ଏସ୍‌ସିବିରେ ଓପନ୍ ହାର୍ଟ ସର୍ଜରୀ ବନ୍ଦ

କଟକ (ଓଡ଼ିଶା ରିପୋର୍ଟର): କଟକ ବଡ଼ ଡାକ୍ତରଖାନାରେ ଓପନ୍ ହାର୍ଟ ସର୍ଜରୀକୁ ବନ୍ଦ କରାଯାଇଛି। କାର୍ଡିଓଥୋରାସିସ ବିଭାଗର ଅକ୍ସିଜେନ ପାଇପ୍‌ରେ ଲିକ୍ ଯୋଗୁଁ ଏହି ସର୍ଜରୀକୁ ବନ୍ଦ କରାଯାଇଛି। ସ୍ଥିତି ସ୍ୱାଭାବିକ ହେବା ପର୍ଯ୍ୟନ୍ତ ଓପନ୍ ହାର୍ଟ ସର୍ଜରୀକୁ ବନ୍ଦ ରଖାଯିବ ବୋଲି ଡାକ୍ତରଖାନା ପକ୍ଷରୁ କୁହାଯାଇଛି। ଅକ୍ସିଜେନ୍‌ ପାଇପ୍‌ରେ ଲିକ୍ ଯୋଗୁ କାର୍ଡିଓଥୋରାସିସ ବିଭାଗର ଆଇସିୟୁ ଓ ଓଟିକୁ ବନ୍ଦ କରି ଦିଆଯାଇଛି। ସେଥିପାଇଁ ଓପନ୍ ହାର୍ଟ ସର୍ଜରୀକୁ ବନ୍ଦ ରଖାଯାଇଥିବା ସୂଚନା ମିଳିଛି। ଏହା […]

Cuttack SCB

Cuttack SCB

Jitendra Garnayak
  • Published: Tuesday, 24 November 2020
  • Updated: 24 November 2020, 07:47 AM IST

କଟକ (ଓଡ଼ିଶା ରିପୋର୍ଟର): କଟକ ବଡ଼ ଡାକ୍ତରଖାନାରେ ଓପନ୍ ହାର୍ଟ ସର୍ଜରୀକୁ ବନ୍ଦ କରାଯାଇଛି। କାର୍ଡିଓଥୋରାସିସ ବିଭାଗର ଅକ୍ସିଜେନ ପାଇପ୍‌ରେ ଲିକ୍ ଯୋଗୁଁ ଏହି ସର୍ଜରୀକୁ ବନ୍ଦ କରାଯାଇଛି। ସ୍ଥିତି ସ୍ୱାଭାବିକ ହେବା ପର୍ଯ୍ୟନ୍ତ ଓପନ୍ ହାର୍ଟ ସର୍ଜରୀକୁ ବନ୍ଦ ରଖାଯିବ ବୋଲି ଡାକ୍ତରଖାନା ପକ୍ଷରୁ କୁହାଯାଇଛି।

ଅକ୍ସିଜେନ୍‌ ପାଇପ୍‌ରେ ଲିକ୍ ଯୋଗୁ କାର୍ଡିଓଥୋରାସିସ ବିଭାଗର ଆଇସିୟୁ ଓ ଓଟିକୁ ବନ୍ଦ କରି ଦିଆଯାଇଛି। ସେଥିପାଇଁ ଓପନ୍ ହାର୍ଟ ସର୍ଜରୀକୁ ବନ୍ଦ ରଖାଯାଇଥିବା ସୂଚନା ମିଳିଛି। ଏହା ସହିତ ଆଡ୍‌ମିଟ୍ ହୋଇଥିବା ଗୁରୁତର ରୋଗୀଙ୍କୁ ୱାର୍ଡକୁ ସ୍ଥାନାନ୍ତର କରାଯାଇଛି। ସେହିପରି ଅକ୍ସିଜେନ୍ ପ୍ଲାଣ୍ଟକୁ ବନ୍ଦ କରି ଦିଆଯାଇଛି।

ଅଧିକ ସୂଚନାକୁ ଅପେକ୍ଷା କରାଯାଇଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story