୧୮ ଜିଲ୍ଲା ପାଇଁ ୟେଲୋ ଓ୍ୱାର୍ଣ୍ଣିଂ ଜାରି , ଘଣ୍ଟାକୁ ବହିବ ୩୦/୪୦ କିମି ବେଗରେ ପବନ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆସନ୍ତା କାଲିଠୁ ୧୨ ତାରିଖ ଯାଏଁ ୧୮ଟି ଜିଲ୍ଲା ପାଇଁ ୟେଲୋ ଓ୍ୱାର୍ଣ୍ଣିଂ ଜାରି କରାଯାଇଛି। ଅନୁଗୁଳ, ଢେଙ୍କାନାଳ, ସୋନପୁର, ବୌଦ୍ଧ, କେନ୍ଦୁଝର, ମୟୂରଭଞ୍ଜ, କନ୍ଧମାଳ, କୋରାପୁଟ, ରାୟଗଡ଼ା, କଳାହାଣ୍ଡି, ବାଲେଶ୍ୱର, ଭଦ୍ରକ,ଗଞ୍ଜାମ, ଗଜପତି, ନବରଙ୍ଗପୁର, କେନ୍ଦ୍ରାପଡ଼ା, ଯାଜପୁର, ସୁନ୍ଦରଗଡ଼ ଘଣ୍ଟାକୁ ୩୦/୪୦ କିମି ବେଗରେ ପବନ ଓ ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା ରହିଛି। ବିଶେଷ କରି ମେ’ ୧୧ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ କାଳବୈଶାଖୀ ବର୍ଷା ହେବାର ସମ୍ଭାବନା ରହିଛି। […]

6nm

Tapas Behera
  • Published: Thursday, 07 May 2020
  • , Updated: 07 May 2020, 04:41 PM IST

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆସନ୍ତା କାଲିଠୁ ୧୨ ତାରିଖ ଯାଏଁ ୧୮ଟି ଜିଲ୍ଲା ପାଇଁ ୟେଲୋ ଓ୍ୱାର୍ଣ୍ଣିଂ ଜାରି କରାଯାଇଛି। ଅନୁଗୁଳ, ଢେଙ୍କାନାଳ, ସୋନପୁର, ବୌଦ୍ଧ, କେନ୍ଦୁଝର, ମୟୂରଭଞ୍ଜ, କନ୍ଧମାଳ, କୋରାପୁଟ, ରାୟଗଡ଼ା, କଳାହାଣ୍ଡି, ବାଲେଶ୍ୱର, ଭଦ୍ରକ,ଗଞ୍ଜାମ, ଗଜପତି, ନବରଙ୍ଗପୁର, କେନ୍ଦ୍ରାପଡ଼ା, ଯାଜପୁର, ସୁନ୍ଦରଗଡ଼ ଘଣ୍ଟାକୁ ୩୦/୪୦ କିମି ବେଗରେ ପବନ ଓ ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା ରହିଛି। ବିଶେଷ କରି ମେ’ ୧୧ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ କାଳବୈଶାଖୀ ବର୍ଷା ହେବାର ସମ୍ଭାବନା ରହିଛି। ଏନେଇ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି।

Related story