୩ ଜିଲ୍ଲାକୁ ଅରେଞ୍ଜ ଓ ୬ ଜିଲ୍ଲାକୁ ୟେଲୋ ଓ୍ୱାର୍ଣ୍ଣିଂ ଜାରି

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ‘ଅମ୍ଫାନ୍’ ଆଜି ସୁନ୍ଦରବନରେ ଲ୍ୟାଣ୍ଡଫଲ୍ କରିବାକୁ ଥିବା ବେଳେ ଏବେ ପାରାଦୀପ ଠାରୁ ମାତ୍ର ୧୨୫ କିଲୋମିଟର ଦୂରରେ ରହିଛି। ଏହାକୁ ଦୃଷ୍ଟିରୁ ରଖି ୩ଟି ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଓ ୬ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଜଗତସିଂହପୁର, କେନ୍ଦ୍ରାପଡ଼ା ଓ ଭଦ୍ରକ ଜିଲ୍ଲାକୁ ଅରେଞ୍ଜ ଓ୍ୱାର୍ଣ୍ଣିଂ ଦିଆଯାଇଥିବା ବେଳେ ବାଲେଶ୍ୱର, ମୟୂରଭଞ୍ଜ, ଖୋର୍ଦ୍ଧା, କଟକ, ପୁରୀ ଓ ଯାଜପୁରକୁ ୟେଲୋ ଓ୍ୱାର୍ଣ୍ଣି ଦିଆଯାଇଛି। ଏ ସବୁ ଜିଲ୍ଲାରେ ପ୍ରବଳ […]

balasore

balasore

Jitendra Garnayak
  • Published: Wednesday, 20 May 2020
  • Updated: 20 May 2020, 08:25 AM IST

Sports

Latest News

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ‘ଅମ୍ଫାନ୍’ ଆଜି ସୁନ୍ଦରବନରେ ଲ୍ୟାଣ୍ଡଫଲ୍ କରିବାକୁ ଥିବା ବେଳେ ଏବେ ପାରାଦୀପ ଠାରୁ ମାତ୍ର ୧୨୫ କିଲୋମିଟର ଦୂରରେ ରହିଛି। ଏହାକୁ ଦୃଷ୍ଟିରୁ ରଖି ୩ଟି ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଓ ୬ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଜଗତସିଂହପୁର, କେନ୍ଦ୍ରାପଡ଼ା ଓ ଭଦ୍ରକ ଜିଲ୍ଲାକୁ ଅରେଞ୍ଜ ଓ୍ୱାର୍ଣ୍ଣିଂ ଦିଆଯାଇଥିବା ବେଳେ ବାଲେଶ୍ୱର, ମୟୂରଭଞ୍ଜ, ଖୋର୍ଦ୍ଧା, କଟକ, ପୁରୀ ଓ ଯାଜପୁରକୁ ୟେଲୋ ଓ୍ୱାର୍ଣ୍ଣି ଦିଆଯାଇଛି। ଏ ସବୁ ଜିଲ୍ଲାରେ ପ୍ରବଳ ବର୍ଷା ହେବ। ଏଣୁ ସତର୍କ ରହିବାକୁ ଭାରତୀୟ ପାଣିପାଗ ବିଭାଗ (IMD) ପରାମର୍ଶ ଦେଇଛି। ଏହା ସହିତ ଆସନ୍ତାକାଲି ଯାଏଁ ସମୁଦ୍ର ଭିତରକୁ ଯିବାକୁ ମତ୍ସ୍ୟଜୀବୀଙ୍କୁ ବାରଣ କରାଯାଇଛି।

ସୂଚନାଯୋଗ୍ୟ, ଏବେ ବି ଏ ସବୁ ଜିଲ୍ଲା ଗୁଡ଼ିକର ବିଭିନ୍ନ ସ୍ଥାନରେ ପବନ ଓ ବର୍ଷା ଜାରି ରହିଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story