ଯାଜପୁର(ଗୁଲାମ ଗସ):ଯାଜପୁରର ଅଧିଷ୍ଠାତ୍ରୀ ଦେବୀ ମା’ ବିରଜାଙ୍କ ରଥଯାତ୍ରାକୁ ନେଇ ହାଇକୋର୍ଟରେ କରାଯାଇଥିବା ଜନସ୍ୱାର୍ଥ୍ୟ ମାମଲାର ଆଜି ଶୁଣାଣି ହୋଇଛି। କୋଭିଡ ଗାଇଲ ନାଇନ ପାଳନ କରି ରଥଯାତ୍ରା କରିବାକୁ ହାଇକୋର୍ଟ ଜିଲ୍ଲାପାଳଙ୍କୁ ନିଦ୍ଦେର୍ଶ ଦେଇଛନ୍ତି। କୋର୍ଟଙ୍କ ନିଦ୍ଦେର୍ଶ କ୍ରମେ କୋଭିଡ୍ କଟକଣା ପାଳନ କରାଯାଇ ରଥଯାତ୍ରା କରିବାକୁ ଅନୁମତି ପ୍ରଦାନ କରାଯିବ ବୋଲି ଜିଲ୍ଲାପାଳ କହିଛନ୍ତି। ହଇକୋର୍ଟଙ୍କ ଏହି ନିଷ୍ପତିକୁ ସବୁବର୍ଗର ଲୋକେ ଓ ମନ୍ଦିର ସେବାୟତମାନେ ସ୍ୱାଗତ ଜଣାଇଛନ୍ତି।
ସୂଚନା ଯୋଗ୍ୟ ଯେ ଦୁର୍ଗାପୂଜା ଅବସରରେ ମାବିରଜାଙ୍କ ପୀଠରେ ନବଦିନ ବ୍ୟାପି ରଥଯାତ୍ରା ଅନୁଷ୍ଠିତ ହୋଇଥାଏ। ଚଳିତଥର କୋଭିଡ ପାଇଁ ରଥଯାତ୍ରା ବନ୍ଦ ରହିବା ଆଶଙ୍କା କରି ବିରଜା ମନ୍ଦିର ସେବାୟତ ଓ ବହୁ ଅନୁଷ୍ଠାନ ପକ୍ଷରୁ ହାଇକୋର୍ଟରେ ଜାନସ୍ୱାର୍ଥ ମାମଲା ରୁଜୁ କରାଯାଇଥିଲା। ସତ୍ୟଯୁଗରୁ ଚଳି ଆସୁଥିବା ପରମ୍ପରା ରକ୍ଷା କରିବା ପାଇଁ ଆବେଦନରେ ଉଲ୍ଲେଖ ରହିଥିଲା । ହାଇକୋର୍ଟଙ୍କ ରାୟ ପରେ ମା ବିରଜାଙ୍କ ରଥଯାତ୍ରା ହେବାକୁ ନେଇ ଲାଗିରହିଥିବା କଳ୍ପନାଜଳ୍ପନାର ଅନ୍ତ ଘଟିଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Special
ପ୍ଲାଷ୍ଟିକ୍ ବିରୋଧରେ ବଡ଼ ଲଢେଇ; ମାଗଣାରେ ଯୋଗାଇ ଦିଆଯାଉଛି ଷ୍ଟିଲ୍ ପ୍ଲେଟ, ଗ୍ଲାସ୍
ପରିବେଶ ସୁରକ୍ଷା ପାଇଁ ନୂଆପଡା ଜିଲ୍ଲା ଖରିଆର ରୋଡ୍ର ୨୦ ଜଣ ଯୁବକ ଓ ଯୁବତୀ ମିଶି ଗଢ଼ିଛନ୍ତି ‘ପହଲ’ ଅନୁଷ୍ଠାନ। ଏହି ଅନୁଷ୍ଠାନ ପଲିଥିନ୍ ଓ ପ୍ଲାଷ୍ଟିକ ବିରୋଧରେ ଲଢ଼େଇ ଆରମ୍ଭ କରିଛି।
Weather
୩ ଦିନ ପରେ ବଢ଼ିବ ଶୀତ, କଲବଲ କରିବ ଘନ କୁହୁଡ଼ି!
ଶୀତ ପରେ ରାଜ୍ୟବାସୀଙ୍କୁ କୁହୁଡି କଲବଲ କରିବ। ୧୧ ତାରିଖରୁ ୧୪ ତାରିଖ ପର୍ଯ୍ୟନ୍ତ ସୁନ୍ଦରଗଡ଼, କେନ୍ଦୁଝର, ଢେଙ୍କାନାଳ, ଅନୁଗୋଳ, କଟକ, ଖୋର୍ଦ୍ଧା, ନୟାଗଡ଼, କନ୍ଧମାଳ ଓ କୋରାପୁଟ ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ଘନ କୁହୁଡି ହେବାର ସମ୍ଭାବନା ରହିଛି।
Accident
ତଳକୁ ଝୁଲି ରହିଥିଲା ୧୧ କେଭି ବିଦ୍ୟୁତ୍ ତାର, ଉଠାଇବା ବେଳେ ୨ ଗୁରୁତର
ବିଲ ଦେଇ ଯାଇଥିବା ୧୧କେଭି ବିଦ୍ୟୁତ୍ ତାର ତଳକୁ ଝୁଲି ରହିଥିଲା । କୌଣସି ଅଘଟଣ ଆଶଙ୍କାରେ ତାହାକୁ ଉପରକୁ ଉଠାଇଥିଲେ ଧାନ କଟା ମେସିନ୍ର ଡ୍ରାଇଭର ଓ ହେଲପର ।
Crime
ବାଇକ୍ରେ ଆସିଲେ, ସୁନା ଚେନ୍ ଝାମ୍ପି ନେଲେ
ବାଇକ୍ରେ ଆସିଲେ। ଆଖି ପିଛୁଳାକେ ସ୍ପଷ୍ଟ ଦିବାଲୋକରେ ଥାନା ସମ୍ମୁଖରୁ ମହିଳାଙ୍କ ବେକରୁ ସୁନା ଚେନ୍ ଝାମ୍ପି ନେଲେ ।
Crime
ମଦ୍ୟପ ପୁଅର ନିର୍ଯାତନା ଅତିଷ୍ଠ କଲା, ଛୁରୀ ଭୁଷିଦେଲା ବାପା
ମଦ୍ୟପ ପୁଅର ନିର୍ଯାତନା ଅତିଷ୍ଠ କଲା। ଯେଉଁ ପୁଅ ବାପାର ସାହାରା ପାଲଟିବା କଥା, ସେ ମୁଣ୍ଡ ବିନ୍ଧାର କାରଣ ପାଲଟିଲା। ମଦ ନିଶାରେ ଚୁର ପୁଅର ସବୁବେଳେ କଲବଲ କରିବାରୁ ତାକୁ ରାସ୍ତାରୁ ସଫା କରିଦେଲା ବାପା।