ବ୍ରହ୍ମପୁର ( ଅଶୋକ ବ୍ରହ୍ମା) : ଛାତ୍ର ସଂସଦ ନିର୍ବାଚନରେ ହେଉଥିବା ଗଣ୍ଡଗୋଳ ଓ ହିଂସାକୁ ଏଡ଼ାଇବା ଲାଗି ଚଳିତ ବର୍ଷ ରାଜ୍ୟ ସରକାର ନିର୍ବାଚନକୁ ବାତିଲ କରି ଦେଇଛନ୍ତି। କିନ୍ତୁ ଏହାଦ୍ୱାରା ଗଣତନ୍ତ୍ରର କଣ୍ଠରୋଧ କରାଯାଉଥିବା ଅଭିଯୋଗ ଆଣି ବିଭିନ୍ନ ସ୍ଥାନରେ ଛାତ୍ରମାନେ ଏହାର ଦୃଢ ପ୍ରତିବାଦ ଜଣାଇଛନ୍ତି।
ଛାତ୍ର ସଂସଦ ନିର୍ବାଚନ ବାତିଲ ହେବା ପରଠୁ ବ୍ରହ୍ମପୁରର ଖଲ୍ଲିକୋଟ କଲେଜରେ ଛାତ୍ର ଅଶାନ୍ତି ଦେଖାଦେଇଛି । ପ୍ରତିବାଦରେ କଲେଜ ଫାଟକରେ ତାଲା ପକାଇ ଧାରଣାରେ ବସିଛନ୍ତି ଛାତ୍ରଛାତ୍ରୀ । ସେହିପରି ଜଗତସିଂହପୁର ନାଉଗାଁର ଶ୍ରୀଜଗନ୍ନାଥ କଲେଜରେ ମଧ୍ୟ ଛାତ୍ରଛାତ୍ରୀ ଧାରଣା ଦେଇଛନ୍ତି । ରାଜ୍ୟ ସରକାର ଏଥର ଛାତ୍ର ସଂସଦ ଇଲେକ୍ସନ ବଦଳରେ ସିଲେକ୍ସନ କରିବାକୁ ନିଷ୍ପତ୍ତି ନେଇଛନ୍ତି ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Politics
ରୁବେନଙ୍କୁ ନେଇ ବିଜେଡିରେ ଭିନ୍ନମତ: ବର୍ଷିଲେ ଅରୁଣ-ଅତନୁ, ପ୍ରସନ୍ନ କରିଥିଲେ ପ୍ରଶଂସା
ରୁବେନଙ୍କ ପୁସ୍ତକର ସଂଶୋଧିତ ସଂସ୍କରଣ ଗତ ଦୁଇଦିନ ତଳେ ଉନ୍ମୋଚନ ହେବା ପରଠୁ ରାଜନୀତିକ ଉଷ୍ମତା ଲାଗି ରହିଛି ।
Politics
କାହା ‘ପାପ’ ଧୋଇବାକୁ ନିର୍ବାଚନ ଆୟୋଗଙ୍କୁ ଦୋଷ ଦେଲେ ପାଣ୍ଡିଆନମାର୍କା ନେତା: ଆବଶ୍ୟକତା ନା ବାଧ୍ୟବାଧକତା?
ନିର୍ବାଚନ ଆୟୋଗଙ୍କ ନିର୍ବାଚନୀ ପରିଚାଳନାଗତ ତ୍ରୁଟି ଯୋଗୁ ବିଜେଡି ପରାଜିତ ହୋଇଛି ବୋଲି ସନ୍ଦେଶ ଦେବାକୁ ପ୍ରୟାସ ଆରମ୍ଭ ହୋଇଛି। ନିର୍ବାଚନ କମିଶନଙ୍କୁ ଭେଟି ଓଡ଼ିଶାରେ ତ୍ରୁଟିପୂର୍ଣ୍ଣ ନିର୍ବାଚନୀ ପରିଚାଳନାର ଅଭିଯୋଗ କରିଛି ଦଳ।
Miscellaneous
କନିଷ୍ଠ ଶିକ୍ଷକ ନିଯୁକ୍ତି ପ୍ରସଙ୍ଗ: ୨ୟ ମେରିଟ୍ ଲିଷ୍ଟ ପାଇଁ ହାଇକୋର୍ଟଙ୍କ ନିର୍ଦ୍ଦେଶ
ପୂରଣ ହେବ ଖାଲି ପଡ଼ିଥିବା କନିଷ୍ଠ ଶିକ୍ଷକ ପଦବୀ। ନୂଆ କଟ୍-ଅଫ୍ ମାର୍କ ସ୍ଥିର କରି ୨ୟ ମେରିଟ୍ ଲିଷ୍ଟ ଜାରି କରିବା ପାଇଁ ହାଇକୋର୍ଟଙ୍କ ନିର୍ଦ୍ଦେଶ।
Politics
ରୁବେନଙ୍କ ବହିକୁ ବିଜେଡିର ପ୍ରତ୍ୟାଖ୍ୟାନ; କାଉଣ୍ଟର କଲା ବିଜେପି
କେବଳ ଚା ଖଟି ଓ ବିରୋଧୀ ଚର୍ଚ୍ଚା କରୁଥିବା ତଥ୍ୟ ସବୁ ବହିରେ ରୁବେନ ଲେଖିଛନ୍ତି ବୋଲି କହିଲେ ଅରୁଣ। ବିଜେଡି ନେତା ସତ୍ୟକୁ ଗ୍ରହଣ କରିବା ଶିଖନ୍ତୁ କହିଲା ବିଜେପି।
Crime
ବ୍ୟବସାୟୀଙ୍କୁ ଦେଖାଇଲେ ବନ୍ଧୁକ, ଲୁଟିନେଲେ ୫ ହଜାର
ଆଜି ଭୋର୍ ୪ଟା ସମୟରେ ସାନ ମୁଣ୍ଡଳୀ ଗାଁର ବସନ୍ତ ଲେଙ୍କା ବ୍ୟବସାୟ ପାଇଁ କଟକ ଯାଉଥିବା ବେଳେ ନରାଜ ଫାୟାରିଂ ରେଞ୍ଜ ନିକଟରେ ଲୁଟର ଶିକାର ହୋଇଛନ୍ତି।