ଘସିପୁରାରେ ନିର୍ବାଚନୀ ହିଂସା: ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକଙ୍କୁ ଆକ୍ରମଣ

ଆନନ୍ଦପୁର,(ମୁନା ସିଂହ)-ଘସିପୁରାରେ ନିର୍ବାଚନୀ ହିଂସା। ବିଜେଡି-କଂଗ୍ରେସ କର୍ମୀ ମୁହାଁମୁହିଁ ହୋଇଛନ୍ତି। ଆକ୍ରମଣରେ ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକ ଆହତ ହୋଇଥିବା ସୂଚନା ମିଳିଛି। ଏଥିରେ ୧୦ରୁ ଅଧତ୍କ ଗାଡ଼ି ଭାଙ୍ଗିରୁଜି ଯାଇଛି। ଘଟଣାରେ ୧୦ରୁ ଅଧିକ ଆହତ ହୋଇଛନ୍ତି। ଆହତମାନଙ୍କୁ ଆନନ୍ଦପୁର ମେଡିକାଲରେ ଭର୍ତ୍ତି କରାଯାଇଛି।  କଂଗ୍ରେସ ପାଇଁ ପର୍ଯ୍ୟବେକ୍ଷକ ଦାୟିତ୍ୱରେ ଥିବା ସାନଖେମୁଣ୍ଡିର କଂଗ୍ରେସ ବିଧାୟକ ପ୍ରାର୍ଥୀ ରମେଶ ଜେନାଙ୍କ ଗାଡ଼ି ଉପରକୁ ମଧ୍ୟ ଆକ୍ରମଣ ହୋଇଛି। ବିଜେଡି କର୍ମୀ ଏହି ଆକ୍ରମଣ କରିଥିବା ପିସିସି ସଭାପତି ନିରଞ୍ଜନ […]

niranjan1 (1)

niranjan1 (1)

Tapas Behera
  • Published: Sunday, 21 April 2019
  • Updated: 22 April 2019, 11:19 AM IST

Sports

Latest News

ଆନନ୍ଦପୁର,(ମୁନା ସିଂହ)-ଘସିପୁରାରେ ନିର୍ବାଚନୀ ହିଂସା। ବିଜେଡି-କଂଗ୍ରେସ କର୍ମୀ ମୁହାଁମୁହିଁ ହୋଇଛନ୍ତି। ଆକ୍ରମଣରେ ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକ ଆହତ ହୋଇଥିବା ସୂଚନା ମିଳିଛି। ଏଥିରେ ୧୦ରୁ ଅଧତ୍କ ଗାଡ଼ି ଭାଙ୍ଗିରୁଜି ଯାଇଛି।

ଘଟଣାରେ ୧୦ରୁ ଅଧିକ ଆହତ ହୋଇଛନ୍ତି। ଆହତମାନଙ୍କୁ ଆନନ୍ଦପୁର ମେଡିକାଲରେ ଭର୍ତ୍ତି କରାଯାଇଛି।  କଂଗ୍ରେସ ପାଇଁ ପର୍ଯ୍ୟବେକ୍ଷକ ଦାୟିତ୍ୱରେ ଥିବା ସାନଖେମୁଣ୍ଡିର କଂଗ୍ରେସ ବିଧାୟକ ପ୍ରାର୍ଥୀ ରମେଶ ଜେନାଙ୍କ ଗାଡ଼ି ଉପରକୁ ମଧ୍ୟ ଆକ୍ରମଣ ହୋଇଛି ବିଜେଡି କର୍ମୀ ଏହି ଆକ୍ରମଣ କରିଥିବା ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକ ଅଭିଯୋଗ କରିଛନ୍ତି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos