୧୯୩୮୦ କୋଟି ଟଙ୍କାର ଚିଠା ବଜେଟକୁ ଅନୁମୋଦନ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ୨୦୨୧-୨୨ ଆର୍ଥିକ ବର୍ଷ ପାଇଁ ୧୯୩୮୦କୋଟି ଟଙ୍କାର ଅତିରିକ୍ତ ଚିଠା ବଜେଟକୁ ଆଜି ରାଜ୍ୟ ମନ୍ତ୍ରିପରିଷଦର ଅନୁମୋଦନ ମିଳିଛି । ଆଗକୁ ପଂଚାୟତ ଓ ପୌର ନିର୍ବାଚନ ଥିବାବେଳେ ରାଜ୍ୟ ସରକାର ନିଜସ୍ୱ କେତେକ ଯୋଜନା ପାଇଁ ବିପୁଳ ପରିମାଣର ଅର୍ଥ ବରାଦ କରି ଭୋଟରଙ୍କୁ ଆକୃଷ୍ଟ ନିମନ୍ତେ ଲକ୍ଷ୍ୟ ରଖିଛନ୍ତି। ବିଶେଷକରି ଜଳସେଚନ, ସଡ଼କ, ପୋଲ, କୃଷି ଉଦ୍ୟୋଗ, ପାନୀୟ ଜଳ ଆଦି କ୍ଷେତ୍ର ଉପରେ ବଜେଟରେ ସ୍ୱତନ୍ତ୍ର ଭାବେ ଦୃଷ୍ଟି ଦିଆଯାଇଛି। […]

note

note

Ordigital Desk
  • Published: Tuesday, 23 November 2021
  • Updated: 23 November 2021, 10:58 PM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ୨୦୨୧-୨୨ ଆର୍ଥିକ ବର୍ଷ ପାଇଁ ୧୯୩୮୦କୋଟି ଟଙ୍କାର ଅତିରିକ୍ତ ଚିଠା ବଜେଟକୁ ଆଜି ରାଜ୍ୟ ମନ୍ତ୍ରିପରିଷଦର ଅନୁମୋଦନ ମିଳିଛି । ଆଗକୁ ପଂଚାୟତ ଓ ପୌର ନିର୍ବାଚନ ଥିବାବେଳେ ରାଜ୍ୟ ସରକାର ନିଜସ୍ୱ କେତେକ ଯୋଜନା ପାଇଁ ବିପୁଳ ପରିମାଣର ଅର୍ଥ ବରାଦ କରି ଭୋଟରଙ୍କୁ ଆକୃଷ୍ଟ ନିମନ୍ତେ ଲକ୍ଷ୍ୟ ରଖିଛନ୍ତି। ବିଶେଷକରି ଜଳସେଚନ, ସଡ଼କ, ପୋଲ, କୃଷି ଉଦ୍ୟୋଗ, ପାନୀୟ ଜଳ ଆଦି କ୍ଷେତ୍ର ଉପରେ ବଜେଟରେ ସ୍ୱତନ୍ତ୍ର ଭାବେ ଦୃଷ୍ଟି ଦିଆଯାଇଛି।

ସୂଚନା ଅନୁସାରେ, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଭର୍ଚୁଆଲ ମୋଡରେ ଅନୁଷ୍ଠିତ ମନ୍ତ୍ରିପରିଷଦ ବୈଠକରେ ୧୯୩୮୦ କୋଟି ଟଙ୍କାର ଚିଠା ବଜେଟକୁ ଅନୁମୋଦନ ମିଳିଛି । ଆସନ୍ତା ଡିସେମ୍ବର ୧ତାରିଖରେ ବିଧାନସଭାରେ ୨୦୨୧-୨୨ ଆର୍ଥିକ ବର୍ଷର ଅତିରିକ୍ତ ବଜେଟ୍ ଆଗତ ହେବାର କାର୍ଯ୍ୟକ୍ରମ ଥିବାରୁ ତା’ପୂର୍ବରୁ ଆଜି ଏହାକୁ ମନ୍ତ୍ରିପରିଷଦ ବୈଠକରେ ଉପସ୍ଥାପନ କରାଯାଇଥିଲା।

ଚିଠା ବଜେଟରେ ରାଜ୍ୟ ସରକାର ନିଜସ୍ୱ କେତେକ ନିର୍ଦ୍ଦିଷ୍ଟ ଯୋଜନା ଯଥା- ପାର୍ବତୀଗିରି ମେଗା ଉଠାଜଳସେଚନ ପ୍ରକଳ୍ପ, ବିଜୁ ସେତୁ , ମୁଖ୍ୟମନ୍ତ୍ରୀ ସଡ଼କ ଯୋଜନା, ମୁଖ୍ୟମନ୍ତ୍ରୀ କୃଷି ଉଦ୍ୟୋଗ ଯୋଜନା ପାଇଁ ଅଧିକ ବ୍ୟୟବରାଦ ସହ ୩ରୁ ୫ବର୍ଷିଆ ଲକ୍ଷ୍ୟଧାର୍ଯ୍ୟ କରି ଗ୍ରାମାଂଚଳରେ ଭିତ୍ତିଭୂମିକୁ ସୁଧାରିବା ନିମନ୍ତେ ଲକ୍ଷ୍ୟ ରଖିଛନ୍ତି। ଏହା ସହିତ ପାନୀୟ ଜଳ ପ୍ରକଳ୍ପ ପାଇଁ ମଧ୍ୟ ବ୍ୟାପକ ଅର୍ଥ ବନ୍ଦୋବସ୍ତ ହୋଇଛି।

ସୂଚନାଯୋଗ୍ୟ, ରାଜ୍ୟ ବିଧାନସଭାରେ ୨୦୨୧-୨୨ ଆର୍ଥିକ ବର୍ଷ ପାଇଁ ୧.୭୦ଲକ୍ଷ କୋଟି ଟଙ୍କାର ମୂଳ ବଜେଟ୍ ଅନୁମୋଦନ ହୋଇଛି। କରୋନା କାଳରେ ବି ରାଜ୍ୟ ସରକାର ବିଗତ ବର୍ଷ ତୁଳନାରେ ୨୦୨୧-୨୨ ଆର୍ଥିକ ବର୍ଷର ମୂଳ ବଜେଟ ଆକାରକୁ ୧୭ ପ୍ରତିଶତ ବୃଦ୍ଧି କରିଥିଲେ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story