ଅନ୍‌ଲାଇନରେ ପଢିବେ ଯୁକ୍ତ ୨ ଛାତ୍ରଛାତ୍ରୀ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): କରୋନା ମହାମାରୀ ଦିନକୁ ଦିନ କାୟା ବିସ୍ତାର କରି ଚାଲିଥିବା ବେଳେ ସ୍କୁଲ, କଲେଜ  ଖୋଲିବା ନେଇ ଅନିଶ୍ଚିତତା ଦେଖାଦେଇଛି। ଫଳରେ ଛାତ୍ରଛାତ୍ରୀଙ୍କ ପାଠପଢ଼ା ଘୋର ବାଧାପ୍ରାପ୍ତ ହୋଇଛି। ଏପରି ସମସ୍ୟାରୁ ମୁକୁଳିବା ଲାଗି ଏଣିକି  ଅନ୍‌ଲାଇନ୍‌ରେ ପାଠ ପଢିବେ ଯୁକ୍ତ ୨ ଛାତ୍ରଛାତ୍ରୀ। ବିଭିନ୍ନ ବିଷୟର ଅଧ୍ୟାପକ ଓ ଅଧ୍ୟାପିକାମାନେ ଛାତ୍ରଛାତ୍ରୀଙ୍କୁ ନେଇ ହ୍ୱାଟ୍ସ‌ ଆପ୍ ଗ୍ରୁପ କରିବେ। ଏହା ମାଧ୍ୟମରେ ଅନ୍‌ଲାଇନ୍ କ୍ଲାସରେ ହେବ ପାଠପଢ଼ା। ଏନେଇ ଉଚ୍ଚ ମାଧ୍ୟମିକ ଶିକ୍ଷା […]

uuuuuuuuuuuu9999990

uuuuuuuuuuuu9999990

Tapaswini Nayak
  • Published: Tuesday, 30 June 2020
  • Updated: 30 June 2020, 08:37 AM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): କରୋନା ମହାମାରୀ ଦିନକୁ ଦିନ କାୟା ବିସ୍ତାର କରି ଚାଲିଥିବା ବେଳେ ସ୍କୁଲ, କଲେଜ  ଖୋଲିବା ନେଇ ଅନିଶ୍ଚିତତା ଦେଖାଦେଇଛି। ଫଳରେ ଛାତ୍ରଛାତ୍ରୀଙ୍କ ପାଠପଢ଼ା ଘୋର ବାଧାପ୍ରାପ୍ତ ହୋଇଛି। ଏପରି ସମସ୍ୟାରୁ ମୁକୁଳିବା ଲାଗି ଏଣିକି  ଅନ୍‌ଲାଇନ୍‌ରେ ପାଠ ପଢିବେ ଯୁକ୍ତ ୨ ଛାତ୍ରଛାତ୍ରୀ।

ବିଭିନ୍ନ ବିଷୟର ଅଧ୍ୟାପକ ଓ ଅଧ୍ୟାପିକାମାନେ ଛାତ୍ରଛାତ୍ରୀଙ୍କୁ ନେଇ ହ୍ୱାଟ୍ସ‌ ଆପ୍ ଗ୍ରୁପ କରିବେ। ଏହା ମାଧ୍ୟମରେ ଅନ୍‌ଲାଇନ୍ କ୍ଲାସରେ ହେବ ପାଠପଢ଼ା। ଏନେଇ ଉଚ୍ଚ ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶାଳୟର ନିର୍ଦ୍ଦେଶକ ରାଜ୍ୟର ସମସ୍ତ ଯୁକ୍ତ ୨ କଲେଜ ଅଧ୍ୟକ୍ଷଙ୍କୁ ଚିଠି ଲେଖିଛନ୍ତି।

କରୋନା ମହାମାରୀ ଲାଗି କଲେଜ ଖୋଲି ଶିକ୍ଷାଦାନ କରିବା ଅସମ୍ଭବ ହେଉଥିବାରୁ ଏହି ବିକଳ୍ପ ବ୍ୟବସ୍ଥା ଦ୍ୱାରା ଯୁକ୍ତ ଦୁଇ ପ୍ରଥମ ଓ ଦ୍ୱିତୀୟ ବର୍ଷର ଛାତ୍ରଛାତ୍ରୀଙ୍କୁ ପାଠ ପଢାଯାଇପାରିବ ବୋଲି ନିର୍ଦ୍ଦେଶାଳୟ ସ୍ପଷ୍ଟ କରିଛି।

ହ୍ୱାଟ୍ସଆପ୍ ଗ୍ରୁପ ମାଧ୍ୟମରେ ନିଜ ନିଜ ବିଷୟରେ ଇଣ୍ଟରନେଟ ଲିଙ୍କ୍ ଯୋଗାଇଦେବେ ଅଧ୍ୟାପକ । ପ୍ରତି ୧୫ ଦିନରେ ଥରେ ଅନ୍‌ଲାଇନ ଡାଉଟ୍ କ୍ସିଅରିଂ କ୍ଲାସ୍ ନେବେ। ଅନ୍‌ ଲାଇନ୍‌ କ୍ଲାସ୍ ସଠିକ୍ ଭାବେ ଚାଲିଛି କି ନାହିଁ ସେନେଇ କଲେଜ ଅଧ୍ୟକ୍ଷମାନେ ପ୍ରତି ମାସରେ ନିର୍ଦ୍ଦେଶାଳୟକୁ ରିପୋର୍ଟ ଦେବେ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story