ଆଳି(ବନମାଳୀ ସାହୁ): କେନ୍ଦ୍ରାପଡା ଜିଲ୍ଲାର ବିଭିନ୍ନ ସମସ୍ୟାକୁ ନେଇ ଆନ୍ଦୋଳନକୁ ଓହ୍ଲାଇଛି କଂଗ୍ରେସ। ଆଳି ଓ ରାଜକନିକା ବ୍ଲକରେ ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟରେ ଦୁର୍ନୀତି ହୋଇଥିବା କଂଗ୍ରେସ ଅଭିଯୋଗ କରି ଅଭିନବ ଉପାୟରେ ପ୍ରତିବାଦ ଆରମ୍ଭ କରିଛି। ଏନେଇ ରାଜକନିକାରୁ ଶତାଧିକ କଂଗ୍ରେସ କର୍ମୀ ନବୀନ ନିବାସ ଅଭିମୁଖେ ବାହାରିଛନ୍ତି। ଆସନ୍ତା ୨୭ତାରିଖରେ ନବୀନ ନିବାସରେ ଆଳି ଓ ରାଜକନିକା ବ୍ଲକରେ ହୋଇଥିବା ଦୁର୍ନୀତି ସମ୍ପର୍କରେ ମୁଖ୍ୟମନ୍ତ୍ରୀଙ୍କୁ ଏକ ଦାବିପତ୍ର ପ୍ରଦାନ କରାଯିବାର କାର୍ଯ୍ୟକ୍ରମ ରହିଛି ।
ପୂର୍ବରୁ କଂଗ୍ରେସ ପକ୍ଷରୁ ଆଳି ଓ ରାଜକନିକା ବ୍ଲକରେ ପ୍ରଧାନମନ୍ତ୍ରୀ ଆବାସ ଓ ବିଜୁ ପକ୍କାଘର ବଣ୍ଟନରେ ଦୁର୍ନୀତି,ରାସନ କାର୍ଡ ପ୍ରଦାନରେ ଅନିୟମିତତା,ମନେରଗା ଦୁର୍ନୀତି ଓ ନମତରା ଗୁଳିକାଣ୍ଡ ଘଟଣାର ଆରଡିସି ରିପୋର୍ଟ ପ୍ରକାଶ ଆଦି ଦାବି ନେଇ ସରକାରଙ୍କୁ ଅବଗତ କରାଯାଇଥିଲା । ହେଲେ କିଛି ସୁଫଳ ନମିଳିବାରୁ ଆଜି କଂଗ୍ରେସ ଆନ୍ଦୋଳନକୁ ଓହ୍ଲାଇଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Events & Festivals
ଚନ୍ଦ୍ରଭାଗା ବୁଡ଼ ପାଇଁ ବସିଲା ପ୍ରଥମ ସମନ୍ୱୟ ବୈଠକ
ଚନ୍ଦ୍ରଭାଗା ବୁଡ଼ ପାଇଁ ସୂର୍ଯ୍ୟ ମନ୍ଦିର ପ୍ରବେଶ ଶୁଳ୍କ ଛାଡ଼ ରହିବ। ଏହି ବୈଠକରେ ଅନ୍ୟମାନଙ୍କ ମଧ୍ୟରେ ତିନି ଠାକୁରଙ୍କ ସେବାୟତଙ୍କ ଉପସ୍ଥିତିରେ ଠାକୁରମାନଙ୍କ ଶୋଭାଯାତ୍ରା ଓ ମହାସ୍ନାନ ସମ୍ପର୍କରେ ଆଲୋଚନା କରାଯାଇଥିଲା।
Crime
ଦେଖି ପାରିଲେନି ଉଜୁଡ଼ା ଫସଲ, ଟଳି ପଡ଼ିଲେ ଚାଷୀ
ଅଦିନିଆ ବର୍ଷା ଯୋଗୁ ବର୍ଷକର ପରିଶ୍ରମ ଧୋଇ ଯାଇଥିବା ବେଳେ ଏହାକୁ ଦେଖି ସହି ପାରିଲେନି ଚାଷୀ। ପରିବାର ମୁହଁରେ କିପରି ଦାନା ଦେବେ ଭାବି ସେହିଠାରେ ହିଁ ସେ ଟଳି ପଡ଼ିଲେ।
Science & Environment
ପଶ୍ଚିମବଙ୍ଗ ଜଙ୍ଗଲରେ ବୁଲୁଛି ଜିନ୍ନତ, ଖୁବ୍ ଶୀଘ୍ର ହେବ ଟ୍ରାଙ୍କୁଲାଇଜ
ଝାଡ଼ଖଣ୍ଡ, ପଶ୍ଚିମବଙ୍ଗ ଓ ଓଡ଼ିଶା ବନ ବିଭାଗ ଜିନ୍ନତକୁ ଟ୍ରାକ କରୁଛନ୍ତି । ଜିନ୍ନତକୁ ଖାଦ୍ୟ ଦେବା ପାଇଁ ଚେଷ୍ଟା କରାଯାଉଛି । ଖାଦ୍ୟ ଗ୍ରହଣ କରିବା ପରେ ତାକୁ ଟ୍ରାଙ୍କୁଲାଇଜ୍ କରାଯିବ ।
Crime
ଚାଷ ଉଜାଡ଼ି ଦେଲା ଅଦିନିଆ ବର୍ଷା, ଜୀବନ ହାରିଲେ ଚାଷୀ
ଦୈତାରୀଙ୍କର ନିଜର କିଛି ବିଲ ନ ଥିବା ବେଳେ ସେ ଭାଗ ଚାଷ କରିଥାନ୍ତି। ଚଳିତ ବର୍ଷ ଚାଷ କରିବା ନିମନ୍ତେ ସେ ବହୁ ଟଙ୍କା଼ ଲୋନ୍ ବି କରିଥିଲେ।
Events & Festivals
ନୂଆ ବର୍ଷରେ ସିସିଟିଭି ନଜରରେ ରହିବ ଶ୍ରୀକ୍ଷେତ୍ର, ଜଗିବେ ୬୦ ପ୍ଲାଟୁନ୍ ଫୋର୍ସ
ଡିସେମ୍ବର ୩୧ ତାରିଖଠୁ ନୂଆବର୍ଷ ପର୍ଯ୍ୟନ୍ତ ପ୍ରବଳ ଭିଡ଼ ଆଶଙ୍କାରେ ପୁରୀରେ ଟ୍ରାଫିକ୍ କଟକଣା ଜାରି କରାଯାଇଛି ।