‘ବିଧାୟକଙ୍କ ହାତ ପାଣ୍ଠି ୨ ବର୍ଷ ପାଇଁ ବନ୍ଦ କର’

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ରାଜ୍ୟର ସବୁ ବିଧାୟକଙ୍କ ହାତ ପାଣ୍ଠି ବା ଏମ୍ଏଲ୍ଏ ଲ୍ୟାଡ୍ ଫଣ୍ଡ ଦୁଇ ବର୍ଷ ପାଇଁ ବନ୍ଦ କରିବାକୁ ରାଜ୍ୟ ସରକାରଙ୍କୁ ଟ୍ୱିଟ୍‌ କରି ଅନୁରୋଧ କରିଛନ୍ତି ବିରୋଧୀ ଦଳ ନେତା ପ୍ରଦୀପ୍ତ ନାଏକ। ସେ କହିଛନ୍ତି ,“କରୋନା ମୁକାବିଲା ପାଇଁ ସାରା ଦେଶ ଏକ ମନ ଏକ ପ୍ରାଣରେ ଲଢେଇ କରୁଛି। ଦେଶ ଓ ରାଜ୍ୟର ଏହି ଘଡ଼ିସନ୍ଧି ମୁହୁର୍ତ୍ତରେ ଲୋକ ପ୍ରତିନିଧିମାନଙ୍କର ବଡ଼ ଭୂମିକା ରହିଛି। ତେଣୁ ରାଜ୍ୟର ସବୁ […]

bjp0099

bjp0099

Tapaswini Nayak
  • Published: Tuesday, 07 April 2020
  • Updated: 07 April 2020, 09:47 PM IST

Sports

Latest News

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ରାଜ୍ୟର ସବୁ ବିଧାୟକଙ୍କ ହାତ ପାଣ୍ଠି ବା ଏମ୍ଏଲ୍ଏ ଲ୍ୟାଡ୍ ଫଣ୍ଡ ଦୁଇ ବର୍ଷ ପାଇଁ ବନ୍ଦ କରିବାକୁ ରାଜ୍ୟ ସରକାରଙ୍କୁ ଟ୍ୱିଟ୍‌ କରି ଅନୁରୋଧ କରିଛନ୍ତି ବିରୋଧୀ ଦଳ ନେତା ପ୍ରଦୀପ୍ତ ନାଏକ।

ସେ କହିଛନ୍ତି ,“କରୋନା ମୁକାବିଲା ପାଇଁ ସାରା ଦେଶ ଏକ ମନ ଏକ ପ୍ରାଣରେ ଲଢେଇ କରୁଛି। ଦେଶ ଓ ରାଜ୍ୟର ଏହି ଘଡ଼ିସନ୍ଧି ମୁହୁର୍ତ୍ତରେ ଲୋକ ପ୍ରତିନିଧିମାନଙ୍କର ବଡ଼ ଭୂମିକା ରହିଛି। ତେଣୁ ରାଜ୍ୟର ସବୁ ବିଧାୟକଙ୍କ ବିଧାୟକ ହାତ ପାଣ୍ଠି ବା ଏମ୍ଏଲ୍ଏ ଲ୍ୟାଡ୍ ଫଣ୍ଡ ଦୁଇ ବର୍ଷ ପାଇଁ ବନ୍ଦ କରିବାକୁ ମୁଁ ରାଜ୍ୟ ସରକାରଙ୍କୁ ଅନୁରୋଧ କରୁଛି।”

ଏହାସହ ବିଧାୟକ ଓ ମନ୍ତ୍ରୀମାନଙ୍କ ଦରମା ଅନ୍ୟୁନ ଏକ ବର୍ଷ ପାଇଁ ୩୦ ପ୍ରତିଶତ କମ୍‌ କରିବାକୁ ସେ ରାଜ୍ୟ ସରକାରଙ୍କୁ ପ୍ରସ୍ତାବ ଦେଇଛନ୍ତି।

ସେ ଆହୁରି କହିଛନ୍ତି ଯେ, ରାଜ୍ୟର ବିଭିନ୍ନ ସରକାରୀ ସଂସ୍ଥା ଯଥା ବିକାଶ ପରିଷଦ ଓ ରାଜ୍ୟ ସରକାରଙ୍କ ଉଦ୍ୟୋଗ ଗୁଡ଼ିକରେ ସଭାପତି, ଅଧ୍ୟକ୍ଷ ଓ  ରାଜନୈତିକ ବ୍ୟକ୍ତିବିଶେଷମାନେ ମଧ୍ୟ ୩୦ ପ୍ରତିଶତ କମ୍‌ ଦରମା ନେବାକୁ ମୁଁ ପ୍ରସ୍ତାବ ଦେଉଛି।

ଗତକାଲି କେନ୍ଦ୍ର ସରକାର ସାଂସଦମାନଙ୍କ ପାଇଁ ଏହି ବ୍ୟବସ୍ଥା ଲାଗୁ କରିଛନ୍ତି। କେନ୍ଦ୍ରର ଏହି ବ୍ୟବସ୍ଥା ରାଜ୍ୟରେ ଅନୁରୂପ ଭାବେ ଲାଗୁ ହେଉ ବୋଲି କହିଛନ୍ତି ବିରୋଧୀ ଦଳ ନେତା।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story