Advertisment

କାଲି ବଙ୍ଗୋପସାଗରରେ ଲଘୁଚାପ ସମ୍ଭାବନା, ହୋଇପାରେ ପ୍ରବଳ ବର୍ଷା

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆସନ୍ତାକାଲି ବେଳକୁ କେନ୍ଦ୍ରୀୟ ପଶ୍ଚିମ ବଙ୍ଗୋପସାଗରରେ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହା ପ୍ରଭାବରେ ଆଜି  ଓ ଆସନ୍ତାକାଲି ମାଲକାନଗିରି, କୋରାପୁଟ ଜିଲ୍ଲାରେ ପ୍ରବଳ ବର୍ଷା ହେବା ନେଇ ଆକଳନ କରିଛି  ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଏହାବ୍ୟତୀତ ଆଜି ଗଜପତି ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ମଧ୍ୟ ପ୍ରବଳ ବର୍ଷାର ସମ୍ଭାବନା ରହିଛି। ଏହାବ୍ୟତୀତ ମାଲକାନଗିରି, କୋରାପୁଟ, ରାୟଗଡା, ଗଜପତି, ଗଞ୍ଜାମ, କନ୍ଧମାଳ, ପୁରୀ, ନୟାଗଡ, ଖୋର୍ଦ୍ଧା, କଟକ […]

ଅଦ୍ୟତନ ହୋଇଛି
ଲଘୁଚାପ ସ୍ଥିର: ୨୪ ଘଣ୍ଟାରେ ଏହି ସବୁ ଜିଲ୍ଲାରେ ପ୍ରବଳ ବର୍ଷିବ, ବିପଦ ସଙ୍କେତ ଟପିଲା ମଥାନି

heavy-rain

Advertisment

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆସନ୍ତାକାଲି ବେଳକୁ କେନ୍ଦ୍ରୀୟ ପଶ୍ଚିମ ବଙ୍ଗୋପସାଗରରେ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହା ପ୍ରଭାବରେ ଆଜି  ଓ ଆସନ୍ତାକାଲି ମାଲକାନଗିରି, କୋରାପୁଟ ଜିଲ୍ଲାରେ ପ୍ରବଳ ବର୍ଷା ହେବା ନେଇ ଆକଳନ କରିଛି  ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଏହାବ୍ୟତୀତ ଆଜି ଗଜପତି ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ମଧ୍ୟ ପ୍ରବଳ ବର୍ଷାର ସମ୍ଭାବନା ରହିଛି।

Advertisment

ଏହାବ୍ୟତୀତ ମାଲକାନଗିରି, କୋରାପୁଟ, ରାୟଗଡା, ଗଜପତି, ଗଞ୍ଜାମ, କନ୍ଧମାଳ, ପୁରୀ, ନୟାଗଡ, ଖୋର୍ଦ୍ଧା, କଟକ ଏବଂ ମୟୂରଭଞ୍ଜର କିଛି ସ୍ଥାନରେ ଘଡଘଡି ସହ ସାମାନ୍ୟ ବର୍ଷାର ସମ୍ଭାବନା ରହିଛି।

Low Pressure Heavy Rain
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe