ପରିବହନ ମନ୍ତ୍ରୀଙ୍କ ବିରୋଧରେ ତଦନ୍ତ ନିର୍ଦ୍ଦେଶ ଦେଲେ ହାଇକୋର୍ଟ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ପରିବହନ ମନ୍ତ୍ରୀ ପଦ୍ମନାଭ ବେହେରା ପ୍ରତିଥର ନିର୍ବାଚନ ସତ୍ୟପାଠରେ ଶିକ୍ଷାଗତ ଯୋଗ୍ୟତା ବଦଳାଉଛନ୍ତି। ଏହାର ତଦନ୍ତ ପାଇଁ ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ଥାନା ଅଞ୍ଚଳର ଜଣେ ଯୁବକ ଭଗବାନ ବାଘ ଏନେଇ ଅଭିଯୋଗ କରିଥିଲେ। ମାତ୍ର ପୁଲିସ ଅଭିଯୋଗ ଗ୍ରହଣ କରୁନଥିଲା। ପୁଲିସଠାରୁ ନିରାଶ ହୋଇ ଭଗବାନ ବାଘ ହାଇକୋର୍ଟରେ ଆଶ୍ରୟ ନେଇଥିଲେ। ଭଗବାନଙ୍କ ପୂର୍ବ ଏତଲାକୁ ଗ୍ରହଣ କରି ତଦନ୍ତ କରିବାକୁ କୋର୍ଟ ବୀରମହାରାଜପୁର ଥାନା IICଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ଏହା ପରେ […]

Padmanav---(1)

Padmanav---(1)

Manoranjan Sial
  • Published: Tuesday, 28 January 2020
  • Updated: 28 January 2020, 07:28 PM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ପରିବହନ ମନ୍ତ୍ରୀ ପଦ୍ମନାଭ ବେହେରା ପ୍ରତିଥର ନିର୍ବାଚନ ସତ୍ୟପାଠରେ ଶିକ୍ଷାଗତ ଯୋଗ୍ୟତା ବଦଳାଉଛନ୍ତି। ଏହାର ତଦନ୍ତ ପାଇଁ ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ଥାନା ଅଞ୍ଚଳର ଜଣେ ଯୁବକ ଭଗବାନ ବାଘ ଏନେଇ ଅଭିଯୋଗ କରିଥିଲେ। ମାତ୍ର ପୁଲିସ ଅଭିଯୋଗ ଗ୍ରହଣ କରୁନଥିଲା। ପୁଲିସଠାରୁ ନିରାଶ ହୋଇ ଭଗବାନ ବାଘ ହାଇକୋର୍ଟରେ ଆଶ୍ରୟ ନେଇଥିଲେ। ଭଗବାନଙ୍କ ପୂର୍ବ ଏତଲାକୁ ଗ୍ରହଣ କରି ତଦନ୍ତ କରିବାକୁ କୋର୍ଟ ବୀରମହାରାଜପୁର ଥାନା IICଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ଏହା ପରେ ମନ୍ତ୍ରୀଙ୍କ ପ୍ରକୃତ ଶିକ୍ଷଗତ ଯୋଗ୍ୟତା ଜଣାପଡ଼ିବ।

ମାତ୍ର ଏନେଇ ମନ୍ତ୍ରୀ ପଦ୍ମନାଭ ବେହେରାଙ୍କ ପ୍ରତିକ୍ରିୟା ମିଳିପାରି ନାହିଁ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos