ଭୁବନେଶ୍ୱର:ଓୟୁଏଟି ଛାତ୍ରୀ ସନ୍ଦେହ ଜନକ ମୃତ୍ୟୁ ଘଟଣାରେ ଛାତ୍ରୀ ରହୁଥିବା ହେଷ୍ଟଲ ଯାଇ ପଚରାଉଚରା କରିଛି କ୍ରାଇମବ୍ରାଞ୍ଚ ଟିମ୍ । ମୃତା ଛାତ୍ରୀଙ୍କ ମାର୍କସିଟ ଯାଞ୍ଚ ପାଇଁ ମାଗିଛନ୍ତି କ୍ରାଇମବ୍ରାଞ୍ଚ ଅଧିକାରୀ । ସେପଟେ କଲେଜ କର୍ତ୍ତୃପକ୍ଷ ଛାତ୍ରୀଙ୍କ ବିଏସପି ଏଜି ଓ ଏମଏସସି ଏଜିର ମାର୍କସିଟ ଯୋଗାଇଦେବେ ବୋଲି କହିଛନ୍ତି। ଅପର ପକ୍ଷରେ ଫେ।ରେନସିକ୍ ଟିମ ମଧ୍ୟ ଗତକାଲି ଛାତ୍ରୀ ରହୁଥିବା ହେଷ୍ଟଲର ଯାଞ୍ଚ କରିଛି ବୋଲି କ୍ରାଇମବ୍ରାଞ୍ଚ ପକ୍ଷରୁ ସୁଚନା ଦିଆଯାଇଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Special
ପ୍ଲାଷ୍ଟିକ୍ ବିରୋଧରେ ବଡ଼ ଲଢେଇ; ମାଗଣାରେ ଯୋଗାଇ ଦିଆଯାଉଛି ଷ୍ଟିଲ୍ ପ୍ଲେଟ, ଗ୍ଲାସ୍
ପରିବେଶ ସୁରକ୍ଷା ପାଇଁ ନୂଆପଡା ଜିଲ୍ଲା ଖରିଆର ରୋଡ୍ର ୨୦ ଜଣ ଯୁବକ ଓ ଯୁବତୀ ମିଶି ଗଢ଼ିଛନ୍ତି ‘ପହଲ’ ଅନୁଷ୍ଠାନ। ଏହି ଅନୁଷ୍ଠାନ ପଲିଥିନ୍ ଓ ପ୍ଲାଷ୍ଟିକ ବିରୋଧରେ ଲଢ଼େଇ ଆରମ୍ଭ କରିଛି।
Weather
୩ ଦିନ ପରେ ବଢ଼ିବ ଶୀତ, କଲବଲ କରିବ ଘନ କୁହୁଡ଼ି!
ଶୀତ ପରେ ରାଜ୍ୟବାସୀଙ୍କୁ କୁହୁଡି କଲବଲ କରିବ। ୧୧ ତାରିଖରୁ ୧୪ ତାରିଖ ପର୍ଯ୍ୟନ୍ତ ସୁନ୍ଦରଗଡ଼, କେନ୍ଦୁଝର, ଢେଙ୍କାନାଳ, ଅନୁଗୋଳ, କଟକ, ଖୋର୍ଦ୍ଧା, ନୟାଗଡ଼, କନ୍ଧମାଳ ଓ କୋରାପୁଟ ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ଘନ କୁହୁଡି ହେବାର ସମ୍ଭାବନା ରହିଛି।
Accident
ତଳକୁ ଝୁଲି ରହିଥିଲା ୧୧ କେଭି ବିଦ୍ୟୁତ୍ ତାର, ଉଠାଇବା ବେଳେ ୨ ଗୁରୁତର
ବିଲ ଦେଇ ଯାଇଥିବା ୧୧କେଭି ବିଦ୍ୟୁତ୍ ତାର ତଳକୁ ଝୁଲି ରହିଥିଲା । କୌଣସି ଅଘଟଣ ଆଶଙ୍କାରେ ତାହାକୁ ଉପରକୁ ଉଠାଇଥିଲେ ଧାନ କଟା ମେସିନ୍ର ଡ୍ରାଇଭର ଓ ହେଲପର ।
Crime
ବାଇକ୍ରେ ଆସିଲେ, ସୁନା ଚେନ୍ ଝାମ୍ପି ନେଲେ
ବାଇକ୍ରେ ଆସିଲେ। ଆଖି ପିଛୁଳାକେ ସ୍ପଷ୍ଟ ଦିବାଲୋକରେ ଥାନା ସମ୍ମୁଖରୁ ମହିଳାଙ୍କ ବେକରୁ ସୁନା ଚେନ୍ ଝାମ୍ପି ନେଲେ ।
Crime
ମଦ୍ୟପ ପୁଅର ନିର୍ଯାତନା ଅତିଷ୍ଠ କଲା, ଛୁରୀ ଭୁଷିଦେଲା ବାପା
ମଦ୍ୟପ ପୁଅର ନିର୍ଯାତନା ଅତିଷ୍ଠ କଲା। ଯେଉଁ ପୁଅ ବାପାର ସାହାରା ପାଲଟିବା କଥା, ସେ ମୁଣ୍ଡ ବିନ୍ଧାର କାରଣ ପାଲଟିଲା। ମଦ ନିଶାରେ ଚୁର ପୁଅର ସବୁବେଳେ କଲବଲ କରିବାରୁ ତାକୁ ରାସ୍ତାରୁ ସଫା କରିଦେଲା ବାପା।