‘ହାତୀ ଓ ବ୍ୟାଘ୍ର ପ୍ରକଳ୍ପ ପାଇଁ ଓଡ଼ିଶାକୁ ମିଳିଛି ୩୬ କୋଟିରୁ ଊର୍ଦ୍ଧ୍ୱ ଟଙ୍କା’

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ବାଘ ଓ ହାତୀଙ୍କ ଭଳି ବିଲୁପ୍ତ ପ୍ରଜାତିର ପ୍ରାଣୀଙ୍କ ପୁନରୁଦ୍ଧାର ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ନିରନ୍ତର ଉଦ୍ୟମ କରୁଛନ୍ତି। ସେଥିପାଇଁ ଓଡ଼ିଶାରେ ଏହି ପ୍ରଜାତିର ପ୍ରାଣୀଙ୍କ ସଂରକ୍ଷଣ ପାଇଁ ୨୦୧୯-୨୧ ବର୍ଷରେ ଭାରତ ସରକାର ୩୬ କୋଟିରୁ ଊର୍ଦ୍ଧ୍ୱ ଟଙ୍କା ଦେଇଛନ୍ତି। ଏନେଇ ଟ୍ୱିଟ୍‌ କରି ସୂଚନା ଦେଇଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ଏଥିପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, କେନ୍ଦ୍ର ଜଙ୍ଗଲ ଓ ପରିବେଶ ମନ୍ତ୍ରୀ ପ୍ରକାଶ ଜାଭଡେକରଙ୍କୁ ଧନ୍ୟବାଦ ଜଣାଇଛନ୍ତି କେନ୍ଦ୍ରମନ୍ତ୍ରୀ […]

tiger

tiger

Manoranjan Sial
  • Published: Monday, 14 September 2020
  • Updated: 14 September 2020, 07:33 PM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ବାଘ ଓ ହାତୀଙ୍କ ଭଳି ବିଲୁପ୍ତ ପ୍ରଜାତିର ପ୍ରାଣୀଙ୍କ ପୁନରୁଦ୍ଧାର ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ନିରନ୍ତର ଉଦ୍ୟମ କରୁଛନ୍ତି। ସେଥିପାଇଁ ଓଡ଼ିଶାରେ ଏହି ପ୍ରଜାତିର ପ୍ରାଣୀଙ୍କ ସଂରକ୍ଷଣ ପାଇଁ ୨୦୧୯-୨୧ ବର୍ଷରେ ଭାରତ ସରକାର ୩୬ କୋଟିରୁ ଊର୍ଦ୍ଧ୍ୱ ଟଙ୍କା ଦେଇଛନ୍ତି। ଏନେଇ ଟ୍ୱିଟ୍‌ କରି ସୂଚନା ଦେଇଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ଏଥିପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, କେନ୍ଦ୍ର ଜଙ୍ଗଲ ଓ ପରିବେଶ ମନ୍ତ୍ରୀ ପ୍ରକାଶ ଜାଭଡେକରଙ୍କୁ ଧନ୍ୟବାଦ ଜଣାଇଛନ୍ତି କେନ୍ଦ୍ରମନ୍ତ୍ରୀ ଶ୍ରୀ ପ୍ରଧାନ।

https://twitter.com/dpradhanbjp/status/1305367866020040704?s=20

ସେ ଟ୍ୱିଟ୍‌ କରି ଲେଖିଛନ୍ତି-“ବ୍ୟଘ୍ର ପ୍ରକଳ୍ପ ପାଇଁ କେନ୍ଦ୍ର ସରକାର ଓଡ଼ିଶାକୁ ୨୦୧୯-୨୧ ବର୍ଷ ପାଇଁ ୨୬.୮୭ କୋଟିରୁ ଊର୍ଦ୍ଧ୍ୱ କୋଟି ଟଙ୍କା ଦେଇଛନ୍ତି। ସେଥିରୁ ସାତକୋଶିଆ ଓ ଶିମିଳିପାଳ ବାଘ ଅଭୟାରଣ୍ୟକୁ ଯଥାକ୍ରମେ ୧୧.୧୯ କୋଟି ଏବଂ ୧୫.୬୮ କୋଟି ଦିଆଯାଇଛି। ମୋଦି ସରକାରଙ୍କ ନିରବଚ୍ଛିନ୍ନ ପ୍ରଚେଷ୍ଟା ବାଘକୁ ନିଜ ପ୍ରାକୃତିକ ବାସସ୍ଥାନରେ ରହିବା ପାଇଁ ନିଶ୍ଚିତ କରିଛି। ସେହିପରି ହାତୀ ପ୍ରକଳ୍ପ ପାଇଁ ଓଡ଼ିଶାକୁ ୨୦୧୯-୨୧ ବର୍ଷରେ ଭାରତ ସରକାର ୯.୬୮ କୋଟିରୁ ଊର୍ଦ୍ଧ୍ୱ ଟଙ୍କା ଦେଇଛନ୍ତି। ହାତୀଙ୍କ ସଂରକ୍ଷଣ ତଥା ସେମାନଙ୍କ ସୁରକ୍ଷା ଦିଗରେ ଆଖପାଖରେ ରହୁଥିବା ଲୋକଙ୍କ ସହନଶୀଳତା ପାଇଁ ଏହି ଅର୍ଥ ଯୋଗାଇ ଦିଆଯାଇଛି।”

https://twitter.com/dpradhanbjp/status/1305367516785516545?s=20

ଶ୍ରୀ ପ୍ରଧାନ ଆଉ କହିଛନ୍ତି-“ବନ୍ୟଜନ୍ତୁ ସଂରକ୍ଷଣ ଓ ସ୍ଥାୟୀ ପରିବେଶ ସୃଷ୍ଟି କରିବା ଦିଗରେ ଭାରତ ସରକାର ନିରନ୍ତର କାମ କରୁଛନ୍ତି। ଭାରତ ସରକାରଙ୍କ ଦ୍ୱାରା ନିଆଯାଇଥିବା ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ଯଥା ଜଙ୍ଗଲ ବୃଦ୍ଧି, ବୃକ୍ଷ ରୋପଣ ସହାୟତା ରାଶି, ଜାତୀୟ ସ୍ୱଚ୍ଛ ବାୟୁ କାର୍ଯ୍ୟକ୍ରମ, ସବୁଜ ଦକ୍ଷତା ବିକାଶ କାର୍ଯ୍ୟକ୍ରମ ଇତ୍ୟାଦି ପରିବେଶ ସହଯୋଗୀ ଇକୋ-ସିଷ୍ଟମ୍‌ ସୃଷ୍ଟି କରିବାରେ ସାହାଯ୍ୟ କରିବା ସହ ଆମ ଯୁବପିଢ଼ି ଓ ଜନଜାତିଙ୍କ ପାଇଁ ନୂଆ ସୁଯୋଗ ସୃଷ୍ଟି କରିବ।”

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story