ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ : ୧୨ରୁ ୧୬ ଯାଏଁ ବର୍ଷିବ

ଭୁବନେଶ୍ୱର: ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ଏକ ଘୂର୍ଣ୍ଣବଳୟ ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ୧୨ରୁ ୧୬ ତାରିଖ ଯାଏଁ ବର୍ଷା ଲାଗି ରହିବ ବୋଲି ପାଣି ପାଗ ବିଭାଗ ଆକଳନ କରିଛି। ତେବେ ଦକ୍ଷିଣ ଓ ଉପକୂଳ ଓଡିଶାରେ ବର୍ଷାର ପରିମାଣ ଅଧିକ ରହିବ। ଜୁନ୍ ୧ରୁ ଆଜି ଯାଏଁ ମୌସୁମୀ ଜନିତ ବର୍ଷା ୧୬ ପ୍ରତିଶତ କମ୍ ରହିଛି। ସେହିପରି ୯ଟି ଜିଲ୍ଲାରେ ସ୍ୱାଭାବିକ ଠାରୁ କମ୍ ବର୍ଷା ରେକର୍ଡ କରାଯାଇଛି।

weather

weather

Rakesh Mallick
  • Published: Tuesday, 08 September 2015
  • Updated: 08 September 2015, 02:09 AM IST

Sports

Latest News

ଭୁବନେଶ୍ୱର: ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ଏକ ଘୂର୍ଣ୍ଣବଳୟ ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ୧୨ରୁ ୧୬ ତାରିଖ ଯାଏଁ ବର୍ଷା ଲାଗି ରହିବ ବୋଲି ପାଣି ପାଗ ବିଭାଗ ଆକଳନ କରିଛି। ତେବେ ଦକ୍ଷିଣ ଓ ଉପକୂଳ ଓଡିଶାରେ ବର୍ଷାର ପରିମାଣ ଅଧିକ ରହିବ।

ଜୁନ୍ ୧ରୁ ଆଜି ଯାଏଁ ମୌସୁମୀ ଜନିତ ବର୍ଷା ୧୬ ପ୍ରତିଶତ କମ୍ ରହିଛି। ସେହିପରି ୯ଟି ଜିଲ୍ଲାରେ ସ୍ୱାଭାବିକ ଠାରୁ କମ୍ ବର୍ଷା ରେକର୍ଡ କରାଯାଇଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story