ତଦନ୍ତରେ ଶିଥିଳତାକୁ ନେଇ ହାଇକୋର୍ଟଙ୍କ ଅସନ୍ତୋଷ

କଟକ(ଓଡ଼ିଶା ରିପୋର୍ଟର): ଭୁବନେଶ୍ୱର ନାବାଳିକା ଗଣଦୁଷ୍କର୍ମ ଅଭିଯୋଗ ମାମଲାର ତଦନ୍ତରେ ଶିଥିଳତାକୁ ନେଇ ହାଇକୋର୍ଟଙ୍କ ଅସନ୍ତୋଷ। ଜଣେ ବରିଷ୍ଠ ପୁଲିସ ଅଧିକାରୀଙ୍କ ଦ୍ୱାରା ଘଟଣାର ତଦନ୍ତ ପାଇଁ ନିର୍ଦ୍ଦେଶ ଦେଇଛନ୍ତି କୋର୍ଟ। ଏଥିସହ ଆସନ୍ତା ଅକ୍ଟୋବର ୭ ତାରିଖରେ ମାମଲାର ପରବର୍ତ୍ତୀ ଶୁଣାଣି ପାଇଁ ସମୟ ଧାର୍ଯ୍ୟ କରିଛନ୍ତି। ଏହି ଘଟଣାର ସିବିଆଇ ତଦନ୍ତ ଦାବିରେ ହାଇକୋର୍ଟରେ ଏକ ଜନସ୍ୱାର୍ଥ ମାମଲା ରୁଜୁ ହୋଇଥିଲା। ଗତ ଅଗଷ୍ଟ ୩୦ ତାରିଖରେ ଜଣେ ମହିଳା, ତାଙ୍କ ନାବାଳିକା ଝିଅ […]

Orissa High Court

Orissa High Court

Manoranjan Sial
  • Published: Wednesday, 30 September 2020
  • Updated: 30 September 2020, 05:32 PM IST

Sports

Latest News

କଟକ(ଓଡ଼ିଶା ରିପୋର୍ଟର): ଭୁବନେଶ୍ୱର ନାବାଳିକା ଗଣଦୁଷ୍କର୍ମ ଅଭିଯୋଗ ମାମଲାର ତଦନ୍ତରେ ଶିଥିଳତାକୁ ନେଇ ହାଇକୋର୍ଟଙ୍କ ଅସନ୍ତୋଷ। ଜଣେ ବରିଷ୍ଠ ପୁଲିସ ଅଧିକାରୀଙ୍କ ଦ୍ୱାରା ଘଟଣାର ତଦନ୍ତ ପାଇଁ ନିର୍ଦ୍ଦେଶ ଦେଇଛନ୍ତି କୋର୍ଟ। ଏଥିସହ ଆସନ୍ତା ଅକ୍ଟୋବର ୭ ତାରିଖରେ ମାମଲାର ପରବର୍ତ୍ତୀ ଶୁଣାଣି ପାଇଁ ସମୟ ଧାର୍ଯ୍ୟ କରିଛନ୍ତି। ଏହି ଘଟଣାର ସିବିଆଇ ତଦନ୍ତ ଦାବିରେ ହାଇକୋର୍ଟରେ ଏକ ଜନସ୍ୱାର୍ଥ ମାମଲା ରୁଜୁ ହୋଇଥିଲା।

ଗତ ଅଗଷ୍ଟ ୩୦ ତାରିଖରେ ଜଣେ ମହିଳା, ତାଙ୍କ ନାବାଳିକା ଝିଅ ସହ ଭୁବନେଶ୍ୱର ମହିଳା ଥାନାକୁ ଯାଇ ଗଣଦୁଷ୍କର୍ମ ଅଭିଯୋଗ ସଂପର୍କରେ ଏତଲା ଦେଇଥିଲେ। ଏଥିରେ ଓଟିଭିର କିଛି କର୍ମଚାରୀ, ଜଣେ ପୁଲିସ କର୍ମଚାରୀ ଓ ତାଙ୍କର ଦୁଇ ସହଯୋଗୀଙ୍କ ସଂପୃକ୍ତି ଥିବା ସେ ଅଭିଯୋଗ କରିଥିଲେ। ହେଲେ ଏ ପର୍ଯ୍ୟନ୍ତ ପୁଲିସ୍‌ କର୍ମଚାରୀ ଓ ସେମାନଙ୍କ ୨ ସହଯୋଗୀଙ୍କ ପରିଚୟ ସ୍ପଷ୍ଟ କରିପାରିନି କମିଶନରେଟ୍‌ ପୁଲିସ୍।

ଅପରପକ୍ଷରେ ପୂରା ମାମଲାରେ ପୁଲିସ ଓଟିଭିର ବରିଷ୍ଠ ଅଧିକାରୀଙ୍କୁ ବାରମ୍ବାର ମହିଳା ଥାନାକୁ ଡକାଇ ପଚରାଉଚରା କରିଛି। ସେହିପରି ମାମଲା ସଂପର୍କିତ ସମସ୍ତ ଦସ୍ତାବିଜ ଓ ଅଡିଓ ଟେପ୍‌ ହସ୍ତାନ୍ତର କରିବା ସହ ପୁଲିସକୁ ପୁରା ସହଯୋଗ କରିଆସିଛନ୍ତି ଓଟିଭି କର୍ତ୍ତୃପକ୍ଷ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story