ଆଇନ୍‌ଜୀବୀଙ୍କ ଆନ୍ଦୋଳନ ସ୍ଥଗିତ

କଟକ (ଓଡ଼ିଶା ରିପୋର୍ଟର): ଓଡ଼ିଶା ହାଇକୋର୍ଟ ବାର୍ ଆସୋସିଏସନର ଆନ୍ଦୋଳନ ସ୍ଥଗିତ। ଆଜି ସାଧାରଣ ପରିଷଦର ବୈଠକ ପରେ ବାର ଆସୋସିଏସନ ପକ୍ଷରୁ ଏହି ନିଷ୍ପତ୍ତି ନେଇଛି। ଆଇନ୍‌ଜୀବୀଙ୍କ ଆନ୍ଦୋଳନ ପ୍ରସଙ୍ଗରେ ବାର୍ କାଉନସିଲ ଅଫ୍‌ ଇଣ୍ଡିଆର କଠୋର ଆଭିମୁଖ୍ୟ ପରେ ବାର୍ ସାଧାରଣ ପରିଷଦ ବୈଠକ ବସିଥିଲା। ବୈଠକରେ ଆନ୍ଦୋଳନ ସ୍ଥଗିତ ପାଇଁ ନିଷ୍ପତ୍ତି ନିଆଯାଇଥିଲା। ବିସିଆଇର ନିର୍ଦ୍ଦେଶକୁ ପୁଙ୍ଖାନୁପୁଙ୍ଖ ଆଲୋଚନା କରିବାପରେ ଓଡ଼ିଶା ହାଇକୋର୍ଟ ବାର ଆସୋସିଏସନର କର୍ମକର୍ତ୍ତାମାନେ ଆନ୍ଦୋଳନକୁ ସ୍ଥଗିତ କରିବାକୁ ନିଷ୍ପତ୍ତି […]

Orissa-HC-Bar-Association-Decides-To-Resume-Work-From-Nov-4

Orissa-HC-Bar-Association-Decides-To-Resume-Work-From-Nov-4

Manoranjan Sial
  • Published: Friday, 01 November 2019
  • Updated: 01 November 2019, 05:09 PM IST

Sports

Latest News

କଟକ (ଓଡ଼ିଶା ରିପୋର୍ଟର): ଓଡ଼ିଶା ହାଇକୋର୍ଟ ବାର୍ ଆସୋସିଏସନର ଆନ୍ଦୋଳନ ସ୍ଥଗିତ। ଆଜି ସାଧାରଣ ପରିଷଦର ବୈଠକ ପରେ ବାର ଆସୋସିଏସନ ପକ୍ଷରୁ ଏହି ନିଷ୍ପତ୍ତି ନେଇଛି। ଆଇନ୍‌ଜୀବୀଙ୍କ ଆନ୍ଦୋଳନ ପ୍ରସଙ୍ଗରେ ବାର୍ କାଉନସିଲ ଅଫ୍‌ ଇଣ୍ଡିଆର କଠୋର ଆଭିମୁଖ୍ୟ ପରେ ବାର୍ ସାଧାରଣ ପରିଷଦ ବୈଠକ ବସିଥିଲା। ବୈଠକରେ ଆନ୍ଦୋଳନ ସ୍ଥଗିତ ପାଇଁ ନିଷ୍ପତ୍ତି ନିଆଯାଇଥିଲା। ବିସିଆଇର ନିର୍ଦ୍ଦେଶକୁ ପୁଙ୍ଖାନୁପୁଙ୍ଖ ଆଲୋଚନା କରିବାପରେ ଓଡ଼ିଶା ହାଇକୋର୍ଟ ବାର ଆସୋସିଏସନର କର୍ମକର୍ତ୍ତାମାନେ ଆନ୍ଦୋଳନକୁ ସ୍ଥଗିତ କରିବାକୁ ନିଷ୍ପତ୍ତି ନେଇଛନ୍ତି। ଏଥିସହ ସୋମବାରଠାରୁ ସେମାନେ କାର୍ଯ୍ୟରେ ଯୋଗଦେବେ ବୋଲି ଜଣାପଡ଼ିଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos