୍ତି। ଏଥିପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଧନ୍ୟବାଦ ଜଣାଇଛନ୍ତି।