ଜଳେଶ୍ୱର (ଅଜିତ ଦାସ): ବାଲେଶ୍ୱର ଜିଲ୍ଲା ବସ୍ତା ବ୍ଲକ୍ ଧୂଳିଉଡ଼ା ଗାଁରେ ବିଲ୍ରେ ନିଆଁ ଲାଗି ୪୦ ଏକରରୁ ଅଧିକ ଜମିରେ ଧାନ ଫସଲ ଜଳି ପାଉଁଶ ହୋଇଯାଇଛି।
ଅଗ୍ନିକାଣ୍ଡ ପରେ ବସ୍ତା ଅଗ୍ନିଶମ ବିବାଗକୁ ଖବର ଦିଆଯାଇଥିଲା। ହେଲେ ରାସ୍ତା ନଥିବାରୁ ଦମକଳ ଗାଡ଼ି ଘଟଣାସ୍ଥଳରେ ପହଞ୍ଚିପାରିନଥିଲା।
ପରେ ଖବର ପାଇ ଜଳେଶ୍ୱର ବିଧାୟକ ଅଶ୍ଵିନୀ ପାତ୍ର ଏବଂ ବସ୍ତା ତହସିଲଦାର ଘଟଣାସ୍ଥଳକୁ ଯାଇ ସ୍ଥିତି ଅନୁଧ୍ୟାନ କରି ଫେରିଛନ୍ତି। ଏହାସହ କ୍ଷୟକ୍ଷତି ଆକଳନ ପରେ ସରକାରୀ ନିୟମ ଅନୁସାରେ ଲୋକଙ୍କୁ ସହାୟତା ଯୋଗାଇ ଦିଆଯିବ ବୋଲି ଉଭୟ କ୍ଷତିଗ୍ରସ୍ତ ଲୋକଙ୍କୁ ଆଶ୍ୱାସନା ଦେଇଛନ୍ତି।
https://youtu.be/EFI94BltmF4
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
![Modi Modi](https://assets.odishareporter.in/uploadimage/library/16_9/16_9_3/Modi_1736351240.jpg)
Miscellaneous
ଭୁବନେଶ୍ୱରରେ ପ୍ରଧାନମନ୍ତ୍ରୀ ମୋଦି
ବିଶାଖାପାଟଣାରୁ ସ୍ୱତନ୍ତ୍ର ବିମାନରେ ଆସି ଭୁବନେଶ୍ୱରରେ ପହଂଚିବା ପରେ ତାଙ୍କୁ ବିମାନ ବନ୍ଦରରେ ରାଜ୍ୟପାଳ ହରିବାବୁ କମ୍ଭମପତି, ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଓ ଅନ୍ୟମାନେ ତାଙ୍କୁ ସ୍ୱାଗତ କରିଥିଲେ ।
![BJD BJD](https://assets.odishareporter.in/uploadimage/library/16_9/16_9_3/BJD_1736350470.jpg)
Politics
‘ଓଡ଼ିଶାକୁ ଲୁଟ୍ ପାଇଁ ପାଣ୍ଡିଆନ୍ଙ୍କୁ ଠିକା ଦେଇଥିଲେ ନବୀନ’
ବ୍ରହ୍ମପୁର ସାଂସଦ ପ୍ରଦୀପ ପାଣିଗ୍ରାହୀ ଆହୁରି କହିଛନ୍ତି, ବିଜେଡି ସରକାରରେ CMOକୁ କରପସନ, କମିଶନ ଓ କଲେକ୍ସନର ହବ୍ କରାଯାଇଥିଲା। ନାଁ ନନେଇ ଜଣେ ବରିଷ୍ଠ IPSଙ୍କୁ ଟାର୍ଗେଟ୍ କରିଛନ୍ତି ପ୍ରଦୀପ।
![OSRTC OSRTC](https://assets.odishareporter.in/uploadimage/library/16_9/16_9_3/OSRTC_1736348249.jpg)
Miscellaneous
୧୩ରୁ ଫେବ୍ରୁଆରୀ ୨୬ ଯାଏଁ ଅଯୋଧ୍ୟାକୁ ଗଡ଼ିବ ବସ୍
OSRTC ପକ୍ଷରୁ ହାଇ-ଏଣ୍ଡ ପ୍ରିମିୟମ୍ ବସ୍ ସେବା ଆରମ୍ଭ ହେବ। ପୁରୀ, ସମ୍ବଲପୁର, ଭବାନୀପାଟଣା, ବ୍ରହ୍ମପୁରରୁ ଏହି ବସ୍ ଗୁଡ଼ିକ ଯିବ।
![PBD PBD](https://assets.odishareporter.in/uploadimage/library/16_9/16_9_3/PBD_1736346698.jpg)
Events & Festivals
ଭୁବନେଶ୍ୱରରେ ପ୍ରବାସୀ ଭାରତୀୟଙ୍କ ମହାକୁମ୍ଭ ଆରମ୍ଭ
ଓଡ଼ିଆରେ ପ୍ରବସୀଙ୍କୁ ସ୍ୱାଗତ କରିଥିଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ସେ କହିଥିଲେ, ପ୍ରବାସୀମାନେ ହେଉଛନ୍ତି ବିକଶିତ ଓଡ଼ିଶାର ବ୍ରାଣ୍ଡ ଆମ୍ବାସଡର। ଆମର ବିଶ୍ୱାସ ଯେ ଏହି ଅନୁଭୂତିକୁ ବିଶ୍ୱ ଦରବାରରେ ଆପଣ ମାନେ ପହଞ୍ଚାଇବେ।
![Crime Crime](https://assets.odishareporter.in/uploadimage/library/16_9/16_9_3/Crime_1736346203.jpg)
Crime
ବ୍ରାଉନ୍ସୁଗର ପାଇଁ ମର୍ଡର! ମହିଳା ମାଷ୍ଟରମାଇଣ୍ଡ ସମେତ ୩ ଗିରଫ
ଜେଲ୍ରୁ ବାହାରିବା ପରେ ପ୍ରତିଶୋଧ ପରାୟଣା ହୋଇପଡ଼ିଥିଲେ। ତାଙ୍କ ଜେଲ୍ ଯିବା ପଛରେ ସହଦେବ ନାୟକଙ୍କ ହାତ ଥିବା ସେ ସନ୍ଦେହ କରୁଥିଲେ। ତେଣୁ ତାଙ୍କୁ ରାସ୍ତାରୁ ହଟାଇବା ପାଇଁ ମହିଳା ଜଣକ ଯୋଜନା କରିଥିଲେ।