OMSA ନିର୍ବାଚନ ଉପରେ ରହିତାଦେଶ ଜାରି କଲେ ହାଇକୋର୍ଟ

କଟକ(ଓଡ଼ିଶା ରିପୋର୍ଟର): ଓଡ଼ିଶା ମେଡିକାଲ ସର୍ଭିସେସ୍‌ ଆସୋସିଏସନ(OMSA)ର ନିର୍ବାଚନ ଉପରେ ହାଇକୋର୍ଟ ରହିତାଦେଶ ଜାରି କରିଛନ୍ତି। ଆସନ୍ତା ମାର୍ଚ୍ଚ ୧୪ ତାରିଖରେ ମାମଲାର ପରବର୍ତ୍ତୀ ଶୁଣାଣି ପାଇଁ ଦିନ ଧାର୍ଯ୍ୟ କରିଛନ୍ତି କୋର୍ଟ। ନିର୍ବାଚନ ପାଇଁ ସ୍ୱାସ୍ଥ୍ୟ ନିର୍ଦ୍ଦେଶକ ଜାରି କରିଥିବା ଵିଜ୍ଞାପ୍ତିରେ ଅନିୟମିତତା ଦର୍ଶାଇ ପୁରୀ ଜିଲ୍ଲା ମୁଖ୍ୟ ସ୍ୱାସ୍ଥ୍ୟ କେନ୍ଦ୍ରର ଡାକ୍ତର ପବିତ୍ର ମୋହନ ମଲ୍ଲିକ ହାଇକୋର୍ଟରେ ଏକ ମାମଲା ରୁଜୁ କରିଥିଲେ। ରାଜ୍ୟ ସ୍ୱାସ୍ଥ୍ୟ ବିଭାଗର କୌଣସି କ୍ଷମତା ନଥାଇ ଏହି ନିର୍ବାଚନ […]

High Court Of Odisha

High Court Of Odisha

Manoranjan Sial
  • Published: Monday, 14 February 2022
  • Updated: 14 February 2022, 10:27 PM IST

କଟକ(ଓଡ଼ିଶା ରିପୋର୍ଟର): ଓଡ଼ିଶା ମେଡିକାଲ ସର୍ଭିସେସ୍‌ ଆସୋସିଏସନ(OMSA)ର ନିର୍ବାଚନ ଉପରେ ହାଇକୋର୍ଟ ରହିତାଦେଶ ଜାରି କରିଛନ୍ତି। ଆସନ୍ତା ମାର୍ଚ୍ଚ ୧୪ ତାରିଖରେ ମାମଲାର ପରବର୍ତ୍ତୀ ଶୁଣାଣି ପାଇଁ ଦିନ ଧାର୍ଯ୍ୟ କରିଛନ୍ତି କୋର୍ଟ।

ନିର୍ବାଚନ ପାଇଁ ସ୍ୱାସ୍ଥ୍ୟ ନିର୍ଦ୍ଦେଶକ ଜାରି କରିଥିବା ଵିଜ୍ଞାପ୍ତିରେ ଅନିୟମିତତା ଦର୍ଶାଇ ପୁରୀ ଜିଲ୍ଲା ମୁଖ୍ୟ ସ୍ୱାସ୍ଥ୍ୟ କେନ୍ଦ୍ରର ଡାକ୍ତର ପବିତ୍ର ମୋହନ ମଲ୍ଲିକ ହାଇକୋର୍ଟରେ ଏକ ମାମଲା ରୁଜୁ କରିଥିଲେ। ରାଜ୍ୟ ସ୍ୱାସ୍ଥ୍ୟ ବିଭାଗର କୌଣସି କ୍ଷମତା ନଥାଇ ଏହି ନିର୍ବାଚନ କମିଟି ଗଠନ କରିଥିଲେ। ଏହି କମିଟି ନିର୍ବାଚନ ପାଇଁ ତାରିଖ ଘୋଷଣା କରିଥିଲେ। ଆସନ୍ତା ମାର୍ଚ୍ଚ ୧ ତାରିଖରେ ନିର୍ବାଚନ ହେବ ବୋଲି ବିଜ୍ଞପ୍ତି ପ୍ରକାଶ ପାଇଥିଲା।

ପ୍ରକାଶ ପାଇଥିବା ବିଜ୍ଞପ୍ତି ସମ୍ପୂର୍ଣ୍ଣ ବେଆଇନ ଓ ଆଇନର ଉଲ୍ଲଂଘନ କରାଯାଉଥିବା ନେଇ ଆବେଦନକାରୀ କୋର୍ଟରେ ପ୍ରାର୍ଥନା କରିଥିଲେ। କୋର୍ଟ ଏହି ଆବେଦନକୁ ଗ୍ରହଣ କରି ଅପରପକ୍ଷଙ୍କୁ ନୋଟିସ୍‌ ଜାରି କରିଛନ୍ତି। ଏଥିସହ ଏହି ନିର୍ବାଚନ ଉପରେ ରହିତାଦେଶ ଜାରିକରିଛନ୍ତି। ଆସନ୍ତା ମାର୍ଚ୍ଚ ୧୪ ତାରିଖରେ ମାମଲାର ପରବର୍ତ୍ତୀ ଶୁଣାଣି ପାଇଁ ଦିନ ଧାର୍ଯ୍ୟ କରିଛନ୍ତି କୋର୍ଟ। ଏନେଇ ସୂଚନା ଦେଇଛନ୍ତି ଆବେଦନକାରୀଙ୍କ ଓକିଲ କ୍ଷୀରୋଦ ରାଉତ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story