ଗାଧୋଉଥିବା ବେଳେ ଭାସିଗଲେ ୬ ଯୁବତୀ; ୫ ଉଦ୍ଧାର, ଜଣେ ନିଖୋଜ

ସମ୍ୱଲପୁର(ଓଡ଼ିଶା ରିପୋର୍ଟର): ସମ୍ୱଲପୁର ସ୍ଥିତ ମହାନଦୀର ସଡ଼କଘାଟରେ ଆଜି ଏକ ଅଘଟଣ ଘଟିଛି। ୬ଜଣ ଯୁବତୀ ଗାଧୋଉଥିବା ବେଳେ ଭାସି ଯାଇଥିଲେ। ସେମାନଙ୍କ ମଧ୍ୟରୁ ୫ ଜଣଙ୍କୁ ଉଦ୍ଧାର କରାଯାଇଛି। ଆଉ ଜଣେ ଯୁବତୀ ନିଖୋଜ ଅଛନ୍ତି। ତାଙ୍କୁ ଉଦ୍ଧାର କରିବା ପାଇଁ ଅଗ୍ନିଶମ ବାହିନୀ ଉଦ୍ୟମ ଜାରି ରଖିଛି। ସମସ୍ତ ଯୁବତୀଙ୍କ ଘର ସ୍ଥାନୀୟ ଧୋବାପଡ଼ା ଓ ସାହିବଙ୍ଗଳା ପଡ଼ାରେ ବୋଲି ଜଣାପଡ଼ିଛି। ସବିଶେଷ ସୂଚନାକୁ ଅପେକ୍ଷା କରାଯାଇଛି।

sambalpur

sambalpur

Jyoshna Pradhan
  • Published: Sunday, 06 October 2019
  • Updated: 06 October 2019, 12:48 PM IST

Sports

Latest News

ସମ୍ୱଲପୁର(ଓଡ଼ିଶା ରିପୋର୍ଟର): ସମ୍ୱଲପୁର ସ୍ଥିତ ମହାନଦୀର ସଡ଼କଘାଟରେ ଆଜି ଏକ ଅଘଟଣ ଘଟିଛି। ୬ଜଣ ଯୁବତୀ ଗାଧୋଉଥିବା ବେଳେ ଭାସି ଯାଇଥିଲେ। ସେମାନଙ୍କ ମଧ୍ୟରୁ ୫ ଜଣଙ୍କୁ ଉଦ୍ଧାର କରାଯାଇଛି। ଆଉ ଜଣେ ଯୁବତୀ ନିଖୋଜ ଅଛନ୍ତି। ତାଙ୍କୁ ଉଦ୍ଧାର କରିବା ପାଇଁ ଅଗ୍ନିଶମ ବାହିନୀ ଉଦ୍ୟମ ଜାରି ରଖିଛି। ସମସ୍ତ ଯୁବତୀଙ୍କ ଘର ସ୍ଥାନୀୟ ଧୋବାପଡ଼ା ଓ ସାହିବଙ୍ଗଳା ପଡ଼ାରେ ବୋଲି ଜଣାପଡ଼ିଛି।

ସବିଶେଷ ସୂଚନାକୁ ଅପେକ୍ଷା କରାଯାଇଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story