ଗୁପ୍ତ ତଥ୍ୟ ଚୋରି ମାମଲାରେ ରାଜ୍ୟ ଓ କେନ୍ଦ୍ରକୁ ନୋଟିସ୍‌

କଟକ(ଓଡ଼ିଶା ରିପୋର୍ଟର): ଚାନ୍ଦିପୁର ଆଇଟିଆରରୁ ତଥ୍ୟ ଚୋରି ମାମଲାର ତଦନ୍ତ ପ୍ରସଙ୍ଗରେ ରାଜ୍ୟ ସରକାର ଓ କେନ୍ଦ୍ର ସରକାରଙ୍କୁ ନୋଟିସ୍‌ ଜାରି କରିଛନ୍ତି ଓଡିଶା ହାଇକୋର୍ଟ। ତଦନ୍ତର ଅଗ୍ରଗତି ନେଇ ସତ୍ୟପାଠ ଦାଖଲ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି କୋର୍ଟ। ପରବର୍ତ୍ତୀ ଶୁଣାଣି ପୂର୍ବରୁ ଏହି ରିପୋର୍ଟ ଦାଖଲ କରିବାକୁ କୁହାଯାଇଛି। ଆଇନଜୀବୀ ଅରୁଣ କୁମାର ବୁଦ୍ଧିଆଙ୍କ ପକ୍ଷରୁ ଦାୟର ଆବେଦନରେ ଦର୍ଶାଯାଇଛି ଯେ ଦେଶର ପ୍ରତିରକ୍ଷା ସଂପର୍କିତ ତଥ୍ୟ ଚୋରି ଏକ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ ହୋଇଥିବା ବେଳେ […]

Orissa High Court

Orissa High Court

Manoranjan Sial
  • Published: Tuesday, 09 November 2021
  • Updated: 09 November 2021, 03:39 PM IST

Sports

Latest News

କଟକ(ଓଡ଼ିଶା ରିପୋର୍ଟର): ଚାନ୍ଦିପୁର ଆଇଟିଆରରୁ ତଥ୍ୟ ଚୋରି ମାମଲାର ତଦନ୍ତ ପ୍ରସଙ୍ଗରେ ରାଜ୍ୟ ସରକାର ଓ କେନ୍ଦ୍ର ସରକାରଙ୍କୁ ନୋଟିସ୍‌ ଜାରି କରିଛନ୍ତି ଓଡିଶା ହାଇକୋର୍ଟ। ତଦନ୍ତର ଅଗ୍ରଗତି ନେଇ ସତ୍ୟପାଠ ଦାଖଲ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି କୋର୍ଟ। ପରବର୍ତ୍ତୀ ଶୁଣାଣି ପୂର୍ବରୁ ଏହି ରିପୋର୍ଟ ଦାଖଲ କରିବାକୁ କୁହାଯାଇଛି।

ଆଇନଜୀବୀ ଅରୁଣ କୁମାର ବୁଦ୍ଧିଆଙ୍କ ପକ୍ଷରୁ ଦାୟର ଆବେଦନରେ ଦର୍ଶାଯାଇଛି ଯେ ଦେଶର ପ୍ରତିରକ୍ଷା ସଂପର୍କିତ ତଥ୍ୟ ଚୋରି ଏକ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ ହୋଇଥିବା ବେଳେ ସରକାର କ୍ରାଇମବ୍ରାଞ୍ଚକୁ ତଦନ୍ତ ପାଇଁ ନିର୍ଦ୍ଦେଶ ଦେଇଛନ୍ତି। ଏହି ଘଟଣାରେ ୫ ଜଣ ଅଭିଯୁକ୍ତ ଗିରଫ ହୋଇଥିବା ବେଳେ ବହୁ ତଥ୍ୟ ତଦନ୍ତରୁ ହସ୍ତଗତ ହୋଇଛି। ବିଦେଶୀ ଶକ୍ତିଙ୍କ ହାତ ଏହି ଘଟଣା ପଛରେ ରହିଥିବା ଜଣାପଡ଼ିଛି। ବିଦେଶୀ ମହିଳାଙ୍କ ସହିତ ଅଭିଯୁକ୍ତମାନେ ନିୟମିତ ସଂପର୍କରେ ଥିଲେ। ବିଦେଶରୁ ମଧ୍ୟ ଟଙ୍କା‌ ଅଭିଯୁକ୍ତଙ୍କ ଖାତାକୁ ଆସିଥିଲା। ତେଣୁ ଘଟଣାର ସିବିଆଇ କିମ୍ବା ଏନ୍‌ଆଇଏ ତଦନ୍ତ କରାଯିବା ଉଚିତ। କେନ୍ଦ୍ରୀୟ ଏଜେନ୍ସି ତଦନ୍ତ କଲେ ପ୍ରକୃତ ଦୋ‌ଷୀ ଧରା ପଡିବ ଆବେଦନରେ ଦର୍ଶା ଯାଇଛି। ତେଣୁ ଘଟଣାର ସିବିଆଇ କିମ୍ବା ଏନଆଇଏ ତଦନ୍ତ ପାଇଁ ନିର୍ଦ୍ଦେଶ ଦିଆଯାଉ ବୋଲି ଆବେଦନକାରୀ ଦର୍ଶାଇଛନ୍ତି।

ସୂଚନାଯୋଗ୍ୟ, ଚାନ୍ଦିପୁର ଡିଆରଡିଓରୁ ତଥ୍ୟ ଲିକ୍‌ ମାମଲାରେ ବାଲେଶ୍ୱର ପୁଲିସ ସେପ୍ଟେମ୍ୱର ୧୮ ତାରିଖରେ ଆଇଟିଆର୍‌ର ୪ ଠିକା କର୍ମଚାରୀଙ୍କୁ ଗିରଫ କରିଥିଲା। ସେମାନେ ହେଲେ ଝାମ୍ପରାହାଟ ଗାଁର ବସନ୍ତ ବେହେରା, ଶ୍ରୀକୋଣା ଗ୍ରାମର ଶେଖ୍‌ ମୁଶାଫିର, ପାଳଶିଆର ତାପସ ରଞ୍ଜନ ନାୟକ, ବୁଆଁଳ ଗାଁର ହେମନ୍ତ କୁମାର ମିସ୍ତ୍ରୀ। ଘଟଣାର ଗୁରୁତ୍ୱ ଦେଖି ରାଜ୍ୟ ସରକାର କ୍ରାଇମବ୍ରାଞ୍ଚ ତଦନ୍ତ ନିର୍ଦ୍ଦେଶ ଦେଇଥିଲା। କ୍ରାଇମବ୍ରାଞ୍ଚ ତଦନ୍ତ କରୁ କରୁ ଆଇଟିଆର ଜଣେ କର୍ମଚାରୀଙ୍କୁ ଗିରଫ କରିଥିଲା। ସେ ହେଉଛନ୍ତି ଉତ୍ତରପ୍ରଦେଶର ସଚିନ କୁମାର ଓରଫ ଛତା। ସେ ଆଇଟିଆରରେ ଡ୍ରାଇଭର ଭାବେ କାମ କରୁଥିଲେ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story