ମିଛ ତେଲ ବିଲ୍: ୨ଜଣଙ୍କୁ ନିଲମ୍ବନ କଲା ଓଟିଡିସି

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ମିଛ ତେଲ ବିଲ୍ ଦେଇ ୩ ଜଣ ପୁଲିସ କର୍ମଚାରୀ ନିଲମ୍ବନ ହେବାର ମାସେ ନପୁରୁଣୁ ଓଡ଼ିଶା ପର୍ଯ୍ୟଟନ ଉନ୍ନୟନ ନିଗମ(ଓଟିଡିସି) ନିଜର ୨ଜଣ କର୍ମଚାରୀଙ୍କୁ ନିଲମ୍ବନ କରିଛି । ଓଟିଡିସିର ପରିବହନ ମ୍ୟାନେଜର ଓ ଜଣେ ଡ୍ରାଇଭରଙ୍କୁ ନିଲମ୍ବନ କରାଯିବା ସହ ସେମାନଙ୍କ ବିରୋଧରେ ବିଭାଗୀୟ କାର୍ଯ୍ୟାନୁଷ୍ଠାନ ଆରମ୍ଭ ହୋଇଥିବା ଜଣାପଡ଼ିଛି । ମିଳିଥିବା ସୂଚନା ଅନୁସାରେ, ଓଟିଡିସି ଅଧ୍ୟକ୍ଷାଙ୍କ ଗାଡ଼ି ନାଁରେ ମିଛ ତେଲ ବିଲ୍ ନେଇଥିବା ଅଭିଯୋଗରେ ଡ୍ରାଇଭର ଅତୁଲ୍ୟ […]

otdc

otdc

Ordigital Desk
  • Published: Friday, 06 May 2022
  • Updated: 06 May 2022, 06:34 PM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ମିଛ ତେଲ ବିଲ୍ ଦେଇ ୩ ଜଣ ପୁଲିସ କର୍ମଚାରୀ ନିଲମ୍ବନ ହେବାର ମାସେ ନପୁରୁଣୁ ଓଡ଼ିଶା ପର୍ଯ୍ୟଟନ ଉନ୍ନୟନ ନିଗମ(ଓଟିଡିସି) ନିଜର ୨ଜଣ କର୍ମଚାରୀଙ୍କୁ ନିଲମ୍ବନ କରିଛି । ଓଟିଡିସିର ପରିବହନ ମ୍ୟାନେଜର ଓ ଜଣେ ଡ୍ରାଇଭରଙ୍କୁ ନିଲମ୍ବନ କରାଯିବା ସହ ସେମାନଙ୍କ ବିରୋଧରେ ବିଭାଗୀୟ କାର୍ଯ୍ୟାନୁଷ୍ଠାନ ଆରମ୍ଭ ହୋଇଥିବା ଜଣାପଡ଼ିଛି ।

ମିଳିଥିବା ସୂଚନା ଅନୁସାରେ, ଓଟିଡିସି ଅଧ୍ୟକ୍ଷାଙ୍କ ଗାଡ଼ି ନାଁରେ ମିଛ ତେଲ ବିଲ୍ ନେଇଥିବା ଅଭିଯୋଗରେ ଡ୍ରାଇଭର ଅତୁଲ୍ୟ କୁମାର ମହାନ୍ତି ଓ ଓଟିଡିସି ପରିବହନ ମ୍ୟାନେଜର ଅକ୍ଷୟ ମହାଳିକଙ୍କୁ ନିଲମ୍ବନ କରାଯାଇଛି । ସେମାନଙ୍କ ବିରୋଧରେ ବିଭାଗୀୟ ଶୃଙ୍ଖଳାଗତ ତଦନ୍ତ ଆରମ୍ଭ ହୋଇଛି । ‘ଫାଇଭ-ଟି’ ଅନ୍ତର୍ଗତ ଏହି ଦୁଇଜଣ ଦୁର୍ନୀତିଗ୍ରସ୍ତ କର୍ମଚାରୀଙ୍କ ବିରୁଦ୍ଧରେ ସରକାରୀ ପାଣ୍ଠି ତୋଷାରପାତ ଅଭିଯୋଗରେ କାର୍ଯ୍ୟାନୁଷ୍ଠାନ ହୋଇଥିବା ଜଣାପଡ଼ିଛି ।

ଅନ୍ୟପକ୍ଷରେ ଓଟିଡିସି ସୂତ୍ରରୁ ମିଳିଥିବା ସୂଚନା ଅନୁସାରେ, ପରିବହନ ମ୍ୟାନେଜର ଓ ଡ୍ରାଇଭରଙ୍କ ମଧୁଚନ୍ଦ୍ରିକାରେ ମିଛ ତେଲ ବିଲ୍ ଦେଇ ସରକାରୀ ପାଣ୍ଠି ତୋଷାରପାତ ଚାଲିଥିଲା । ତେବେ ବିଭାଗୀୟ ଯାଂଚବେଳେ ଏହି ଜାଲିଆତି ପଦାକୁ ଆସିବା ପରେ ସମ୍ପୃକ୍ତ ଡ୍ରାଇଭରଙ୍କୁ ଅଧ୍ୟକ୍ଷାଙ୍କଠୁ ଅପସାରଣ କରି ନିଆଯାଇଥିଲା । ଆଉ ବିଭାଗୀୟ ତଦନ୍ତ ପ୍ରକ୍ରିୟା ଆରମ୍ଭ ହୋଇଥିଲା । ଏଥିପାଇଁ ପର୍ଯ୍ୟଟନ ବିଭାଗ ପକ୍ଷରୁ ଏକ ଉଚ୍ଚସ୍ତରୀୟ ତଦନ୍ତ କମିଟି ଗଠନ ହୋଇ ଅର୍ଥ ତୋଷାରପାତରେ ଜଡ଼ିତ ଅଧିକାରୀ ଓ କର୍ମଚାରୀଙ୍କ ବିରୁଦ୍ଧରେ କଠୋର କାର୍ଯ୍ୟାନୁଷ୍ଠାନ ସହ ଲୁଟ୍ ଅର୍ଥ ଆଦାୟ ନିମନ୍ତେ ପ୍ରକ୍ରିୟା ଆରମ୍ଭ ହୋଇଥିବା ଜଣାପଡ଼ିଛି ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story