ଘୂର୍ଣ୍ଣିବଳୟ ପ୍ରଭାବରେ ୧୧ ଯାଏଁ ବର୍ଷିବ

ଭୁବନେଶ୍ୱର: ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଏକ ଘୂର୍ଣ୍ଣିବଳୟ ଯୋଗୁଁ ରାଜ୍ୟରେ ଆସନ୍ତା ୧୧ ତାରିଖ ଯାଏଁ ବର୍ଷା ହେବାର ସମ୍ଭାବନା ଥିବା ଆଞ୍ଚଳିକ ପାଣିପାଗ କେନ୍ଦ୍ର ନିର୍ଦ୍ଦେଶକ ଶରତ ସାହୁ ସୂଚନା ଦେଇଛନ୍ତି।  ଏହାର ପ୍ରଭାବରେ ଗତକାଲି ରାତିରୁ ରାଜ୍ୟର ଅନେକ ସ୍ଥାନରେ ଆକାଶ ମେଘୁଆ ରହିବା ସହ ବର୍ଷା ହୋଇଛି। ଆଗକୁ ପୂଜା ଥିବାରୁ ଏହି ବର୍ଷା ସାମାନ୍ୟ ଫିକା ପକାଇବା ଆଶଙ୍କା କରାଯାଉଛି।

rain fall

Rakesh Mallick
  • Published: Friday, 07 October 2016
  • , Updated: 07 October 2016, 11:10 AM IST

ଭୁବନେଶ୍ୱର: ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଏକ ଘୂର୍ଣ୍ଣିବଳୟ ଯୋଗୁଁ ରାଜ୍ୟରେ ଆସନ୍ତା ୧୧ ତାରିଖ ଯାଏଁ ବର୍ଷା ହେବାର ସମ୍ଭାବନା ଥିବା ଆଞ୍ଚଳିକ ପାଣିପାଗ କେନ୍ଦ୍ର ନିର୍ଦ୍ଦେଶକ ଶରତ ସାହୁ ସୂଚନା ଦେଇଛନ୍ତି।  ଏହାର ପ୍ରଭାବରେ ଗତକାଲି ରାତିରୁ ରାଜ୍ୟର ଅନେକ ସ୍ଥାନରେ ଆକାଶ ମେଘୁଆ ରହିବା ସହ ବର୍ଷା ହୋଇଛି।

ଆଗକୁ ପୂଜା ଥିବାରୁ ଏହି ବର୍ଷା ସାମାନ୍ୟ ଫିକା ପକାଇବା ଆଶଙ୍କା କରାଯାଉଛି।

Related story